ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ଯୁବତୀଙ୍କ ତଣ୍ଟି କାଟିବା ପରେ ନିଜ ତଣ୍ଟି କାଟି ଯୁବକଙ୍କ ଆତ୍ମହତ୍ୟା, ଯୁବତୀ ଗୁରୁତର

ଦେବଗଡ, ୮।୬ : ଦେବଗଡ ସହର ଗୁରୁସାହି ନିକଟରେ ଅଘଟଣ । ତଣ୍ଟି କାଟି  ଯୁବକଙ୍କ ମୃତ୍ୟୁ ହୋଇଥିବା ବେଳେ ଯୁବତୀଙ୍କ ଅବସ୍ଥା ଗୁରୁତର ହୋଇଛି। ଗୁରୁତର ଅବସ୍ଥାରେ ଯୁବତୀଙ୍କୁ ଦେବଗଡ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। 

ଦେବଗଡ ସହର ଗୁରୁସାହି ନିକଟରେ ଜଣେ ଯୁବକ ଯୁବତୀଙ୍କ ତଣ୍ଟି କାଟିବା ପରେ ନିଜ ତଣ୍ଟି କାଟି ଦେଇଥିଲେ। ଏଥିରେ ଯୁବକ ଓ ଯୁବତୀ ଗୁରୁତର ହୋଇଥିଲେ। ଉଭୟଙ୍କୁ ଗୁରୁତର ଅବସ୍ଥାରେ  ଦେବଗଡ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।  ଗୁରୁତର ଯୁବକଙ୍କୁ ଡାକ୍ତରଖାନାରେ ମୃତ ଘୋଷଣା କରାଯାଇଛି।  ଯୁବତୀଙ୍କ ଘର ଦେବଗଡ ସହରରେ ହୋଇଥିବା ବେଳେ ଯୁବକଙ୍କ ପରିଚୟ ମିଳିପାରିନାହିଁ।

ଆହୁରି ପଢନ୍ତୁ : କୋଇଲା ବୋଝେଇ ଟ୍ରେନରେ ଲାଗିଲା ନିଆଁ

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.