PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗୌହାଟୀ : ଭୂମିକମ୍ପ ଝଟ୍‌କାରେ ଥରିଲା ଆସାମ, ରିକ୍ଟର ସ୍କେଲରେ ୪.୪ ତୀବ୍ରତା ରେକର୍ଡ
  • ||
  • ଭୁବନେଶ୍ୱର : ସୋମବାର ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ: ୭ରୁ ୮ ପ୍ରସ୍ତାବ ଉପରେ ବାଜିପାରେ ମୋହର, ବଡ଼ ଘୋଷଣା ଉପରେ ନଜର
  • ||
  • ପୁରୀ: ରଥଖଳା ହାଲ୍‌ଚାଲ୍‌…ଅନୁକୂଳ ପରେ ଦଣ୍ଡାରେ ପଡ଼ିଲା କଣ୍ଟା, ଗୁଜ, ଜଳଯନ୍ତ୍ର ରହି ଉଠିଲା ନିରାଡି
  • ||
  • ଭୁବନେଶ୍ୱର: ଜୁନ୍‌ ୧ରୁ ବଢ଼ିବ ତାତି, ତତଲା ପବନ କଲବଲ କରିବ: ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାରେ କାଳବୈଶାଖୀ ସମ୍ଭାବନା
  • ||
  • କେସିଙ୍ଗା : ବ୍ୟବସାୟୀଙ୍କ ଘରୁ ସଶସ୍ତ୍ର ଡକାୟତି, ଲକ୍ଷାଧିକ ଟଙ୍କା ସହ ସୁନା ଓ ରୁପା ଅଳଙ୍କାର ଲୁଟ୍
  • ||
  • କରଞ୍ଜିଆ : କରଞ୍ଜିଆ ତହସିଲଦାରଙ୍କ ଘରେ ଭିଜିଲାନ୍ସ ରେଡ୍, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ
  • ||

ଆଇଏଏସ ପାଇ ଭଦ୍ରକ ଜିଲ୍ଲା ପାଇଁ ଗୌରବ ଆଣିଲେ ଶୁଭାଙ୍ଗି

ଭଦ୍ରକ, ୨୩।୫ : ଭଦ୍ରକ ଜିଲ୍ଲା ପାଇଁ ଗୌରବ ଆଣିଛନ୍ତି ସୁଶ୍ରୀ ଶୁଭାଙ୍ଗି। ସର୍ବ ଭାରତୀୟ ପ୍ରଶାସନିକ ସେବା ପରୀକ୍ଷାରେ ୨୪୮ ତମ ରାଙ୍କ ରଖି  ଉର୍ତ୍ତିଣ୍ଣ ହୋଇଛନ୍ତି। ଗତବର୍ଷ ସେ ରାଜ୍ୟ ପ୍ରଶାସନିକ ସେବା ପରୀକ୍ଷାରେ ଉର୍ତ୍ତିଣ୍ଣ ହୋଇଥିଲେ।  ଏହା  ପରେ ଭଦ୍ରକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ଥିଲେ।

 ସୂଚାନାଯୋଗ୍ୟ ଶୁଭାଙ୍ଗି ଭଦ୍ରକ ଟାଉନ ହଲ ଛକ ରେ ଥିବା ଚକାଡୋଳା କମ୍ୟୁନିକେସନ ମାଲିକ ତଥା ଭଦ୍ରକ ପୌରପାଳିକା ଅଧିନନ୍ଥ ଗରଦପୁର ଗ୍ରାମର ସତ୍ୟନାରାୟଣ ଖୁଣ୍ଟିଆଙ୍କ କନ୍ୟା ।