PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜସ୍ଥାନରେ ବଡ଼ ରାଜନୈତିକ ହଲଚଲ । ଇସ୍ତଫା ଦେଲେ ୯୨ ବିଧାୟକ । ରଦ୍ଦ ହେଲା କଂଗ୍ରେସ ବିଧାୟକ ଦଳ ବୈଠକ ।
  • ||
  • ଲମତାପୁଟ : ୮ଲକ୍ଷ ଟଙ୍କାର ଗଞ୍ଜେଇ ଵୋଝେଇ କାର ଜବତ, ମାଫିଆ ଫେରାର
  • ||
  • ଧର୍ମଗଡ଼ : ୩ କୁଇଣ୍ଟାଲ ୨୦ କେ.ଜିର ଜବତ, ଜଣେ ଗିରଫ
  • ||
  • ବାଲିଗୁଡ଼ା : ଆବାସିକ ବିଦ୍ୟାଳୟରେ ସପ୍ତମ ଶ୍ରେଣୀ ଛାତ୍ରୀ ଗର୍ଭବତୀ, ସନ୍ଦିଗ୍ଧ ଛାତ୍ର ଅଟକ
  • ||
  • କଣ୍ଟାବାଞ୍ଜି : ତ୍ରିନାଥ ମନ୍ଦିରରୁ ଚୋରି, ଦାନବାକ୍ସ ଭାଙ୍ଗି ଟଙ୍କା ଓ ରୂପାର ଝୁମର ଚୋରି କରିନେଲେ ଦୁର୍ବୃତ୍ତ
  • ||
  • ଢେଙ୍କାନାଳ : ଢେଙ୍କାନାଳ ସଦର ଥାନା କାଙ୍କଡ଼ପାଳ ଗ୍ରାମରେ ବଚସାକୁ ନେଇ ଫାଙ୍କା ଗୁଳିଚାଳନା, ଭୟରେ ଖସିପଡ଼ି ଜଣେ ଆହତ, ଘଟଣା ସ୍ଥଳରୁ ୩ ଖୋକା ଜବତ
  • ||

ପଶ୍ଚିମବଙ୍ଗ: ସରକାରୀ ବସ୍ ଏବଂ ଅଟୋ ଧକ୍କାରେ ୮ ଜଣଙ୍କ ମୃତ୍ୟୁ

କୋଲକାତା ୯/୮: ପଶ୍ଚିମବଙ୍ଗ ବୀରଭୂମରେ ସରକାରୀ ବସ୍ ଏବଂ ଏକ ଅଟୋ ରିକ୍ସା ମଧ୍ୟରେ ଧକ୍କା ହେବା ଫଳରେ ୮ ଜଣଙ୍କ ମୃତ୍ୟୁ ଘଟିଛି । ଘଟଣାଟି ମଙ୍ଗଳବାର ସନ୍ଧ୍ୟାରେ ବୀରଭୂମର ମଲ୍ଲାରପୁର ଅଞ୍ଚଳରେ ଷ୍ଟେଟ୍ ହାଇୱେରେ ଘଟିଛି । ପୋଲିସ ସୂଚନା ଅନୁସାରେ ସରକାରୀ ବସ୍ ଏବଂ ଅଟୋ ରିକ୍ସା ମଧ୍ୟରେ ମୁହାଁମୁହି ଧକ୍କା ହୋଇଥିଲା । ଦୁର୍ଘଟଣାରେ ଅଟୋ ରିକ୍ସାରେ ବସିଥିବା ୮ ଶ୍ରମିକଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା ।

ସୂଚନା ଅନୁସାରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ପୋଷ୍ଟମର୍ଟମ ପାଇଁ ପଠାଇଛି । ଏହା ସହିତ ମୃତକଙ୍କ ପରିବାରକୁ ଜଣାଇ ଦିଆଯାଇଛି ।