ପ୍ରମୂଖ ଖବର
  • କୋରାପୁଟ : ଗଞ୍ଜେଇ ଚାଲାଣ କରୁଥିବା ବେଳେ ୨ ଛାତ୍ର ଗିରଫ, ୪୦ କେଜିରୁ ଉର୍ଦ୍ଧ୍ୱ ଗଞ୍ଜେଇ ଜବତ
  • ||
  • ନିମାପଡ଼ା : ସ୍କୁଟିକୁ ଧକ୍କା ଦେଲା ଟ୍ରକ୍‌, ଚାଲିଗଲା ମହିଳାଙ୍କ ଜୀବନ
  • ||
  • ଗଞ୍ଜାମ : ୩୩ କେଭି ତାର ସହ ଏଲଟି ଲାଇନର ତ୍ରୁଟି ପୂର୍ଣ୍ଣ ସଂଯୋଗ, ଜଳିଗଲା ୮ରୁ ଉର୍ଦ୍ଧ୍ୱ ଘରର ବିତ୍ୟୁତ ସରଞ୍ଜାମ
  • ||
  • ପୁରୀ : ଶହୀଦ ଜୟୀ ରାଜଗୁରୁଙ୍କ ଶ୍ରାଦ୍ଧ ଦିବସ ପାଳିତ
  • ||
  • ପୁରୀରେ ପୋଲିସ ଆଇନ ୩୦ ଧାରା ୯୦ ଦିନ ପର୍ଯ୍ୟନ୍ତ ବଳବତ୍ତର
  • ||
  • ପୁରୀ : କୁମ୍ଭକାର ଶାଳରେ କୁରାଳ ପଞ୍ଚମୀ ପୂଜାର୍ଚ୍ଚନା
  • ||
  • ସଂସଦରେ ବିରୋଧୀଙ୍କ ହଙ୍ଗାମା, ଅପରାହ୍ନ ୧୨ଟା ଯାଏ ଲୋକସଭା ମୁଲତବୀ
  • ||
  • 'ମୁଁ ରାଜ୍ୟସଭା ରେସ୍‌ରେ ଆଦୌ ନାହିଁ, ଏ ଚର୍ଚ୍ଚା କପୋଳକଳ୍ପିତ'...
  • ||
  • ଚଣ୍ଡିଖୋଲ : ଦୋକାନ ଉପରେ ମାଡ଼ି ଗଲା ଟ୍ରକ୍‌, ୨ ଆହତ
  • ||
  • ଝାରସୁଗୁଡ଼ା : ବାପାକୁ ଚାପୁଡ଼ା ମାରିବାରୁ ଯୁବକଙ୍କୁ ପିଟି ପିଟି ମାରିଦେଲା ପୁଅ, ୨ ଅଟକ
  • ||
  • ସମ୍ବଲପୁର: ଭିଜିଲାନ୍ସ ଜାଲରେ ଏସିଏଫ୍, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୯ଟି ସ୍ଥାନରେ ରେଡ୍
  • ||
  • ଘନ କୁହୁଡି ବଳୟରେ ସୂର୍ଯ୍ୟ ମନ୍ଦିର, କାରୁକାର୍ଯ୍ୟ ଦେଖିବାରୁ ପର୍ଯ୍ୟଟକ ବଞ୍ଚିତ
  • ||
  • ବାରଙ୍ଗ ପୁଅ ବୋହୂ ପୋଡ଼ି ଘଟଣା: ୫ ଦିନ ଜୀବନ ମରଣ ସହ ସଙ୍ଘର୍ଷ ପରେ ଆଖି ବୁଜିଲା ପୁଅ
  • ||
  • ପୁରୀ: ଶନିବାର ଶ୍ରୀମନ୍ଦିରରେ ଓଢ଼ଣ ଷଷ୍ଠୀ: ଘୋଡ଼ ପ୍ରସ୍ତୁତି ଶେଷ, ଆଜି ଅଧିବାସ ନୀତି
  • ||
  • ଶିମିଳିପାଳରୁ ଶିକାରୀଙ୍କୁ ଧରିଲା ଟ୍ରାପ୍ କ୍ୟାମେରା, ୨ ଅଭିଯୁକ୍ତ ଗିରଫ
  • ||
  • ସୁବର୍ଣ୍ଣପୁର ଜିଲ୍ଲାରେ ପୁଣି ଫେରିଛି ଶୀତ, ନିଆଁ ଜାଳି ଥଣ୍ଡାରୁ ରକ୍ଷା ପାଉଛନ୍ତି ଲୋକେ
  • ||
  • ବଡ଼ଧରଣର ଭୂକମ୍ପରେ ଥରିଲା ଉତ୍ତର କାଲିଫର୍ଣ୍ଣିଆ, ରିକ୍ଟର ସ୍କେଲରେ ତୀବ୍ରତା ୭.୦, ସୁନାମୀ ଆଲର୍ଟ
  • ||
  • ଆସନ୍ତା ୧୧ ଯାଏ ରାଜ୍ୟରେ ଶୀତ କମ୍‌,୧୨ରୁ ସାମାନ୍ୟ ବଢ଼ିବ ଜାଡ଼: ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାରେ ହାଲୁକା ବର୍ଷା ଆଶଙ୍କା
  • ||

ଦିଲ୍ଲୀରେ ପ୍ରଦୂଷଣ ପାଇଁ ବଦଳିଲା ସରକାରୀ କାର୍ଯ୍ୟାଳୟର ସମୟ, ହ୍ରାସ ପାଇବ ଟ୍ରାଫିକ୍ ସମସ୍ୟା…

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ ପ୍ରଦୂଷଣ ସ୍ଥିତିକୁ ଦୃଷ୍ଟିରେ ରଖି, ଦିଲ୍ଲୀରେ ସରକାରୀ କାର୍ଯ୍ୟାଳୟ ଗୁଡ଼ିକର ସମୟ ପରିବର୍ତ୍ତନ କରାଯାଇଛି । ମୁଖ୍ୟମନ୍ତ୍ରୀ ଆତିଶୀ କହିଛନ୍ତି ଯେ, ଦିଲ୍ଲୀ ସରକାରୀ କାର୍ଯ୍ୟାଳୟ ଗୁଡ଼ିକର ସମୟ ସକାଳ ୧୦ ଟାରୁ ସନ୍ଧ୍ୟା ୬.୩୦ ପର୍ଯ୍ୟନ୍ତ ପରିବର୍ତ୍ତନ କରାଯାଇଛି । ମୁଖ୍ୟମନ୍ତ୍ରୀ ଆତିଶୀ କହିଛନ୍ତି ଯେ,ଏହି ନିଷ୍ପତ୍ତି ପରେ ଟ୍ରାଫିକ୍ ସମସ୍ୟା ମଧ୍ୟ ବହୁ ପରିମାଣରେ ହ୍ରାସ ପାଇବ ।

ମୁଖ୍ୟମନ୍ତ୍ରୀ ଆତିଶୀ ଟ୍ୱିଟରରେ ଲେଖିଛନ୍ତି ଯେ, ଦିଲ୍ଲୀ ମ୍ୟୁନିସିପାଲିଟି କର୍ପୋରେସନ୍ କାର୍ଯ୍ୟାଳୟ ସକାଳ ସାଢେ ୮ ରୁ ୫ ଟା, କେନ୍ଦ୍ର ସରକାରୀ କାର୍ଯ୍ୟାଳୟ ସକାଳ ୯ ଟାରୁ ସାଢେ ୫ଟା ଏବଂ ଦିଲ୍ଲୀ ସରକାରୀ କାର୍ଯ୍ୟାଳୟ ସକାଳ ୧୦ ରୁ ସନ୍ଧ୍ୟା ସାଢେ ୬ଟା ପର୍ଯ୍ୟନ୍ତ ଚାଲିବ। 

ସୂଚନାଥାଉକି, ଦିଲ୍ଲୀର ପ୍ରଦୂଷଣକୁ ଦୃଷ୍ଟିରେ ରଖି ଆଜି (ଶୁକ୍ରବାର) ସକାଳ ୮ ଟାରୁ GRAP ର ତୃତୀୟ ପର୍ଯ୍ୟାୟ କାର୍ଯ୍ୟକାରୀ କରାଯାଇଛି । ଏଭଳି ପରିସ୍ଥିତିରେ ରାଜଧାନୀରେ ୧୦୬ ଟି ଅତିରିକ୍ତ କ୍ଲଷ୍ଟର ବସ୍ ଚଳାଚଳ କରିବ ଏବଂ ଅତିରିକ୍ତ ୬୦ଟି ମେଟ୍ରୋ ଟ୍ରେନ୍ ଯାତ୍ରା କରିବ । ମୁଖ୍ୟମନ୍ତ୍ରୀ ଆତିଶୀଙ୍କ ଘୋଷଣା ପୂର୍ବରୁ ଦିଲ୍ଲୀର ପରିବେଶ ମନ୍ତ୍ରୀ ଗୋପାଳ ରାୟ ଏହି ସୂଚନା ଦେଇଛନ୍ତି।

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.