PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ପରଲୋକ , ଗୁଳିମାଡ଼ ପରେ ତାଙ୍କୁ ଭୁବନେଶ୍ୱରରେ ହସ୍ପିଟାଲରେ ଭର୍ତ୍ତି କରାଯାଇ ଥିଲା
  • ||
  • ମାଲକାନଗିରି : ମାଓଗଡ଼ରେ ସରକାରଙ୍କ ପକ୍ଷରୁ ୨୦୦ ଗରିବ ଆଦିବାସୀଙ୍କୁ ମୋବାଇଲ ଫୋନ ବଣ୍ଟନ
  • ||
  • ପାକିସ୍ତାନରେ ପୁଣି ମହଙ୍ଗା ମାଡ଼, ପେଟ୍ରୋଲ-ଡିଜେଲ ଦାମରେ ୩୫ ଟଙ୍କା ବୃଦ୍ଧି
  • ||
  • ଝାରସୁଗୁଡ଼ା: ମନ୍ତ୍ରୀ ନବ ଦାସଙ୍କୁ ଗୁଳି ମାଡ଼: ଛାତିରେ ବାଜିଛି ଗୁଳି, ଗୁରୁତର ଅବସ୍ଥାରେ ନିଆଯାଉଛି ହସ୍ପିଟାଲ
  • ||
  • ହକି ବିଶ୍ୱକପ୍‌: ସୁପର ସଣ୍ଡେରେ ଫାଇନାଲ୍ ଫାଇଟ୍, ବେଲଜିୟମ-ଜର୍ମାନୀ ମଧ୍ୟରେ ଟାଇଟଲ ଟକ୍କର
  • ||
  • ଭୂକମ୍ପରେ ଥରିଲା ଇରାନ୍, ୭ ମୃତ, ୪୦୦ରୁ ଅଧିକ ଆହତ
  • ||
  • ମୟୂରଭଞ୍ଜ: ହାତୀମୃତ ଦେହ ମିଳିବା ଘଟଣାରେ ୪ ଶିକାରୀ ଗିରଫ, ୨ ହାତୀଦାନ୍ତ ଜବତ…
  • ||
  • ଆଜି ଦ୍ୱିତୀୟ ଟି-ଟ୍ୱେଣ୍ଟି: ଭାରତ ପାଇଁ ‘କର ବା ମର’, ସିରିଜ ଜିତି ସ୍ୱଦେଶ ଫେରିବା ଲକ୍ଷ୍ୟରେ ନ୍ୟୁଜିଲାଣ୍ଡ
  • ||
  • ଭୁବନେଶ୍ୱର: ଫେବ୍ରୁଆରୀ ୧୦ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ! ସଜେଇ ହେଉଛି ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ
  • ||
  • ଭୁବନେଶ୍ୱର: ଚିନାବାଦାମ ଚାଷର ନୂତନ ଜ୍ଞାନକୌଶଳ ଶିଖିବେ ଓଡ଼ିଆ କୃଷକ, ୮୦ ଚାଷୀଙ୍କୁ ଗୁଜରାଟ ପଠାଇଲା ସୋଆ
  • ||

୨ ସହିଦଙ୍କ ପରିବାର ପାଇଁ ବଢ଼ିଲା ସହାୟତା: ୨୫ଲକ୍ଷ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧୬/୨: ଦୁଇ ଓଡ଼ିଆ ସହିଦଙ୍କ ପରିବାର ପାଇଁ ବଢ଼ିଲା ସହାୟତା ରାଶି । ପୂର୍ବରୁ ଏହି ଅନୁକମ୍ପା ସହାୟତା ରାଶି ୧୦ଲକ୍ଷ ଥିଲା। ଆଜି ତାହା ୨୫ଲକ୍ଷକୁ ବୃଦ୍ଧି କରାଯାଇଛି। ଏହା ସହିତ ସହିଦ ପିଲାଙ୍କ ପାଠ ପଢ଼ା ଖର୍ଚ୍ଚ ବହନ କରିବେ ବୋଲି ପ୍ରତିଶ୍ରୃତି ଦେଇଛନ୍ତି ରାଜ୍ୟ ସରକାର। ଦୁଇ ସହିଦଙ୍କ ଗାଁକୁ ମଡେଲ ପଂଚାୟତ ଘୋଷଣା କରିଛନ୍ତି। ଦୁଇ ସହିଦ ପାଠ ପଢ଼ିଥିବା ସ୍କୁଲକୁ ମଧ୍ୟ ସେମାନଙ୍କ ନାଁରେ ନାମିତ କରାଯିବ ବୋଲି ଘୋଷଣା କରିଛନ୍ତି ରାଜ୍ୟ ସରକାର।