ପ୍ରମୂଖ ଖବର
  • ଆଣ୍ଡାମାନ ଛୁଇଁଲା ମୌସୁମୀ ବାୟୁ, ଅଗ୍ରସର ହେବାକୁ ପାଗ ଅନୁକୂଳ
  • ||
  • ଆକର୍ଷଣୀୟ ହେବ ସମ୍ବଲପୁର ଶୀତଳଷଷ୍ଠୀ ଯାତ୍ରା, ରାଜସ୍ବ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ
  • ||
  • ସାଉଥ୍‌ ବ୍ଲକ୍‌ରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ସମୀକ୍ଷା ବୈଠକ, CDS, ସେନା ମୁଖ୍ୟଙ୍କ ସହ ନୌସେନା ମୁଖ୍ୟ ମଧ୍ୟ ଉପସ୍ଥିତ
  • ||
  • ପ୍ରକାଶ ପାଇଲା ସିବିଏସ୍‌ସି ଯୁକ୍ତ ଦୁଇ ପରୀକ୍ଷା ଫଳ; ୮୮. ୩୯% ପାସ୍‌ହାର, ଝିଅଙ୍କୁ ଟପିଲେ ପୁଅ
  • ||
  • ନୂଆପଡ଼ା ଜିଲ୍ଲା ପଣ୍ଡରିପାଣି ଗାଁରେ ବାଘ ଆତଙ୍କ, ଗୁହାଲରେ ପଶି ଗାଈକୁ ଶିକାର କଲା
  • ||
  • ଜମ୍ମୁକାମୀର ସୋପିଆନରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ, ଏନ୍‌କାଉଣ୍ଟରରେ ଜଣେ ଆତଙ୍କୀ ନିହତ
  • ||
  • ପିପିଲିରେ ନାବାଳିକା ଦୁଷ୍କର୍ମ ଅଭିଯୋଗ, ଥାନାରେ ଫେରିବାଲା ଅଟକ
  • ||
  • ରାଜଧାନୀ ଭୁବନେଶ୍ବରରେ ‘ଆମ ବସ୍‌’ ସେବା ଠପ୍‌,ବିନା କାରଣରେ ଡ୍ରାଇଭର୍‌ ଓ କଣ୍ଡକ୍ଟର୍‌ଙ୍କୁ ମାଡ଼ ଅଭିଯୋଗରେ ଆନ୍ଦୋଳନ
  • ||
  • ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲା, ଆଜି ଶେଷ ପର୍ଯ୍ୟାୟ ଶୁଣାଣି
  • ||
  • ରାୟାଗଡ଼ ଲୁଟେରାଙ୍କ ଆତଙ୍କ, ଘରେ ପଶି ଦମ୍ପତିଙ୍କୁ ଆକ୍ରମଣ କରି ଲୁଟ କଲେ ସୁନା ଓ ରୁପା ଅଳଙ୍କାର
  • ||
  • ଇଣ୍ଡିଗୋ ପରେ ୮ଟି ସହରକୁ ଉଡ଼ାଣ ବାତିଲ କଲା ଏୟାର ଇଣ୍ଡିଆ
  • ||
  • ରାଜଧାନୀରେ ଆତଙ୍କ। ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ୮ ଦୁ‍ର୍ବୃତ୍ତ
  • ||
  • ମଙ୍ଗଳବାର ବାହାରିବ ସିବିଏସ୍‌ଇ ରେଜଲ୍ଟ ,ପୂର୍ବାହ୍ନରେ ଦଶମ ଶ୍ରେଣୀ ଓ ଅପରାହ୍ନରେ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ
  • ||
  • ରାଜ୍ୟରେ ପ୍ରଚଣ୍ଡ ତାତି, ୧୬ ଯାଏ ଭୀଷଣ ଗରମ ଓ ଗୁଳୁଗୁଳି; ଆଜି ଆଣ୍ଡାମାନ ଛୁଇଁପାରେ ମୌସୁମୀ ବାୟୁ
  • ||

ଫିରିଙ୍ଗିଆ ପୋଲିସକୁ ସଫଳତା; ୯୦ କେଜିରୁ ଉର୍ଦ୍ଧ୍ୱ ଗଞ୍ଜେଇ ଜବତ ,୫ ଗିରଫ

Published By : prameya | May 13, 2025 2:15 PM

ଫିରିଙ୍ଗିଆ,୧୩/୫: ଫିରିଙ୍ଗିଆ ପୋଲିସକୁ ବଡ଼ ସଫଳତା। କାର୍ ଯୋଗେ ଗଞ୍ଜେଇ ଚୋରା ଚାଲାଣ ହେଉଥିବା ବେଳେ ମାଡ଼ି ବସିଲା ପୋଲିସ ।   ୯୦ କିଲୋ  ୮୦୦ ଗ୍ରାମ ଗଞ୍ଜେଇ ସହ ଦୁଇଟି କାର ପୋଲିସ ଜବତ କରିଛି। ଏଥିସହ ଏଥିରେ ସମ୍ପୃକ୍ତ ୪ ଜଣଙ୍କୁ  ଗିରଫ କରାଯାଇଥିବା ସୂଚନା ମିଳିଛି । 

ସୂଚନା ଅନୁସାରେ, ବିଶେଷ ସୂତ୍ରରୁ ଖବର ପାଇ ଫିରିଙ୍ଗିଆ ପୁଲିସ ଫୁଲବାଣୀ-ବାଲିଗୁଡା ରାସ୍ତାର ଡିଣ୍ଡିରା ଗାଁ ଆଦର୍ଶ ବିଦ୍ୟାଳୟ ନିକଟରେ କାର ଦୁଇଟିକୁ ଅଟକାଇ ଥିଲା। ଯାଞ୍ଚ ବେଳେ ଗାଡିରୁ ୯୦ କିଲୋ ୮୦୦ ଗ୍ରାମ ଗଞ୍ଜେଇ ମିଳିଥିଲା। ପୋଲିସ କାର ଏବଂ ଗଞ୍ଜେଇ ଜବତ କରିବା ସହ ୪ ଜଣଙ୍କୁ ଗିରଫ କରିଛି। ତେବେ ଗିରଫ ଅଭିଯୁକ୍ତମାନେ ହେଲେ  ବିହାର ମାଧେପୁରା ଜିଲ୍ଲାର  ଅଜୟ କୁମାର ଓ କିଶୋର ଯାଦବ ଏବଂ ପୁର୍ଣ୍ଣିଆ ଜିଲ୍ଲାର ଗୁଡୁ କୁମାର ଓ ଭିକି କୁମାର ବୋଲି ଜଣାପଡ଼ିଛି। ଏନେଇ ଥାନାରେ  ୧୦୭/୨୫ ରେ ମାମଲା ରୁଜ୍ଜୁ କରାଯାଇ ଅଭିଯୁକ୍ତ ମାନଙ୍କୁ କୋର୍ଟ ଚାଲାଣ କରାଯାଇଥିବା ଥାନା ଅଧିକାରୀ ଗୋପୀନାଥ ପ୍ରଧାନ ସୂଚନା ଦେଇଛନ୍ତି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.