ପ୍ରମୂଖ ଖବର
  • ଉଛୁଳା ମହାନଦୀକୁ ଡେଇଁ ପଡ଼ିଲେ ଛାତ୍ରୀ, ସର୍ଚ୍ଚ ଅପରେସନ ଜାରି
  • ||
  • ପୁରୀ-କୋଣାର୍କ ଭିଷ୍ଟାଡମ୍ ଟ୍ରେନ୍ ପାଇଁ ବିଜ୍ଞପ୍ତି ପ୍ରକାଶ, ୩୨କିଲୋମିଟର ପାଇଁ ଖର୍ଚ୍ଚ ହେବ ୪୯୨ କୋଟି
  • ||
  • ପାଟଣା : ତେଲ ନଦୀ ପୋଲ ଉପରେ ୪ ଫୁଟର ବନ୍ୟାଜଳ ପ୍ରବାହିତ, ଯୋଗାଯୋଗ ବିଚ୍ଛିନ୍ନ
  • ||
  • ଜଳେଶ୍ୱର: ଲଘୁଚାପ ବର୍ଷା ଯୋଗୁଁ ଫୁଲୁଛି ସୁବର୍ଣ୍ଣରେଖା, ବିପଦ ସଂକେତ ଉପରେ ଜଳସ୍ତର
  • ||
  • ନୂଆପଡ଼ାରେ ବାଘ ଆତଙ୍କ, ଛେଳିକୁ ମାରି ଖାଇଦେଲା କଳରାପତରିଆ ବାଘ
  • ||

ଗଣେଶ ପୂଜାରେ ଦୁର୍ଲ୍ଲଭ ଯୋଗ; ଏହି ୫ ରାଶିଙ୍କ ବଦଳିବ ଭାଗ୍ୟ...

Published By : Harapriya Sethi | August 24, 2025 6:50 AM

ଚଳିତ ବର୍ଷ ଗଣେଶ ଚତୁର୍ଥୀ ପର୍ବ ୨୭ ଅଗଷ୍ଟରେ ପାଳନ କରାଯିବ । ଏହି ଦିନ ଭଗବାନ ଗଣେଶଙ୍କୁ ପୂଜାର୍ଚ୍ଚନା ସହ ବେଶ ଧୂମଧାମରେ ପ୍ରଭୁଙ୍କ ପୂଜା ଉତ୍ସବ ପାଳନ କରାଯାଏ । ଜ୍ୟୋତିର୍ବିଦ୍‌ଙ୍କ ମତାନୁସାରେ ଏହି ଦିନ ଗଣେଶ ଚତୁର୍ଥୀ ପର୍ବ ଖୁବ୍‌ ଖାସ୍‌ ହେବାକୁ ଯାଉଛି । ଚଳିତ ବର୍ଷ ସର୍ବାର୍ଥ ସିଦ୍ଧି ଯୋଗ, ରବି ଯୋଗ, ବ୍ରହ୍ମ ଯୋଗ, ଇନ୍ଦ୍ର ଯୋଗ, ପୁଷ୍କର ଯୋଗ ଓ ପ୍ରୀତି ଯୋଗ ହେବାକୁ ଯାଉଛି । ଏହା ବ୍ୟତୀତ ଏହି ସମୟରେ ବୁଧ ମଧ୍ୟ ସିଂହ ରାଶିରେ ଚଳନ କରିବେ । ଏହି ବିଶେଷ ସଂଯୋଗ ଫଳରେ କିଛି ରାଶି ବ୍ୟକ୍ତି ବିଶେଷଙ୍କ ଭାଗ୍ୟ ସୁନା ଭଳି ଚମକିବ । ଧନ ଠାରୁ ଆରମ୍ଭ କରି ସମସ୍ତ କାର୍ଯ୍ୟରେ ସଫଳତା ମିଳିବ ।

ମେଷ- ଅଟକି ଥିବା କାମ ପୂରଣ ହେବ । ଦାମ୍ପତ୍ୟ ଜୀବନ ଓ ପ୍ରେମ କ୍ଷେତ୍ରରେ ସଫଳତା ମିଳିବ । ବ୍ୟବସାୟରେ ମଧ୍ୟ ସଫଳତା ହାସଲ କରିବେ । ଆର୍ଥିକ ସ୍ଥିତି ମଜଭୁତ ହେବ । ମନୋମାଳିନ୍ୟ ଦୂର ହେବ ।

ସିଂହ- ଧନ ଲାଭର ଯୋଗ ରହିଛି । ବିଦେଶ ଯାତ୍ରାର ଯୋଗ ରହିଛି । ଚାକିରି କ୍ଷେତ୍ରରେ ନୂଆ ନୂଆ ସୁଯୋଗ ମିଳିବ । ଆର୍ଥିକ ସ୍ଥିତି ମଜଭୁତ ରହିବ ।

ତୁଳା- ଆର୍ଥିକ ସ୍ଥିତି ମଜଭୁତ ହେବ । ସ୍ୱାସ୍ଥ୍ୟ ଉତ୍ତମ ରହିବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ବ୍ୟବସାୟରେ ଲାଭ ମିଳିବ । କର୍ମକ୍ଷେତ୍ରରେ ଉନ୍ନତି ହେବ । ଭାଗ୍ୟର ସାଥ୍‌ ମିଳିବ । ଅତ୍ୟନ୍ତ ଶୁଭଫଳ ମିଳିବ । ବ୍ୟବସାୟରେ ବଡ ଲାଭ ମିଳିବ ।

କୁମ୍ଭ- ଆୟରେ ବୃଦ୍ଧି ହେବ । ବିଦେଶ ଯାତ୍ରାର ଯୋଗ ରହିଛି । ସମସ୍ତ କାର୍ଯ୍ୟରେ ସଫଳତା ମିଳିବ । ଖର୍ଚ୍ଚରେ ନିୟନ୍ତ୍ରଣ ରଖନ୍ତୁ । ଧନ ଲାଭର ଯୋଗ ରହିଛି । ମାନ-ସମ୍ମାନ ବୃଦ୍ଧି ହେବ । ସଫଳତା ମିଳିବାର ନୂଆ ରାସ୍ତା ଖୋଲିବ ।

ମୀନ- ଭାଗ୍ୟର ସାଥ୍‌ ମିଳିବ । ପରିଶ୍ରମର ଫଳ ମିଳିବ । ବ୍ୟବସାୟରେ ବଡ ଲାଭ ହେବ । କର୍ମକ୍ଷେତ୍ରରେ ସଫଳତା ହାସଲ କରିବେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.