ପ୍ରମୂଖ ଖବର
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା: ଆଉ ୨ ଗିରଫ
  • ||
  • ମାଲକାନଗିରି : ନଈ ପାରି ହେବା ସମୟରେ ପାଣିରେ ଭାସି ଯାଇ ଦୁଇ ଯୁବକ ମୃତ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ମାମଲାରେ ଆକ୍ସନ୍‌, ୫ ଜଣଙ୍କୁ ନିଲମ୍ବନ କଲା ରାଜ୍ୟ ବିଜେପି
  • ||
  • ଜୁଲାଇ ୧୪​‌ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଏମ୍‌ସ ସମାବର୍ତ୍ତନ ଉତ୍ସବରେ ଦେବେ ଯୋଗ
  • ||
  • କେମିକାଲ ଫ୍ୟାକ୍ଟ୍ରିରେ ବିସ୍ଫୋରଣ ଘଟଣା: ମୃତ୍ୟୁ ସଂଖ୍ୟା ୩୮କୁ ବୃଦ୍ଧି, ଆହୁରି ବଢ଼ିପାରେ
  • ||
  • ତେଲେଙ୍ଗାନା ରାସାୟନିକ ଫ୍ୟାକ୍ଟ୍ରିରେ ବିସ୍ଫୋରଣ; ୩୫କୁ ବଢିଲା ମୃତ୍ୟୁସଂଖ୍ୟା
  • ||
  • ବୁଧବାରଠୁ ଇଂଲଣ୍ଡ- ଭାରତ ଦ୍ୱିତୀୟ ଟେଷ୍ଟ: ଆର୍ଚରଙ୍କୁ ମିଳିଲାନି ସ୍ଥାନ, ଅପରିବର୍ତ୍ତିତ ବେନ୍‌ ସେନା
  • ||
  • ପୁରୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଅପରାହ୍ନରେ ସେବାୟତଙ୍କ ସହ ଆଲୋଚନା
  • ||
  • ମଙ୍ଗଳବାର ହେରାପଞ୍ଚମୀ: ନନ୍ଦିଘୋଷ ଭାଙ୍ଗିବେ ମାଆ ଲକ୍ଷ୍ମୀ ସାଆନ୍ତାଣୀ, ରାତି ସାଢ଼େ ୯ଟାରେ ଶରଧାବାଲିକୁ ବିଜେ କରିବେ
  • ||
  • ଆସନ୍ତା ୫ ଦିନ ଯାଏ ବର୍ଷା ସମ୍ଭାବନା, ଉତ୍ତର-ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷିବ: ୧୨ ଜିଲ୍ଲାରେ ଅଧିକ, ୧୫ରେ ସ୍ୱାଭାବିକ
  • ||
  • ପାରାଦୀପ: ତେଲ ଟ୍ୟାଙ୍କର -କାର୍ ମୁହାଁମୁହିଁ ଧକ୍କା, ଘଟଣାସ୍ଥଳରେ କାର୍ ଡ୍ରାଇଭରଙ୍କ ମୃତ୍ୟୁ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା , ସମୂହ ଛୁଟି ନିଷ୍ପତ୍ତିରୁ ଓହରିଲା ଓଏଏସ ସଂଘ
  • ||

୪ ମାଓବାଦୀଙ୍କ ଆତ୍ମସମର୍ପଣ

Published By : Suraj Kumar | January 16, 2025 10:42 PM

 ମାଲକାନଗିରି, ୧୬।୧ (ଆପ୍ର ): ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡର ନାରାୟଣପୁର ଜିଲ୍ଲାରେ ୪ କୁଖ୍ୟାତ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି । ମାଓ କମାଣ୍ଡର ଆରବଙ୍କ ସମେତ ଚାରି ଜଣ ମାଓବାଦୀ ମାଓ ସଙ୍ଗଠନ ଛାଡି ନାରାୟଣପୁର ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି। ଏହି ଆତ୍ମସମର୍ପଣକାରୀ ନକ୍ସଲମାନଙ୍କ ଉପରେ ମୋଟ ୩୨ ଲକ୍ଷ ଟଙ୍କାର ପୁରସ୍କାର ଘୋଷଣା ଥିଲା। ଏହି ମାଓବାଦୀଙ୍କ ଆତ୍ମସମର୍ପଣ ପୋଲିସ ପାଇଁ ଏକ ବଡ ସଫଳତା ବୋଲି କୁହାଯାଇଛି। 

ନାରାୟଣପୁର ପୋଲିସ ଦ୍ୱାରା ହମାରା ଗାଁ ହମାରି ପୋଲିସ' ଆତ୍ମସମର୍ପଣ ନୀତି ଦ୍ୱାରା ପ୍ରଭାବିତ ହୋଇ ଏହି ମାଓବାଦୀ ମାନେ ମାଓ ସଙ୍ଗଠନ ଛାଡିଥିବା ପ୍ରକାଶ କରିଛନ୍ତି। ପୋଲିସ ପକ୍ଷରୁ ତଲାସି ଅଭିଯାନକୁ ବଢାଇ ଦିଆଯାଇଥିବା ବେଳେ ମାଓ ସଙ୍ଗଠନ ଦିନକୁ ଦିନ ଦୁର୍ବଳ ହେଉଥିବାରୁ ଏମାନେ ପୋଲିସର ଆତ୍ମସମର୍ପଣ ପାଇଁ ନିଷ୍ପତ୍ତି ନେଇଥିଲେ ବୋଲି ପ୍ରକାଶ କରିଛନ୍ତି। ଆତ୍ମସମର୍ପଣକାରୀ ମାଓବାଦୀ ମାନେ ହେଲେ ମାଓ ନେତା ଆରବ, ମାଓ ସଦସ୍ୟ କମଲେଶ, ରଞ୍ଜିତ ଓ କାଜଲ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.