ପ୍ରମୂଖ ଖବର
  • ବାଲେଶ୍ୱର : ସାପ କାମୁଡ଼ାରେ ଅଷ୍ଟମ ଶ୍ରେଣୀ ଛାତ୍ରୀ ମୃତ
  • ||
  • ଖୋର୍ଦ୍ଧା : ବାଇକ୍‌ ପଛରେ ପିଟିହେଲା ମାଲବାହୀ ଟ୍ରକ୍‌; ମହିଳା ମୃତ, ଜଣେ ଆହତ
  • ||
  • ରଥ ଖଳା ହାଲ୍‌ଚାଲ୍... ରଥତ୍ରୟରେ ଲାଗିଲା ୧୨ ଦୁଆରଘଡ଼ା, କଳସ ଉଠି ଓଲଟ ଶୁଆ ସ୍ଥାପନ
  • ||
  • ୩ ବିଧାୟକଙ୍କୁ ବହିଷ୍କାର କଲା ସମାଜବାଦୀ ପାର୍ଟି, ଦଳ ବିରୋଧୀ କାର୍ଯ୍ୟ ପାଇଁ ଆକ୍ସନ
  • ||
  • ସୁନ୍ଦରଗଡ଼ : ବାଇକ୍‌କୁ ପଛରୁ ପିଟିଲା ଟ୍ରକ୍‌; ୨ ମୃତ, ଜଣେ ଗୁରୁତର
  • ||
  • ଅନବସର ତ୍ରୟୋଦଶୀ ତିଥି, ମହାପ୍ରଭୁଙ୍କୁ ଘଣା ଓ ଖଳି ପ୍ରସାଦ ଲାଗି ହେବ
  • ||
  • ସିରିଆର ଏକ ଚର୍ଚ୍ଚରେ ଆତ୍ମଘାତୀ ବିସ୍ଫୋରଣ, ୨୦ ମୃତ
  • ||
  • ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଯୁବ ଶକ୍ତି ସମାବେଶରେ ଦେବେ ଯୋଗ
  • ||
  • ୨୫ରେ ଆଉ ଏକ ଘୂର୍ଣ୍ଣିବଳୟ, ୨୭ଯାଏ ବର୍ଷା ସମ୍ଭାବନା: ଆଜି ୨୪ ଜିଲ୍ଲାକୁ ୟେଲୋ ଆଲର୍ଟ
  • ||

ସରକାରଙ୍କୁ ଘାରିଛି ଲଭର୍ସ ପଏଣ୍ଟ ଚିନ୍ତା

Published By : Rasmita Pradhan | June 23, 2025 2:29 PM

ଭୁବନେଶ୍ଵର, ୨୩/୦୬ : ସରକାରଙ୍କୁ ଘାରିଛି ଲଭର୍ସ ପଏଣ୍ଟ ଚିନ୍ତା। ଗୋପାଳପୁର ବେଳାଭୂମିରେ ଗଣଦୁଷ୍କର୍ମ ପରେ ଲଭର୍ସ ପଏଣ୍ଟ ସୁରକ୍ଷା ଚିନ୍ତାରେ ରାଜ୍ୟ ସରକାର। ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। 

ରାଜ୍ୟରେ ଥିବା ସବୁ ଲଭର୍ସ ପଏଣ୍ଟକୁ ସୁରକ୍ଷା ଯୋଗାଇଦେବା ଲାଗି ଦୁଇ ଦୁଇ ଥର ବୈଠକ ବସିଲାଣି। ରାଜ୍ୟରେ ଯେତେ ପର୍ଯ୍ୟଟନ ସ୍ଥଳୀ ଓ ଲଭର୍ସ ପଏଣ୍ଟ ଅଛି, ତାର ସୁରକ୍ଷାକୁ ଗୁରୁତ୍ଵ ଦେଉଛୁ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି। ତେବେ ଗୋପାଳପୁର ଘଟଣାରେ ରାତିକ ଭିତରେ ଅଭିଯୁକ୍ତଙ୍କୁ ଧରାଯାଇଛି। 



Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.