ପ୍ରମୂଖ ଖବର
  • ମେକ୍ସିକୋ ଏବଂ ଇୟୁ ଉପରେ ଟାରିଫ୍‌ ବୋମା ପକାଇଲେ ଟ୍ରମ୍ପ, ଲାଗିବ ୩୦ ପ୍ରତିଶତ ଶୁଳ୍କ
  • ||
  • ପ୍ରଥମ ଥର ଟି-୨୦ ବିଶ୍ୱକପ୍ ପାଇଁ ଯୋଗ୍ୟତା ଅର୍ଜନ କଲା ଇଟାଲୀ, ନେଦରଲ୍ୟାଣ୍ଡସକୁ ବି ମିଳିଲା ସୁଯୋଗ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା ; କଲେଜ ଅଧ୍ୟକ୍ଷ ନିଲମ୍ବିତ, ଏଚଓଡି ଗିରଫ
  • ||
  • ବ୍ରହ୍ମପୁର ରେଳ ଷ୍ଟେସନରୁ ୨ ଜଣଙ୍କ ମୃତଦେହ ଉଦ୍ଧାର, ବିଷ ପିଇ ଜୀବନ ହାରିଥିବା ସନ୍ଦେହ
  • ||
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ପ୍ରେମିକକୁ ଅପହରଣ ଅଭିଯୋଗରେ ପ୍ରେମିକା ସମେତ ୫ ଗିରଫ, ଏଭଳି ରଚିଥିଲେ ଷଡ଼ଯନ୍ତ୍ର…

Published By : Swapna Ray | April 2, 2025 4:37 PM

ଭୁବନେଶ୍ବର, ୨।୪: ଖାରବେଳ ଥାନା ଅଞ୍ଚଳରେ ହୋଇଥିବା ଅପହରଣ ଘଟଣାର ପର୍ଦ୍ଦାଫାଶ ହୋଇଛି । ଅପହୃତ ଯୁବକକୁ ଭରତପୁର ଅଞ୍ଚଳର ଏକ ହୋଟେଲରୁ ଉଦ୍ଧାର କଲା ଖାରବେଳନଗର ଥାନା ପୋଲିସ । ଅପହୃତ ଯୁବକ ହେଲେ ଜଗତସିଂହପୁର ଅଞ୍ଚଳର ସୋମନାଥ ସ୍ବାଇଁ ବୋଲି ଜଣାପଡ଼ିଛି । ପ୍ରେମିକକୁ ଅପହରଣ ଅଭିଯୋଗରେ ପ୍ରେମିକା ସମେତ ୫ ଗିରଫ ହୋଇଛନ୍ତି । 

ଘଟଣା ଏପରିକି, ସୋମନାଥ ଭୁବନେଶ୍ବର ଝାରପଡ଼ା ଅଞ୍ଚଳରେ ନିଜ ପ୍ରେମିକା ସହ ଲିଭ ଇନରେ ରହୁଥିଲେ । ଅନ୍ୟ ଯୁବକଙ୍କ ସହ ତାଙ୍କ ପ୍ରେମିକା ସମ୍ପର୍କରେ ଥିବା ସୋମନାଥ   ଜାଣିବାକୁ ପାଇଥିଲେ । ପ୍ରେମିକାର ଚରିତ୍ରକୁ ସନ୍ଦେହ କରି ବାରମ୍ବାର ମାରପିଟ୍ କରି ତାଙ୍କୁ ଲହୁଲୁହାଣ କରୁଥିଲେ । ପ୍ରତିଶୋଧ ନେବା ଉଦ୍ଦେଶ୍ୟରେ ପ୍ରେମିକା ଜଣକ ନିଜ ଭଉଣୀର ପ୍ରେମିକକୁ କହି ସୋମନାଥକୁ ଅପହରଣ କରିଥିଲେ  । ଭଉଣୀର ପ୍ରେମିକ ଆକାଶ ପରିଡ଼ା ସୋମନାଥଙ୍କୁ ଅପହରଣ କରି ଭରତପୁର ଥାନା ଅଞ୍ଚଳରେ ଏକ ହୋଟେଲରେ ରଖିଥିଲେ । ଖେବଳ ଏତିକି ନୁହେଁ, ସୋମନାଥଙ୍କୁ ଅପହରଣ କରି ତାଙ୍କ ଘର ଲୋକଙ୍କଠାରୁ ୫ ଲକ୍ଷ ଟଙ୍କା ଦେବାକୁ ଦାବି କରିଥିଲେ । ଏନେଇ ସୋମନାଥଙ୍କ ପରିବାର ପକ୍ଷରୁ ଖାରବେଳନଗର ଥାନାରେ ଅଭିଯୋଗ କରିଥିଲେ । ପରେ ତଦନ୍ତ କରି ଆକାଶ ପରିଡ଼ାଙ୍କ ସହ ୪ ଜଣଙ୍କୁ ଗିରଫ କରିଛି ସ୍ପେଶାଲ ସ୍ବାର୍ଡ । ପ୍ରେମିକାଙ୍କ ଘର ଝାଡ଼ଖଣ୍ଡରେ ବୋଲି ଜଣାପଡ଼ିଛି । 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.