PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନୂଆଦିଲ୍ଲୀ : ଭଗବାନ ଚିତ୍ରଗୁପ୍ତଙ୍କ ଚରିତ୍ରକୁ ମଜାଳିଆ ଢଙ୍ଗରେ ଚିତ୍ରଣ କରିବାକୁ ନେଇ ଅଭିନେତା ଅଜୟ ଦେବଗନଙ୍କ ସମେତ କେତେକଙ୍କ ନାଁରେ ଏତଲା
  • ||
  • ଖୋର୍ଦ୍ଧା : ଆୟକର ଅଧିକାରୀ ସୁମନ ସୁନ୍ଦର ସାହୁଙ୍କ ବାସଭବନରେ ସିବିଆଇ ରେଡ୍, ଖୋର୍ଦ୍ଧାର ଶାନ୍ତି ଜୁଏଲର୍ସ ମାଲିକଙ୍କ ଠାରୁ ନେଉଥିଲେ ସୁନା ଓ ଟଙ୍କା
  • ||
  • ସମ୍ବଲପୁର : ବରଗଡ଼ ଜିଲ୍ଲା ଅମ୍ବାଭୋନା ବ୍ଲକର ଗୋବିନ୍ଦପୁରକୁ ପ୍ରଥମ ‘ପକ୍ଷୀଗ୍ରାମ’ ମାନ୍ୟତା, ଯୋଜନାରେ ସାମିଲ ହେବେ ୩ ଗାଁ
  • ||
  • ଭୁବନେଶ୍ବର : ବରମୁଣ୍ଡା ବସ ଷ୍ଟାଣ୍ଡରୁ ୫୦କେଜି ଗଞ୍ଜେଇ ଜବତ, ୪ ଗଞ୍ଜେଇ ଚୋରା ଚାଲାଣକାରୀ ଗିରଫ
  • ||
  • ଭୁବନେଶ୍ୱର : ହସ୍ପିଟାଲରୁ ଡିସଚାର୍ଜ ହେଲେ ଓଲିଉଡ ଷ୍ଟାର ବାବୁସାନ ମହାନ୍ତି, ଗତ କିଛି ଦିନ ହେବ ଅସୁସ୍ଥ ହୋଇ ଭୁବନେଶ୍ୱରର ଘରୋଇ ମେଡିକାଲରେ ହେଉଥିଲେ ଚିକିତ୍ସିତ
  • ||
  • କଟକ : କଟକ ପାରାଦୀପ ରାସ୍ତା ସୋମପୁର ବଜାର ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଗ୍ୟାରେଜ ଉପରେ ମାଡିଗଲା ଟ୍ରକ
  • ||
  • ଯାଜପୁର : କୁଆଖିଆ ଥାନା ଅନ୍ତର୍ଗତ ବସଷ୍ଟାଣ୍ଡ ନିକଟରେ ଯାଜପୁର ଅବକାରୀ ବିଭାଗ ଚଢ଼ାଉ, ୮୦ ଗ୍ରାମ ବ୍ରାଉନସୁଗାର ଜବତ
  • ||

ଶୁକ୍ରବାର ରାଶିଫଳ: କର୍ମକ୍ଷେତ୍ରରେ ମିଳିବ ସଫଳତା, ବାଣିଜ୍ୟ ବ୍ୟବସାୟରେ ଉନ୍ନତି ହେବାର ରହିଛି ସମ୍ଭାବନା

ମେଷ– ଆଜି ଅର୍ଥାଭାବ, ଋଣ କିମ୍ବା ପୂର୍ବରୁ ଶତ୍ରୁତାକୁ ନେଇ ମନରେ ଅସ୍ଥିରତା ସୃଷ୍ଟି ହୋଇପାରେ । କର୍ମକ୍ଷେତ୍ରରେ ସଫଳତା । ବାଣିଜ୍ୟ ବ୍ୟବସାୟରେ ଉନ୍ନତି ହେବ । ସାଂସାରିକ କ୍ଷେତ୍ରରେ ଉନ୍ନତି ହେବ । ପାରିବାରିକ କ୍ଷେତ୍ରରେ ଉନ୍ନତି ହେବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୨ ।

ବୃଷ –ବିବାହ ପ୍ରସ୍ତାବ ସ୍ଥିରୀକୃତ ହେବାରେ ବନ୍ଧୁଙ୍କ ଭୂମିକା ଅବିସ୍ମରଣୀୟ ରହିବ । ରାଜନୀତିରେ ସଫଳତା ପାଇବେ । ବ୍ୟବସାୟରେ ଉନ୍ନତି । ଉଦ୍‌ଯୋଗ ସିଦ୍ଧି ହେବ । କ୍ରୀଡା କ୍ଷେତ୍ରରେ ସଫଳତା ପାଇବେ । ଆର୍ଥିକ କ୍ଷେତ୍ରରେ ଉନ୍ନତି । ମହିଳାମାନେ ଘର କାମରେ ସଫଳତା ପାଇବେ । ଶୁଭ ରଙ୍ଗ ନାଲି । ଶୁଭ ଅଙ୍କ ୫ ।

ମିଥୁନ – କେତେକ ଆକସ୍ମିକ ଅସୁବିଧା ଉପୁଜିବା କାରଣରୁ ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିପାରେ ।କର୍ମକ୍ଷେତ୍ରରେ ସଫଳତା ପାଇବେ । ବାଣିଜ୍ୟ ବ୍ୟବସାୟରେ ଉନ୍ନତି ହେବ । ବିବାଦରେ ଜିତାପଟ ନେବେ । ସାହିତ୍ୟ,କଳା,ସଂସ୍କୃତି, ସଂଗୀତ କ୍ଷେତ୍ରରେ ସଫଳତା ପାଇବେ । ବାଣିଜ୍ୟ ବ୍ୟବସାୟରେ ଉନ୍ନତି ହେବ ।ଶୁଭ ରଙ୍ଗ ବାଦାମୀ । ଶୁଭ ଅଙ୍କ ୪ ।

କର୍କଟ– ନୀଚ ସଂସର୍ଗରୁ ଦୂରେଇ ରହନ୍ତୁ, ଅନ୍ୟଥା ସମାଲୋଚିତ ହେବାକୁ ପଡିବ । ନୂତନ ଯୋଜନା ପ୍ରସ୍ତୁତ କରିବେ ।ବ୍ୟବସାୟରେ ଉନ୍ନତି ହେବ । ବିବାଦରେ ବିଜୟୀ ହେବେ । ଆର୍ଥିକ କ୍ଷେତ୍ରରେ ଉନ୍ନତି । ନିର୍ଦ୍ଦିଷ୍ଟ ଦିଗରୁ ଧନ ପ୍ରାପ୍ତି ହେବ । ଜୀବନବୀମାରେ ଆଗେଇ ଯିବେ । ଶୁଭ ରଙ୍ଗ କ୍ରୀମ । ଶୁଭ ଅଙ୍କ ୮ ।

ସିଂହ – କର୍ମକ୍ଷେତ୍ରରେ ମନ୍ଥର ଗତି ଦେଖା ଦେଇପାରେ । କିନ୍ତୁ କୌଣସି କାମ ଅଟକିବ ନାହିଁ । କର୍ମକ୍ଷେତ୍ରରେ ଅଗ୍ରଗତି କରିବେ । ବ୍ୟବସାୟରେ ଉନ୍ନତି ହେବ । ପ୍ରଶାସନ,ଶିକ୍ଷା, ଶିଳ୍ପ,ପରିବହନ କ୍ଷେତ୍ରରେ ସଫଳତା ପାଇବେ । ପଡୋଶୀମାନଙ୍କ ସମ୍ପର୍କ ଭଲ ରହିବ । ଶୁଭ ରଙ୍ଗ ସବୁଜ । ଶୁଭ ଅଙ୍କ ୨ ।

ନ୍ୟା – ବ୍ୟବସାୟ କ୍ଷେତ୍ରରେ କ୍ରମଶଃ ସ୍ଥିରତା ଫେରିପାଇବେ । ବହୁତ ଦିନରୁ ଥିବା କର୍ମ ଯୋଜନାରେ ସଫଳତା ପାଇବେ । ବ୍ୟବସାୟରେ ଉନ୍ନତି ହେବ । କେତେକ ସମସ୍ୟା ଜାତ ହେବ ସେସବୁକୁ ସମାଧାନ କରିପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୭ ।

ତୁଳା– କୌଣସି ନୀଚ ଜାତିର ବ୍ୟକ୍ତିଙ୍କ ସହାୟତାରୁ ଉପକୃତ ହେବେ ।ଉଜ୍ଜ୍ୱଳ ଭବିଷ୍ୟତ କାମନା କରିବେ । ବ୍ୟବସାୟରେ ଉନ୍ନତି । ବିବାଦରେ ଜିତାପଟ ନେବେ । କର୍ମକ୍ଷେତ୍ରରେ ସଫଳତା । ସହଯୋଗୀମାନେ ସହଯୋଗ କରିବେ । ନୂତନ ଯାଗାବାଡି ମିଳିବ । ଶୁଭ ରଙ୍ଗ ଗୋଲାପି । ଶୁଭ ଅଙ୍କ ୩ ।

ବିଛା – ରାଜନୈତିକ ଚାପର ସମ୍ମୁଖୀନ ହୋଇପାରନ୍ତି । ବ୍ୟବସାୟରେ ଉନ୍ନତି ଆଶଙ୍କା । କର୍ମକ୍ଷେତ୍ରରେ ସଫଳତା । ବ୍ୟବସାୟରେ ଉନ୍ନତି । ସାହିତ୍ୟ,କଳା, ସଂସ୍କୃତି, ବିଜ୍ଞାନ କ୍ଷେତ୍ରରେ ସଫଳତା । ପାରିବାରିକ କ୍ଷେତ୍ରରେ ଉନ୍ନତି ହେବ । ମହିଳାମାନେ ଘର କାମରେ ସଫଳତା ପାଇବେ । ଶୁଭ ରଙ୍ଗ କ୍ରୀମ । ଶୁଭ ଅଙ୍କ ୬ ।

ଧନୁ – ଆଜି ସକାଳୁ ବନ୍ଧୁଙ୍କ ନିକଟରୁ ଶୁଭ ଖବର ପାଇ ମନ ଖୁସି ହୋଇଯିବ । ଉଦ୍‌ଯୋଗ ବଳରେ ର୍କର୍ମ ସିଦ୍ଧି ହେବ । ବ୍ୟବସାୟରେ ସଫଳତା ପାଇବେ । ପାରିବାରିକ କ୍ଷେତ୍ରରେ ଉନ୍ନତି । ନୂତନ କାର୍ଯ୍ୟଭରା ଗ୍ରହଣ କରିବେ । ଆର୍ôଥକ ସ୍ଥିତି ବଳବାନ ହେବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୪ ।

ମକର – ପାରିବାରିକ କ୍ଷେତ୍ରରେ ମାନସିକ ଦ୍ୱନ୍ଦ୍ୱ କୌଣସି କାର୍ଯ୍ୟରେ ପ୍ରତିବନ୍ଧକ ସୃଷ୍ଟି କରିପାରେ । ଯାନ୍ତ୍ରିକ କ୍ଷେତ୍ରରେ ଅଗ୍ରଗତି କରିବେ । କମ୍ପ୍ୟୁଟର,ଇଣ୍ଟରନେଟ କ୍ଷେତ୍ରରେ ଲାଭବାନ୍ ହେବେ । ନୂତନ କାର୍ଯ୍ୟରେ ଅଗ୍ରଗତି କରିବେ । ଘରୋଇ କାମରେ ଅଗ୍ରଗତି କରିବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୮ ।

କୁମ୍ଭ – ଯୋଜନାକୁ କାର୍ଯ୍ୟକାରୀ କରିବା ସକାଶେ ପରିବାରରୁ ପୂର୍ଣ୍ଣ ସମର୍ଥନ ପାଇବେ ନାହିଁ ।କର୍ମକ୍ଷେତ୍ରରେ ସଫଳତା ପାଇବେ । ବ୍ୟବସାୟରେ ଉନ୍ନତି ହେବ । ଆର୍ôଥକ କ୍ଷେତ୍ରରେ ଉନ୍ନତି ହେବ । ନୂତନ ଯାଗାବାଡି ଲାଭ ହେବ । ଆଇନ ଅଦାଲତରେ ସଫଳତା ପାଇବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୧ ।

ମୀନ – ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବାର ସମ୍ଭାବନା ରହିଛି । ଉଦ୍‌ଯୋଗୀ ହେବେ । ବାଣିଜ୍ୟ ବ୍ୟବସାୟରେ ଉନ୍ନତି ହେବ । ପାରିବାରିକ କ୍ଷେତ୍ରରେ ସଫଳତା ପାଇବେ । ବନ୍ଧୁ ମିଳନ ହେବ । ଜ୍ଞାନ,ଗବେଷଣାରେ ଉନ୍ନତି ହେବ । ମହିଳାମାନେ ଘର କାମରେ ସଫଳତା ପାଇବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ ।