ପ୍ରମୂଖ ଖବର
  • ଭାପୁର : ବ୍ରିଜ ନିର୍ମାଣ ବେଳେ ବିଦ୍ୟୁତ୍ ଆଘାତରେ ଜଣେ ଶ୍ରମିକ ମୃତ, ଜଣେ ଆହତ
  • ||
  • ନାବାଳିକା ଦୁଷ୍କର୍ମୀକୁ ୨୦ ବର୍ଷ ଜେଲଦଣ୍ଡ, ଲକ୍ଷେ ୫ ହଜାର ଟଙ୍କାର ଜରିମାନା
  • ||
  • ଛତ୍ରପୁର : ହୁମା ନିକଟ ଜାତୀୟ ରାଜପଥ ଉପରେ ଲୁଟ୍‌ ଉଦ୍ୟମ, କାର୍‌ ଉପରକୁ ୮ରାଉଣ୍ଡ ଗୁଳିମାଡ଼ କଲେ ଦୁର୍ବୃତ୍ତ
  • ||
  • ଆଇଏସ୍‌ଏଲ୍‌ ୨୦୨୪: ସନ୍ଧ୍ୟାରେ କଳିଙ୍ଗ ଷ୍ଟାଡିୟମରେ ମୁମ୍ବାଇ ସିଟିକୁ ଭେଟିବ ଓଡ଼ିଶା ଏଫ୍‌ସି
  • ||
  • ରାଉରକେଲା ରେଳ ଷ୍ଟେସନରୁ ୫୮କେଜି ରୂପା ଜବତ, ଜିଏସ୍‌ଟି ବିଭାଗକୁ ହସ୍ତାନ୍ତର କଲା ଜିଆରପି
  • ||
  • ଟାଙ୍ଗୀ : ନିମ୍ୱ ଗଛରୁ ବୋହୁଛି କ୍ଷୀର, ଗଛକୁ ପୂଜା କରୁଛନ୍ତି ଲୋକେ
  • ||
  • ହାଇଦ୍ରାବାଦରେ ଅଲ୍ଲୁଅର୍ଜୁନଙ୍କ ପୁଷ୍ପା-୨ ପ୍ରିମିୟର ଶୋରେ ଦଳାଚକଟା, ମହିଳା ମୃତ,ଏକାଧିକ ଆହତ
  • ||
  • ମନି ଲଣ୍ଡରିଂ ମାମଲାରେ ଆଇଏସ ସଂଞ୍ଜୀବ ହଂସଙ୍କ ବଢିଲା ଅଡୁଆ, ୧୩ ସ୍ଥାନରେ ରେଡ଼୍
  • ||
  • ଶିମିଳିପାଳରେ ଶିକାରୀଙ୍କୁ ଧରିଲା ଏଆଇ କ୍ୟାମେରା, ୩ ଅଭିଯୁକ୍ତ ଗିରଫ
  • ||
  • ଓୟୁଏଟି ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ ମହାମହିମ, ସନ୍ଧ୍ୟାରେ ଜୁଡିସିଆଲ କମ୍ପେ୍ଲକ୍ସର କରିବେ ଉଦ୍‌ଘାଟନ
  • ||
  • ମହାରାଷ୍ଟ୍ର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଦେବେନ୍ଦ୍ର ଫଡ୍‌ନବିସ୍‌ଙ୍କ ଶପଥ ଉତ୍ସବରେ ହେବେ ସାମିଲ
  • ||
  • ଭଦ୍ରକ : ବେକରେ ଛୁରୀ ଲଗାଇ ଲୁଟ୍‌ କଲେ ୬ ଦୁର୍ବୃତ୍ତ, ପରିବାରର ୪ ସଦସ୍ୟ ଆହତ
  • ||
  • ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଦେବେନ୍ଦ୍ର ଫଡ଼ନବିସ; ଅଜିତ, ସିନ୍ଦେ ଉପ ମୁଖ୍ୟମନ୍ତ୍ରୀ
  • ||
  • ଶନିବାରଠାରୁ ରାଜ୍ୟରେ ବଢ଼ିବ ଶୀତର ପ୍ରକୋପ, ୨ରୁ ୪ ଡିଗ୍ରୀ କମିବ ତାପମାତ୍ରା
  • ||
  • ଭଦ୍ରକ : କାର୍‌ରୁ ୯ ଗୋରୁ ଉଦ୍ଧାର, ୨ ଗିରଫ
  • ||

ଅଟୋ ସହ ଗଞ୍ଜେଇ ଜବତ, ୩ ଗିରଫ

ଭାପୁର, ୧୯।୧୧ (ଆପ୍ର): ଭାପୁର ଠାରୁ କଳାପଥର ବାଇପାସ୍ ରାସ୍ତା ନିକଟରେ ଏକ ଅଟୋରୁ  ଫତେଗଡ ପୋଲିସ ଗଞ୍ଜେଇ ଜବତ କରିବା ସହ ୩ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଫତେଗଡ ଥାନା ଅନ୍ତର୍ଗତ ବାହାଡା ଗ୍ରାମର  ଧନୁ ଦଳେଇ , ମନୋଜ କୁମାର ନାୟକ ଓ କୁସୁମତୀ ଗ୍ରାମର ସତ୍ୟନାରାୟଣ ସାହୁ।‌ 

ଭାପୁର ବିଟ୍ ହାଉସ ଅଧିକାରୀ ସଞ୍ଜୟ କୁମାର ପରିଡ଼ା, ଏଏସଆଇ ଭାବଗ୍ରାହୀ ମଲ୍ଲିକ ଓ ପୋଲିସ କର୍ମଚାରୀ ପେଟ୍ରୋଲ° କରୁଥିବା ବେଳେ ବାହାଡା ନିକଟରେ ଏକ ଅଟୋ ଗାଡି ଦ୍ରୃତଗତିରେ ଯାଉଥିବା ଦେଖିବାକୁ ପାଇଥିଲେ। ଗାଡ଼ି ଉପରେ ସନ୍ଦେହ ହେବାରୁ ପିଛାକରି ଭାପୁର ଠାରୁ କଳାପଥର ବାଇପାସ୍ ରାସ୍ତା ନିକଟରେ ଅଟକ ରଖି ତନଖି ବେଳେ ଗାଡ଼ି ଭିତରେ ଗଞ୍ଜେଇ ଥିବା ଜଣାପଡିଥିଲା। ଅଟୋ ଭିତରୁ ୧୭ କେଜି ୭ଶହ ଗ୍ରାମ ଗଞ୍ଜେଇ ସହ ଅଟୋ ଗାଡ଼ି, ତିନିଗୋଟି ମୋବାଇଲ ଓ ୧୬ ଶହ ଟଙ୍କା ଜବତ କରିଥିଲେ। ମାଜିଷ୍ଟ୍ରେଟ ତହସିଲଦାର ଅର୍ଜୁନ କୁମାର ପ୍ରଧାନଙ୍କ ଉପସ୍ଥିତରେ ଗଞ୍ଜେଇ ଓଜନ ହୋଇଥିଲା। ଏହି ଘଟଣାରେ ଫତେଗଡ ଥାନାଧିକାରୀ ପଞ୍ଚାନନ ପରିଡ଼ା କେସ ନଂ ୨୯୨ /୨୪ ମାମଲା ରୁଜୁ କରି ଧନୁ, ମନୋଜ ଓ ସତ୍ୟନାରାୟଣଙ୍କୁ କୋର୍ଟ ଚାଲାଣ କରିଥିବା ସୂଚନା ମିଳିଛି। କିଛି ଦିନ ତଳେ ଫତେଗଡ ପୋଲିସ ମାଧପୁର ଛକରୁ କାର ଗାଡି ସହିତ ଛଅ କିଲୋ ଗଞ୍ଜେଇ ଜବତ କରିବା ସହ ଦୁଇଜଣ ଯୁବକଙ୍କୁ ଗିରଫ  କରିଥିଲେ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.