ପ୍ରମୂଖ ଖବର
  • ମାଲକାନଗିରି ଜିଲ୍ଲାରେ ଭିଷଣ ବର୍ଷା, ନଦୀରେ ବନ୍ୟା ଜଳ ଯୋଗୁଁ ଯୋଗାଯୋଗ ବିଛିନ୍ନ
  • ||
  • ବୌଦ୍ଧ : ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀର ଗଳା କାଟି ହତ୍ୟା କଲା ନୃଶଂସ ସ୍ବାମୀ
  • ||
  • ଖଣ୍ଡପଡ଼ା : ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ମରଣାନ୍ତକ ଆକ୍ରମଣ, ଯୁବକ ଗୁରୁତର
  • ||
  • ଭୁବନେଶ୍ବର : ପଡୋଶୀଙ୍କୁ ବନ୍ଧୁକ ଦେଖାଇଲେ ଯୁବକ, ଅଭିଯୁକ୍ତ ଗିରଫ
  • ||
  • ଚିତ୍ରକୋଣ୍ଡା : ମାଟି ଅତଡ଼ା ଧସି ରାସ୍ତା ଅବରୋଧ, ଯାତାୟତ ଠପ୍‌
  • ||
  • ସୋର : ଆଇନଜୀବୀଙ୍କ ଘରୁ ଚୋରି, ଲକ୍ଷାଧିକ ଟଙ୍କାର ସୁନା ଗହଣା ଓ ନଗଦ ୨୦ ହଜାର ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ
  • ||
  • ଢେଙ୍କାନାଳ: ଅସହାୟ ଯୁବତୀଙ୍କୁ ମାସାଧିକକାଳ ଗଣଦୁଷ୍କର୍ମ ଘଟଣା: ୪ ଅଭିଯୁକ୍ତଙ୍କୁ ଉଠାଇ ଆଣିଲା ପୁଲିସ, ୨ ଫେରାର୍
  • ||
  • ଭଦ୍ରକ: ବାଇକ୍‌କୁ ଧକ୍କା ଦେଲା ଟ୍ରକ୍, ଦୁର୍ଘଟଣାସ୍ଥଳରେ ଚାଲିଗଲା ଦୁଇ ଜୀବନ
  • ||
  • ବାଲେଶ୍ୱର : ଖଡ଼ୁପାହି ବେଳାଭୂମିରୁ ମିଳିଲା ଅଜଣା ମହିଳାଙ୍କ ମୃତଦେହ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • କେନ୍ଦ୍ରାପଡ଼ା ୨୨ ଗାଁରେ କୁକୁଡ଼ା ମରା ଅଭିଯାନ: ପୋତାଗଲା ୪ ହଜାର କୁକୁଡ଼, ଚିକେନ୍‌-ଅଣ୍ଡା ବିକ୍ରି ଉପରେ କଟକଣା
  • ||
  • ନବରଙ୍ଗପୁର : ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଚାଲିଗଲା ଯୁବକଙ୍କ ଜୀବନ, ମୃତ୍ୟୁସଂଖ୍ୟା ୩କୁ ବୃଦ୍ଧି
  • ||
  • କୋରାପୁଟ : ଜଲାପୁଟ ଡ୍ୟାମ୍‌ର ଖୋଲିଲା ୬ଟି ଗେଟ୍‌, ସ୍ପିଲ୍‌ ୱେ ଡ୍ୟାମ୍‌ ଏବଂ ମୁଖ୍ୟ ଡ୍ୟାମ୍‌ ଦେଇ ୨୩,୦୦୦ କ୍ୟୁସେକ ଜଳ ନିଷ୍କାସିତ
  • ||
  • ଭୁବନେଶ୍ୱର: କେଶରୀ ଏନକ୍ଲେଭରେ ବୋମାମାଡ଼, ପାର୍ବଣ ସମୟରେ ପୁଲିସକୁ ଚ୍ୟାଲେଞ୍ଜ
  • ||
  • ବଙ୍ଗୋପସାଗରରେ ଗଭୀର ଅବପାତ: ଉପକୂଳକୁ ଭୀଷଣ, ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କତା ଜାରି କଲେ SRC
  • ||
  • ବୌଦ୍ଧ : ସାପ କାମୁଡ଼ାରେ ତିନି ନାବାଳିକା ଝିଅଙ୍କ ମୃତ୍ୟୁ, ବାପା ଗୁରୁତର
  • ||

ମାଙ୍କଡ଼ ଉପଦ୍ରବ କମାଇବାକୁ ମଙ୍କି ସ୍କ୍ଵାଡ୍ ଗଠନ କରିବେ ସରକାର

ଭୁବନେଶ୍ଵର, ୨୦/୦୮ : ରାଜ୍ୟରେ ମାଙ୍କଡ଼ ଉପଦ୍ରବ କମାଇବା ପାଇଁ ଗଠନ ହେବ ମଙ୍କି ସ୍କ୍ଵାଡ୍। ସମ୍ଵେଦନଶୀଳ ବନଖଣ୍ଡମାନଙ୍କରେ ମଙ୍କି ସ୍କ୍ଵାଡ୍ ଗଠନ କରିବାକୁ ଯୋଜନା କରିଛନ୍ତି ସରକାର। ବିଜେଡି ବିଧାୟକ ଗଣେଶ୍ଵର ବେହେରାଙ୍କ ପ୍ରଶ୍ନରେ ଉତ୍ତର ରଖିଲେ ଜଙ୍ଗଲ ଏବଂ ପରିବେଶ ମନ୍ତ୍ରୀ ରଣେଶ ରାମସିଂ ଖୁଣ୍ଟିଆ।

ଜଙ୍ଗଲ ମନ୍ତ୍ରୀ କହିଛନ୍ତି ଯେ, ମାଙ୍କଡ ଉତ୍ପାତ କରୁଥିବା ଅଞ୍ଚଳରେ ଅଲଟ୍ରାସୋନିକ୍ ମଙ୍କି ରିପିଲର ମେସିନ ସାହାଯ୍ୟରେ ଆଣ୍ଟି ଡିପ୍ରେଡେସନ ଟିମ୍ ପ୍ରତ୍ୟେକ ବନଖଣ୍ଡରେ ମାଙ୍କଡ ଘଉଡ଼ାଇବା ପାଇଁ ସାହାଯ୍ୟ କରୁଛନ୍ତି। ବିପଦ ସୃଷ୍ଟିକାରୀ ମାଙ୍କଡମାନଙ୍କୁ ନିଶ୍ଚେତକ ଦେଇ ଜଙ୍ଗଲରେ ଛଡାଯାଉଛି। ଆବଶ୍ୟକ ସ୍ଥଳେ ଅଭିଜ୍ଞ ମଙ୍କଡିଆମାନଙ୍କର ସାହାଯ୍ୟ ନେଉଛି ବନ ବିଭାଗ। ରାଜ୍ୟର ବିଭିନ୍ନ ଜନଗହଳି ସ୍ଥାନ ଗୁଡିକରେ ଜନ୍ତା ଏବଂ ପ୍ଲାଷ୍ଟିକ ଜାଲର ବ୍ୟବହାର କରାଯାଉଛି। ମାଙ୍କଡଙ୍କୁ ଘଉଡ଼ାଇବା ପାଇଁ ମଙ୍କି ସ୍କାରିଂ କାନନ ଡିଭାଇସ୍‌ର ବ୍ୟବହାର କରାଯାଉଛି। 


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.