ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ସେନାର ଅପରେସନ୍ ମହାଦେବକୁ ବଡ଼ ସଫଳତା, ଯବାନଙ୍କ ଗୁଳିରେ ୩ ଆତଙ୍କୀ ସଫା
  • ||
  • ଭୁବନେଶ୍ବର: ସତ୍ୟବିହାର ଅଞ୍ଚଳରେ ମହିଳା ହଷ୍ଟେଲରେ ଅଗ୍ନିକାଣ୍ଡ,ନିଆଁକୁ ଆୟତ୍ତ କଲେ ଅଗ୍ନିଶମ ଟିମ୍
  • ||
  • ରାଉରକେଲା : ଠିକା କର୍ମଚାରୀଙ୍କ ଆତ୍ମହତ୍ୟା ଉଦ୍ୟମ, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
  • ||
  • କେନ୍ଦ୍ରାପଡ଼ା: ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ; ବିଜ୍ଞାନ ଶିକ୍ଷକକୁ ନିଲମ୍ବନ କଲେ ଜିଲ୍ଲା ଶିକ୍ଷାଧିକାରୀ
  • ||
  • ବଳଙ୍ଗା ନାବାଳିକା ପୋଡ଼ି ମାମଲା: ବଢ଼ିଲା ସୁରକ୍ଷା, ପୀଡ଼ିତାଙ୍କ ଘରେ ପୁଲିସ ମୁତୟନ
  • ||
  • ବାଲେଶ୍ୱର : ଧାମରାରେ ମିସାଇଲ୍‌ ପ୍ରଳୟ-୬ର ସଫଳ ପରୀକ୍ଷଣ, ୧୫୦ ରୁ ୫୦୦ କିମି ଯାଏଁ କରିପାରିବ ଲକ୍ଷ୍ୟଭେଦ
  • ||
  • ନାଇଜେରିଆର ଡଙ୍ଗା ବୁଡ଼ି ୨୫ ମୃତ; ଅନେକ ନିଖୋଜ, ଡଙ୍ଗାରେ ଥିଲେ ମୋଟ୍ ୧୦୦ ଯାତ୍ରୀ
  • ||
  • ଫିଡେ ମହିଳା ଚେସ୍‌ ବିଶ୍ୱକପ୍‌ ଫାଇନାଲ୍‌: ଦିବ୍ୟା-ହମ୍ପି ଦ୍ୱିତୀୟ କ୍ଲାସିକାଲ ଗେମ୍‌ ଡ୍ର’, ଆଜି ଟାଇବ୍ରେକରେ ଫଳାଫଳ ନିର୍ଣ୍ଣୟ
  • ||
  • ଭଦ୍ରକରେ ବନ୍ୟା ବିତ୍ପାତ; ୪ ପଞ୍ଚାୟତରେ ୨ ଦିନ ସ୍କୁଲ୍‌ ଛୁଟି
  • ||
  • ଜର୍ମାନୀରେ ଲାଇନଚ୍ୟୁତ ହେଲା ଟ୍ରେନ; ୩ ମୃତ, ୩୪ ଆହତ
  • ||
  • ଉତ୍ତର ଓଡ଼ିଶାରେ ବନ୍ୟା: ୬ ଜିଲ୍ଲାରେ ୧୧ ହଜାର ଲୋକ ପ୍ରଭାବିତ, ପାଣିଘେରରେ ଯାଜପୁରର ୧୧ ପଞ୍ଚାୟତ
  • ||
  • ଜଗତସିଂହପୁର : ବାଇକ୍‌କୁ ପିଟିଲା ବସ୍‌; ଜଣେ ମୃତ, ଜଣେ ଗୁରୁତର
  • ||
  • ବାରାବାଙ୍କୀ ଅବସାନେଶ୍ୱର ଶିବ ମନ୍ଦିରରେ ଦଳାଚକଟା, ୨ ଶ୍ରଦ୍ଧାଳୁ ମୃତ
  • ||
  • ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ନୀତି, ଆଜି ଅପରାହ୍ନ ୬ଟାରୁ ରାତି ୧୦ ଦର୍ଶନ ମନା
  • ||
  • ଶ୍ରାବଣ ମାସର ତୃତୀୟ ସୋମବାରରେ ଚଳଚଞ୍ଚଳ ଧବଳେଶ୍ଵରଙ୍କ ପୀଠ, ଶ୍ରାବଣୀ ଲିଙ୍ଗରେ ଜଳଲାଗି କଲେ କାଉଡ଼ିଆ
  • ||

ଖୋଲିଲା ହୀରାକୁଦ ଡ୍ୟାମ୍‌ର ଆଉ ୪ ଗେଟ୍‌; ମୋଟ୍ ୧୨ ସ୍ଲୁଇସ୍ ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସିତ

Published By : Harapriya Sethi | July 25, 2025 11:56 AM

ସମ୍ୱଲପୁର,୨୫/୦୭: ଖୋଲିଲା ହୀରାକୁଦ ଡ୍ୟାମ୍‌ର ଆଉ ୪ ଗେଟ୍ । ଗୁରୁବାର ୪ଟି ଗେଟ୍‌ ଖୋଲାଯାଇଥିବା ବେଳେ ଶୁକ୍ରବାର ଆଉ ୪ଟି ଗେଟ୍‌ ଖୋଳା ଯାଇଛି । ବର୍ତ୍ତମାନ ମୋଟ୍ ୧୨ଟି ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସନ ହେଉଛି । ଡ୍ୟାମ୍‌ର ବାମ ପାର୍ଶ୍ୱର ୮ଟି ଓ ଡାହାଣ ପାର୍ଶ୍ୱର ୪ଟି ସ୍ଲୁଇସ୍ ଗେଟ୍‌ ଖୋଲାଯାଇଛି । ଶୁକ୍ରବାର ସକାଳ ୯ଟା ସୁଦ୍ଧା ଜଳଭଣ୍ଡାରର ଜଳସ୍ତର ୬୦୯.୧୭ ଫୁଟ୍ ରହିଥିଲା । ପ୍ରତି ସେକେଣ୍ଡରେ ଜଳଭଣ୍ଡାର ମଧ୍ୟକୁ ୧ ଲକ୍ଷ ୮୬ ହଜାର ୮୧୫ କ୍ୟୁସେକ ଜଳ ପ୍ରବେଶ କରୁଛି ଏବଂ ୧ ଲକ୍ଷ ୫୬ ହଜାର ୧୯୪ କ୍ୟୁସେକ ଜଳ ନିଷ୍କାସିତ ହେଉଛି ।

ଗତ କିଛି ଦିନ ହେବ ରାଜ୍ୟର ବିଭିନ୍ନ ସ୍ଥାନରେ ଲଘୁଚାପଜନିତ ବର୍ଷା ଲାଗି ରହିଛି । ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ଜଳସ୍ତର ବୃଦ୍ଧି ପାଇଛି । ଫଳରେ ବିଭିନ୍ନ ସ୍ଥାନରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ଯେଉଁ କାରଣରୁ ବର୍ତ୍ତମାନ ହୀରାକୁଦ ଡ୍ୟାମ୍‌ର ଆଉ ୪ ଟି ଗେଟ୍‌ ଖୋଲାଯାଇଛି ।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.