ପ୍ରମୂଖ ଖବର
  • ରାୟଗଡ଼ା : ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଠେଙ୍ଗାରେ ପିଟି ହତ୍ୟା କଲା ସ୍ୱାମୀ
  • ||
  • ବଲାଙ୍ଗୀର : ଜାମପଡା ଜଙ୍ଗଲରୁ ଯୁବକଙ୍କ ମୃତଦେହ ଠାବ, ହତ୍ୟା ଅଭିଯୋଗ
  • ||
  • ରାଜସ୍ଥାନରେ ଭୂକମ୍ପ ଝଟକା,ରିକ୍ଟର ସ୍କେଲରେ ତୀବ୍ରତା ୩.୯ ରେକର୍ଡ଼
  • ||
  • ଜଷ୍ଟିସ୍‌ ଯଶୱନ୍ତ ବର୍ମାଙ୍କୁ ଶକ୍ତ ଝଟକା; ସର୍ବୋଚ୍ଚ ଅଦାଲତରେ ଚ୍ୟାଲେଞ୍ଜ ଆବେଦନ ଖାରଜ୍
  • ||
  • କଟକ : ଅସହ୍ୟ ହେଲା ପ୍ରେମିକଙ୍କ ବ୍ଲାକମେଲ୍! ଫ୍ୟାନ୍‌ରେ ଝୁଲିପଡ଼ିଲେ ଯୁବତୀ
  • ||
  • କଟକ ଏସ୍‌ସିବି ମେଡିକାଲରେ ପହଞ୍ଚିଲା ପଟ୍ଟାମୁଣ୍ଡାଇ ଛାତ୍ରୀଙ୍କ ମୃତଦେହ, କରାଯିବ ବ୍ୟବଚ୍ଛେଦ
  • ||
  • ପଟ୍ଟାମୁଣ୍ଡାଇ ଛାତ୍ରୀ ଆତ୍ମହୁତି ଘଟଣାରେ ଆକ୍ସନ୍, ASI ଶୈଳେନ୍ଦ୍ର ନାରାୟଣ ପଲେଇଙ୍କୁ ବଦଳି ନିର୍ଦ୍ଦେଶ
  • ||
  • ବଳଙ୍ଗା ପୀଡ଼ିତାଙ୍କୁ ନ୍ୟାୟ ଦାବିରେ ବିଜେଡ଼ି ପକ୍ଷରୁ ପୁରୀ ବନ୍ଦ ଡାକରା, ସକାଳ ୬ଟାରୁ ଦିନ ୧୨ଟା ଯାଏ ଚାଲିବ
  • ||
  • ଜଗତସିଂହପୁର ରଘୁନାଥପୁର ଥାନା ଅଞ୍ଚଳରେ ମହିଳାଙ୍କୁ ଦୁଷ୍କର୍ମ ଉଦ୍ୟମ, ପ୍ରତିରୋଧ କରିବାରୁ ଲହୁ ଲୁହାଣ କଲେ ଦୁର୍ବୃତ୍ତ
  • ||
  • ଆସନ୍ତା ୮ରେ ବାଂଲାଦେଶ ଉପରେ ଘୂର୍ଣ୍ଣିବଳୟ, ଉପକୂଳ, ଆଭ୍ୟନ୍ତରୀଣ ଓଡ଼ିଶାରେ କାଁ ଭାଁ ବର୍ଷା ସମ୍ଭାବନା
  • ||
  • ନୟାଗଡ଼: ପୂର୍ବତନ ମନ୍ତ୍ରୀ ବିଭୂତି ଭୂଷଣ ସିଂହ ମର୍ଦ୍ଦରାଜଙ୍କ ପରଲୋକ, ଚିକିତ୍ସାଧିନ ଅବସ୍ଥାରେ ୭୦ ବର୍ଷ ବୟସରେ କଲେ ଶେଷ ନିଶ୍ବାସ ତ୍ୟାଗ
  • ||

ଅସହ୍ୟ ହେଲା ପ୍ରେମିକଙ୍କ ବ୍ଲାକମେଲ୍! ଫ୍ୟାନ୍‌ରେ ଝୁଲିପଡ଼ିଲେ ଯୁବତୀ

Published By : Harapriya Sethi | August 7, 2025 11:11 AM

କଟକ,୦୭/୦୮: କଟକ ଶିଖରପୁର ନଦୀ କୂଳ ସାହିରେ ଅଘଟଣ । ଫ୍ୟାନ୍‌ରେ ଝୁଲି ଯୁବତୀଙ୍କ ଆତ୍ମହତ୍ୟା । ଯୁବତୀଙ୍କ ମୃତଦେହ ଉଦ୍ଧାର କଲା ଚାଉଳିଆଗଞ୍ଜ ଥାନା ପୁଲିସ । ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଥିବା ବେଳେ ବ୍ଲାକ୍‌ମେଲିଂ ଯୋଗୁଁ ଯୁବତୀ ଜଣକ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି । କାରଣ ଏହି ଘଟଣା ପୂର୍ବରୁ ଯୁବତୀଙ୍କର ଏକ ଭିଡିଓ ଭାଇରାଲ ହୋଇଥିଲା । ଯୁବତୀଙ୍କ ମୋବାଇଲ୍‌ ଜବତ କରି ଘଟଣାର ତଦନ୍ତ କରୁଛି ପୁଲିସ । 

ସେପଟେ ବୟଫ୍ରେଣ୍ଡଙ୍କ ବ୍ଲାକ୍‌ମେଲ ସହି ନପାରି ବୁଧବାର ପଟ୍ଟାମୁଣ୍ଡାଇ କାଠିଆପଡ଼ାର ଜଣେ ଛାତ୍ରୀ ଆତ୍ମାହୁତି ଦେଇଥିଲେ । ଘଟଣାର ଦିନକ ପରେ ବ୍ଲାକମେଲିଂକୁ ନେଇ ପୁଣି ଜଣେ ଯୁବତୀ ଆତ୍ମହତ୍ୟା କରିଛନ୍ତି । ଏହି ସମ୍ୱେଦନଶୀଳ ପ୍ରସଙ୍ଗ ଏବେ ଚର୍ଚ୍ଚାର ବିଷୟ ପାଲଟିଛି ।  

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.