ଭୁବନେଶ୍ଵର, ୩୧/୧୦ : ରାଜଧାନୀରେ ଲଜ୍ଜା। ନାବାଳିକାଙ୍କୁ ଗଣଦୁଷ୍କର୍ମ ଅଭିଯୋଗ। ଚନ୍ଦ୍ରଶେଖରପୁରରେ ଏଭଳି ଅଭାବନୀୟ ଘଟଣା ଘଟିଛି। ନାବାଳିକାଙ୍କ ପରିବାର ନୟାପଲ୍ଲୀ ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ ଆଧାରରେ ପୋଲିସ ୫ ଜଣଙ୍କୁ ଗିରଫ କରିଛି। ସମସ୍ତ ଅଭିଯୁକ୍ତ ଚନ୍ଦ୍ରଶେଖରପୁର ଓ ନୟାପଲ୍ଲୀ ଅଞ୍ଚଳର ବୋଲି ସୂଚନା ମିଳିଛି। ଘଟଣାଟି ୧୦ ଦିନ ତଳର ବୋଲି ଜଣାପଡ଼ିଛି।

ଶରଦ ପାୱାରଙ୍କ ଦଳରେ ହଲଚଲ୍, ଅଧକ୍ଷ ପଦ ଛାଡ଼ିଲେ ଜୟନ...