ପ୍ରମୂଖ ଖବର
  • ଆମେରିକାର ପୂର୍ବତନ ଏନଏସ୍ଏଙ୍କ ଘରେ ଚଢ଼ାଉ କଲା ଏଫବିଆଇ
  • ||
  • ଶ୍ରୀଲଙ୍କାର ପୂର୍ବତନ ରାଷ୍ଟ୍ରପତି ରାନିଲ ବିକ୍ରମାସିଂଘେ ଗିରଫ
  • ||
  • କଟକ : ବଡ଼ମ୍ବା ପୁଲିସର ସଫଳତା, ଦୁର୍ଦ୍ଦାନ୍ତ ଅପରାଧୀ ପପୁ ଚୌଧୁରୀ ଗିରଫ
  • ||
  • ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ବଡ଼ ଘୋଷଣା : ଏଣିକି ସରକାରୀ ବସ୍‌ରେ ଫ୍ରିରେ ଯାତାୟାତ କରିବେ ପ୍ରଥମରୁ ପ୍ଲସ୍ ଟୁ
  • ||
  • ବୁଲା କୁକୁର ପ୍ରସଙ୍ଗ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ, ସେଲ୍ଟର ହୋମ୍‌ ନୁହେଁ ବନ୍ଧ୍ୟାକରଣ ହିଁ ସମାଧାନ
  • ||
  • କଟକ : ଚନ୍ଦକାରୁ ଆଠଗଡ଼ ରେଞ୍ଜ; ଭରା ମହାନଦୀ ପାର୍ ହେଲେ ୨୨ଟିକିଆ ହାତୀପଲ
  • ||
  • ଦିଗପହଣ୍ଡି : ଝରଣାରେ ଗାଧୋଇବା ବେଳେ ପାହାଡ଼ ଉପରୁ ଖସି ଆସିଲା ପଥର, ଚାପି ହୋଇ ଷଷ୍ଠ ଶ୍ରେଣୀ ଛାତ୍ର ମୃତ
  • ||
  • ଚୌଦ୍ୱାର: କଟକ CDMOର ସିନିୟର୍ ଆସିଷ୍ଟାଣ୍ଟଙ୍କ ଘରେ ଭିଜିଲାନ୍ସ ଚଢାଉ, ଏକକାଳନୀନ ୫ଟି ସ୍ଥାନରେ ଚାଲିଛି ରେଡ୍
  • ||
  • ମହିଳା ଏସିଆ କପ୍‌ ହକି: ଭାରତୀୟ ଦଳ ଘୋଷଣା, ସଲିମା ଟେଟେ ନେବେ ନେତୃତ୍ୱ, ଓଡ଼ିଶାରୁ ସୁନେଲିତା
  • ||
  • ଆମେରିକାରେ ଭୂକମ୍ପର ଜୋରଦାର ଝଟକା, ରିକ୍ଟର ସ୍କେଲରେ ତୀବ୍ରତା ୮.୦ ରେକର୍ଡ
  • ||
  • ବୁଲା କୁକୁର ଉପରେ ଆଜି ସୁପ୍ରିମ୍‌ ଶୁଣାଣି, ସ୍ଥଗିତାଦେଶ ଆବେଦନ ଉପରେ ଶୁଣାଣି କରିବେ ଖଣ୍ଡପୀଠ
  • ||
  • ଆସନ୍ତାରେ ୩୧ ହେବାକୁ ଥିବା ସ୍ପେସାଲ୍‌ ଓଟିଇଟି ପୁଣି ସ୍ଥଗିତ, ଆଶଙ୍କାରେ ୭୫ ହଜାର ଇନ୍‌ସର୍ଭିସ୍‌ ଶିକ୍ଷକ
  • ||
  • ହିନ୍ଦୋଳ : ମଦ୍ୟପ ଯୁବକଙ୍କ ଉନ୍ମତ୍ତ କାଣ୍ଡ, ବୃଦ୍ଧ ବଡ଼ବାପାକୁ ଗାଁ ଦାଣ୍ଡରେ ଘୋଷାଡ଼ି ବାଡ଼େଇଲା ପୁତୁରା
  • ||
  • ଅନୁଗୁଳ କାରାଗାରର ବିଚାରାଧୀନ କଏଦୀଙ୍କ ମୃତ୍ୟୁ
  • ||
  • ଆସୁଛି ଆଉ ଦୁଇଟି ଲଘୁଚାପ: ଆସନ୍ତା ୨୬ ଯାଏ ବିସ୍ତୃତ ଅଞ୍ଚଳରେ ବର୍ଷା ସମ୍ଭାବନା, ଆଜି ୫ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ
  • ||

ଭ୍ୟାନ୍‌ରୁ କୋଟିଏ ଟଙ୍କାର ଗଞ୍ଜେଇ ଜବତ; ଜଣେ ଗିରଫ

Published By : Rasmita Pradhan | August 21, 2025 1:51 PM

ଖୋର୍ଦ୍ଧା, ୨୧/୦୮: ଭ୍ୟାନ୍‌ରୁ କୋଟିଏ ଟଙ୍କାର ଗଞ୍ଜେଇ ଜବତ । ଚୋରା ଚାଲାଣ ବେଳେ ମାଡ଼ି ବସିଲା ଅବକାରୀ ବିଭାଗ। ଜଣେ ଅଭିଯୁକ୍ତ ଗିରଫ। ୧୬ନଂ ଜାତୀୟ ରାଜପଥ ଚଣ୍ଡେଶ୍ଵର ନିକଟରୁ ପିକଅପ୍ ଭ୍ୟାନ୍‌ଟି ଧରା ପଡ଼ିଛି । ଗାଡ଼ି ଭିତରୁ ୧୦ କ୍ଵିଣ୍ଟାଲ୍ ୫୦ କିଲୋର ଗଞ୍ଜେଇ ଜବତ କରାଯାଇଛି। 

ସୂଚନାନୁଯାୟୀ, ଗଜପତିରୁ ପୁରୀ ଅଭିମୁଖେ ଏକ ଗଞ୍ଜେଇ ଭର୍ତ୍ତି ପିକଅପ୍ ଭ୍ୟାନ୍ ଯାଉଥିଲା। ଏନେଇ ଖବର ପାଇବା ପରେ ଅବକାରୀ ବିଭାଗ ଚଢାଉ କରି ୧୬ନଂ ଜାତୀୟ ରାଜପଥ ଚଣ୍ଡେଶ୍ଵର ନିକଟରୁ ପିକଅପ୍ ଭ୍ୟାନ୍‌କୁ ଅଟକାଇଥିଲା । ଗାଡିକୁ ଯାଞ୍ଚ ବେଳେ ସେଥିରୁ ୧୦ କ୍ଵିଣ୍ଟାଲ୍ ୫୦ କିଲୋ ଓଜନର ଗଞ୍ଜେଇ ଜବତ ହୋଇଛି । ଏହାର ଆନୁମାନିକ ମୂଲ୍ୟ ୧ କୋଟିରୁ ଅଧିକ ହେବ ବୋଲି ସୂଚନା ମିଳିଛି । ଗଞ୍ଜେଇ ଚୋରା ଚଲାଣ ଅଭିଯୋଗରେ ପୁଲିସ ଜଣେ ଅଭିଯୁକ୍ତକୁ ଗିରଫ କରି ତଦନ୍ତ ଚଳାଇଛି । ଗିରଫ ହୋଇଥିବା ଅଭିଯୁକ୍ତ ଜଣଙ୍କ ଖୋର୍ଦ୍ଧା ଗୁଡୁମୁ ଗ୍ରାମର ପ୍ରିୟ ରଂଜନ ପଣ୍ଡା ବୋଲି ଜଣାପଡ଼ିଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.