ପ୍ରମୂଖ ଖବର
  • କାମାକ୍ଷାନଗର : ବାଇକ ଉପରେ ମାଡିଗଲା ବସ , ୩ ମୃତ
  • ||
  • ୭୮ ବାଂଲାଦେଶୀଙ୍କୁ ଧରିଲା କୋଷ୍ଟଗାର୍ଡ, ୨ଟି ବୋଟ୍ ଜବତ
  • ||
  • ମାଲକାନଗିରି- ଆନ୍ଧ୍ର ସୀମାନ୍ତରେ ଲାଲ୍‌ବାହିନୀଙ୍କ ଲଙ୍କାକାଣ୍ଡ, ଯାତ୍ରୀବାହୀ କାର୍‌କୁ ଜାଳିଦେଲେ
  • ||
  • ବଲାଙ୍ଗୀର: ରେଳଧାରଣାରୁ ଯୁବକଙ୍କ ଖଣ୍ଡ ବିଖଣ୍ଡିତ ମୃତଦେହ ଉଦ୍ଧାର, ହତ୍ୟା ପରେ ଆତ୍ମହତ୍ୟାର ରୂପ ଦେଇଥିବା ସନ୍ଦେହ
  • ||
  • ବାଙ୍ଗିରିପୋଷି: ମର୍ଣିଂ ୱାକ କରୁଥିବା ବେଳେ ଦୁର୍ଘଟଣା, ଅଜଣା ଗାଡ଼ି ଧକ୍କାରେ ଶିକ୍ଷୟତ୍ରୀ ମୃତ
  • ||
  • କର୍ଣ୍ଣାଟକ ପୂର୍ବତନ ମୁଖ୍ୟମନ୍ତ୍ରୀ ଏସ୍.ଏମ୍ କ୍ରିଷ୍ଣାଙ୍କ ଦେହାନ୍ତ, ବିଳମ୍ବିତ ରାତିରେ ୯୨ ବର୍ଷରେ କଲେ ଶେଷ ନିଶ୍ବାସ ତ୍ୟାଗ
  • ||
  • ଶ୍ରୀମନ୍ଦିର ଛତିଶା ନିଯୋଗ ବୈଠକ, ରତ୍ନଭଣ୍ଡାର ମରାମତି, ଗଣତିମଣତି ଏବଂ ପହିଲି ଭୋଗ ନୀତି ନିର୍ଘଣ୍ଟ ହେବ
  • ||
  • କୁର୍ଲାରେ ଭୟଙ୍କର ସଡକ ଦୁର୍ଘଟଣା, ବ୍ରେକ ଫେଲ ହୋଇ ୩୦ ଗାଡି ଉପରେ ମାଡିଗଲା ବସ୍ ୪ ମୃତ, ୨୬ ଆହତ
  • ||
  • କାଲୁଆ କଲା କୋହଲା ପାଗ; ରାଜଧାନୀ ସମେତ ଅଧିକାଂଶ ସ୍ଥାନରେ ବର୍ଷା, ଆସନ୍ତା ୫ ଦିନ କୋହଲା ରହିବ ପାଗ
  • ||

ନୀଳ ଜହର ଅଭିଯାନ, କଟାଗଲା ୩୫ ଲକ୍ଷ ଟଙ୍କାର ଗଞ୍ଜେଇ ଗଛ

Published By : Prameya | November 6, 2024 11:06 PM

ଫିରିଙ୍ଗିଆ,୬।୧୧  କନ୍ଧମାଳ ଜିଲ୍ଲାରେ ଆରମ୍ଭ ହୋଇଛି ଅପରେସନ ନୀଳ ଜହର ବା ଗଞ୍ଜେଇ ଗଛ କଟା ଅଭିଯାନ I ବୁଧବାର ଫିରିଙ୍ଗିଆ ଥାନା ଅଧିକାରୀ ଗୋପୀନାଥ ପ୍ରଧାନ ଙ୍କ ନିର୍ଦେଶ କ୍ରମେ ଥାନା ଅଧୀନରେ ଥିବା କୁ ଲି ଆକୁଟି, ଶିମିଳି ସାହି, ଟୁଣୁରସାହି ଓ ଗୋପିପଦର ଗାଁ ଗୁଡିକର ନିକଟ ବର୍ତ୍ତି ପ୍ରାୟ ଏକାବନ ଏକର ଜଙ୍ଗଲ ଜମି ମାନଙ୍କରେ ବେଆଇଆନ ଭାବରେ ଚାଷ ହୋଇଥିବା ଗଞ୍ଜେଇ ଗଛ ଗୁଡିକୁ କାଟିଦେବା ସହ ଜାଳିପୋଡି ନଷ୍ଟ କରିଦିଆଯାଇଛି I 

ଏହି ଅଭିଯାନରେ ଏସଆଇ ପ୍ରମୋଦ କୁମାର ବେହେରା ଙ୍କ ସହ ଥାନାରେ କାର୍ଯ୍ୟରତ ସମସ୍ତ ହୋମ ଗାର୍ଡ ଓ ପ୍ରାୟ କୋଡିଏ ଜଣ ଶ୍ରମିକ ନିୟୋଜିତ ହୋଇଥିଲେ।  ବେଳେ ସୁରକ୍ଷା ଦୃଷ୍ଟିକୁ ଆଖିଆଗରେ ରଖି ଦୁଇ ପ୍ଲାଟୁନ ପୋଲିସ ଫୋର୍ସ ମଧ୍ୟ୍ୟ ମୁତୟନ କରାଯାଇଥିବା ଥାନା ଅଧିକାରୀ ଗୋପୀନାଥ ପ୍ରଧାନ ସୂଚନା ଦେଇଛନ୍ତି I

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.