ପ୍ରମୁଖ ଖବର
  • ରଥଖଳା ହାଲ୍‌ଚାଲ୍‌...ନିର୍ମାଣସ୍ଥଳରେ ମୁଗୁର ଓ ନିହଣ ଶବ୍ଦର କମ୍ପନ, ଚାଲିଛି ତୁମ୍ବରେ ବିନ୍ଧ ଖୋଦେଇ
  • ||
  • ବିଜେପି ନେତାଙ୍କ ମାରାଥନ୍‌ ପ୍ରଚାର: ଆଜି ଅଶ୍ୱିନୀ, ହେମାମାଳିନୀ ଓ ତୋମାରଙ୍କ କରିବେ ପ୍ରଚାର, ଧର୍ମେନ୍ଦ୍ର, ଭୂପେନ୍ଦ୍ର, ଅନୁଭବ, ସିଦ୍ଧାନ୍ତ ବି ବୁଲିବେ
  • ||
  • ହରିୟାଣାରେ ଟୁରିଷ୍ଟ ବସ୍ ଦୁର୍ଘଟଣା, ନିଆଁ ଲାଗି ୮ ମୃତ, ୨୪ରୁ ଅଧିକ ଗୁରୁତର
  • ||
  • ସନ୍ଧ୍ୟାରେ ଥମିବ ୫ମ ପର୍ଯ୍ୟାୟ ନିର୍ବାଚନୀ ପ୍ରଚାର, ସୋମବାର ୪୯ ଲୋକସଭା ଆସନରେ ଭୋଟିଂ
  • ||
  • IPL 2024: ଚିନ୍ନାସ୍ୱାମୀରେ ଆରସିବିକୁ ଭେଟିବ ସିଏସ୍‌କେ, ପ୍ଲେ-ଅଫ୍‌ ପାଇଁ ଶେଷ ସୁଯୋଗ
  • ||
  • ରାଜ୍ୟରେ ୧୯ରୁ ବଢ଼ିବ ତାତିି, ୨୦ରୁ କଲବଲ କରିବ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ: ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||

ସୁନା ଦରରେ ଲାଗିଲା ବ୍ରେକ୍‌, ୨୪ କ୍ୟାରେଟ୍‌ ସୁନା ଦର ୩୩୦ ଟଙ୍କା ହ୍ରାସ

ଭୁବନେଶ୍ୱର,୧୯/୦୪:  ରେକର୍ଡ ସ୍ତରରେ ପହଞ୍ଚିଥିବା ସୁନା ଦରରେ ଗୁରୁବାର ସାମାନ୍ୟ ହ୍ରାସ ଘଟିଛି । ଓଡ଼ିଶାର  ରାଜଧାନୀ ଭୁବନେଶ୍ୱରରେ ଗୁରୁବାର୧୦ ଗ୍ରାମ ପିଛା ୨୪ କ୍ୟାରେଟ୍‌ ସୁନା  ଦର ୩୩୦ ଟଙ୍କା ଖସିଛି । ଫଳରେ  ଏହା ୭୩,୮୦୦ ଟଙ୍କା ହୋଇଛି । ଅନ୍ୟପକ୍ଷରେ, ୧୦ ଗ୍ରାମ ପିଛା ୨୨  କ୍ୟାରେଟ୍‌ ସୁନା ଦର ୩୦୦ ଟଙ୍କା ହ୍ରାସ  ପାଇଛି । ଫଳରେ ଏହା ୬୭,୬୫୦  ଟଙ୍କାକୁ ଖସିଆସିଛି। ସୂଚନାଯୋଗ୍ୟ,  ବିଭିନ୍ନ ପ୍ରକାର ଭୁ-ରାଜନୈତିକ ସମସ୍ୟା  ମଧ୍ୟରେ ଲଗାତର ସୁନା ଦରରେ ବୃଦ୍ଧି  ଘଟିବା ଫଳରେ ଏହା ୭୪,୦୦୦ ସ୍ତର  ଅତିକ୍ରମ କରିଥିଲା । 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.