ପ୍ରମୂଖ ଖବର
  • କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ଭି.ଏସ୍. ଅଚ୍ୟୁତାନନ୍ଦନଙ୍କ ୧୦୧ ବର୍ଷରେ ପରଲୋକ
  • ||
  • ମୁମ୍ବାଇ ଏୟାରପୋର୍ଟରେ ଅଘଟଣ, ଅବତରଣ ବେଳେ ରନୱେରୁ ତଳକୁ ଖସିଗଲା ଏୟାର ଇଣ୍ଡିଆ ବିମାନ
  • ||
  • ଦୁଷ୍କର୍ମ ଅଭିଯୋଗରେ ଉଦିତ ପ୍ରଧାନ ଗିରଫ ଘଟଣା। ପୀଡ଼ିତାଙ୍କ ବୟାନ ରେକର୍ଡ
  • ||
  • ଢ଼ାକାରେ ଖସି ପଡ଼ିଲା ଏଫ୍‌-୭ ଟ୍ରେନିଂ ବିମାନ, ଦୁର୍ଘଟଣାରେ ଜଣେ ମୃତ, ଉଦ୍ଧାରକାର୍ଯ୍ୟ ଜାରି
  • ||
  • କଟକ : ପରିବାରର ୩ ଜଣଙ୍କୁ ହତ୍ୟା ମାମଲା; ପ୍ରମାଣ ଅଭାବରୁ ଫାଶୀ ଦଣ୍ଡାଦେଶ ରଦ୍ଦ,୨ ଆସାମୀ ନିର୍ଦ୍ଦୋଷରେ ଖଲାସ
  • ||
  • ବାଲେଶ୍ବର FM କଲେଜ ଛାତ୍ରୀ ଆତ୍ମାହୁତି ଘଟଣା,ଭାରପ୍ରାପ୍ତ ଅଧ୍ୟାପକ ଓ କିଛି କର୍ମଚାରୀଙ୍କୁ ପଚରାଉଚରା
  • ||
  • ଆରଏସପିରେ ଅଘଟଣ, ଶାବଳ ବାଜି ଠିକା ଶ୍ରମିକଙ୍କ ମୃତ୍ୟୁ
  • ||
  • ଛାତ୍ର କଂଗ୍ରେସ ସଭାପତି ପଦରୁ ଉଦିତ୍ ପ୍ରଧାନ ନିଲମ୍ବିତ, ଉଦିତ୍ ପ୍ରଧାନଙ୍କୁ ନିଲମ୍ବିତ କଲେ NSUI ସଭାପତି
  • ||
  • ମୌସୁମୀ ଅଧିବେଶନ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ, କହିଲେ ଏହି ଅଧିବେଶନ ବିଜୟର ଉତ୍ସବ
  • ||
  • ବାଲେଶ୍ୱର :ନବମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ; ପ୍ରଧାନ ଶିକ୍ଷକ ଏବଂ ଗଣିତ ସାର୍ ଅଟକ
  • ||
  • ପୁରୀ : କୂଅରେ ପଡ଼ି ଚାଲିଗଲା ପାଳିଆ ସେବାୟତଙ୍କ ଜୀବନ, ମୃତଦେହ ଉଦ୍ଧାର କଲା ଅଗ୍ନିଶମ ବାହିନୀ
  • ||
  • ଗୁଜରାଟରେ ଭୂକମ୍ପ ଝଟ୍‌କା, ଥରିଲା ଆଲାସ୍କା-ତାଜାକିସ୍ତାନ, ୬.୨ ତୀବ୍ରତା ରେକର୍ଡ
  • ||
  • ପୁରୀ: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ବଡ଼ ମହାସ୍ନାନ, ସାଧାରଣ ଦର୍ଶନ ବନ୍ଦ
  • ||
  • ଖାଦ୍ୟ ପାଇଁ ଅପେକ୍ଷା କରିଥିଲେ, ଇସ୍ରାଏଲ ସେନା ଚଲାଇଲା ଗୁଳି ୬୭ ପାଲେଷ୍ଟୀନିୟଙ୍କ ମୃତ୍ୟୁ
  • ||
  • କଲେଜ ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ, ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନ ଗିରଫ
  • ||
  • ମୌସୁମୀ ଅଧିବେଶନ ୨୦୨୫: ଆଜିଠୁ ୩ଟି ପ୍ରମୁଖ ପ୍ରସଙ୍ଗ ନେଇ କମ୍ପିବ ଗୃହ, ସରକାରଙ୍କୁ ଘେରିବେ ବିରୋଧୀ
  • ||
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ:୨୩ରୁ ବଢ଼ିବ ବର୍ଷା, ୨୪ରେ ଲଘୁଚାପ, ଆଜିଠୁ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ଆଶଙ୍କା
  • ||
  • ଶ୍ରାବଣ ମାସର ଦ୍ୱିତୀୟ ସୋମବାରରେ ଚଳଚଞ୍ଚଳ ଧବଳେଶ୍ଵରଙ୍କ ପୀଠ, ଶ୍ରାବଣୀ ଲିଙ୍ଗରେ ଜଳଲାଗି କଲେ କାଉଡ଼ିଆ
  • ||

ବାଇକ୍‌କୁ ଧକ୍କା ଦେଲା ସରକାରୀ ବସ୍‌; ୩ ଗୁରୁତର

Published By : Harapriya Sethi | July 21, 2025 2:13 PM

ଅନୁଗୁଳ, ୨୧/୦୭: ଅନୁଗୁଳ ସଦର ଥାନା ଅନ୍ତର୍ଗତ ବୃନ୍ଦାବନ ହୋଟେଲ୍ ନିକଟରେ ଏକ ସରକାରୀ ବସ୍‌ ବାଇକ୍‌କୁ ଧକ୍କା ଦେଇଛି । ଏହି ଦୁର୍ଘଟଣାରେ ସ୍ୱାମୀ ସ୍ତ୍ରୀଙ୍କ ସମେତ ୩ ଜଣ ଗୁରୁତର ଅବସ୍ଥାରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି । ଗୁରୁତରମାନେ ହେଲେ ରାଇଝରଣ ସିତିରାସାହିର ବୈଷ୍ଣବ ନାଏକଙ୍କ ପୁଅ ଚଣ୍ଡାଳ ନାଏକ (୪୦ ବର୍ଷ), ରାଜା ବେହେରାଙ୍କ ପୁଅ କାଳିଆ ବେହେରା (୧୯ବର୍ଷ) ଏବଂ ଚଣ୍ଡାଳ ନାଏକଙ୍କ ସ୍ତ୍ରୀ ଦୁତୀ ନାଏକ ।

ସୂଚନା ମୁତାବକ, ତିନି ଜଣ ଗୋଟିଏ ବାଇକରେ ଉଗି ଗାଁକୁ ଯାଉଥିବା ବେଳେ ଏକ ସରକାରୀ ବସ୍‌ ଉକ୍ତ ବାଇକ୍‌କୁ ଧକ୍କା ଦେଇଥିଲା । ଯାହା ଫଳରେ ତିନି ଜଣ ଗୁରୁତର ଅବସ୍ଥାରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି । ଦୁଇଜଣଙ୍କୁ ପୁଲିସ ଉଦ୍ଧାର କରି ପିସିଆର ଗାଡ଼ିରେ ଆଣିଥିବା ବେଳେ ଜଣେ ଅଟୋ ଯୋଗେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି । ପୁଲିସ ପହଞ୍ଚି ସମସ୍ତ ଆହତଙ୍କୁ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲା । ତେବେ ଏହି ଦୁର୍ଘଟଣାରେ ୩ ଜଣଙ୍କ ଗୋଡ଼ ଭାଙ୍ଗିଥିବା ବେଳେ ସମସ୍ତଙ୍କୁ କଟକ ସ୍ଥାନାନ୍ତର କରାଯାଇଛି । ଦୁର୍ଘଟଣା ପରେ ବସ୍‌ ଚାଳକ ସଦର ଥାନାରେ ଗାଡି ସହ ଆତ୍ମସମର୍ପଣ କରିଥିବା ସଦର ଥାନା ଆଇଆଇସି ସୂଚନା ଦେଇଛନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.