ପ୍ରମୂଖ ଖବର
  • ରୁଷକୁ ଟ୍ରମ୍ପଙ୍କ ଅଲ୍ଟିମେଟମ୍, ୫୦ ଦିନ ମଧ୍ୟରେ ଯୁଦ୍ଧ ବନ୍ଦ ନକଲେ ଲଗାଇବେ ଶତ ପ୍ରତିଶତ ଶୁଳ୍କ
  • ||
  • ଛୋଟ ଛୋଟ କଥାରେ ବିବାଦ ଯୋଗୁଁ ବିପଦରେ ପଡ଼ୁଛି ହିନ୍ଦୁ ବିବାହ, ଚିନ୍ତା ପ୍ରକାଶ କଲେ ବମ୍ବେ ହାଇକୋର୍ଟ
  • ||
  • ବାରଙ୍ଗ ବ୍ଲକ ଛକରେ ଆମ ବସ୍ ଧକ୍କାରେ ଯୁବକ ମୃତ, ଘଟଣାସ୍ଥଳରେ ଉତ୍ତେଜନା, ରାସ୍ତାରୋକ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣା, ଏମ୍ସରେ ପୀଡିତାଙ୍କୁ ଭେଟିଲେ ରାଷ୍ଟ୍ରପତି
  • ||
  • ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣାରେ ଏଫଏମ କଲେଜ ଅଧ୍ୟକ୍ଷ ଗିରଫ
  • ||
  • ମାଲକାନଗିରି: ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣରେ ୩ ଗୁରୁତର, -ଜଙ୍ଗଲକୁ ଛତୁ ସଂଗ୍ରହ ପାଇଁ ଯାଇଥିବା ବେଳେ ଫୁଟିଲା ଲ୍ୟାଣ୍ଡମାଇନ୍‌
  • ||
  • କେନ୍ଦୁଝର : ଲଗାଣ ବର୍ଷାରେ ଅସ୍ତବ୍ୟସ୍ତ ତେଲକୋଇ, ପିଟାନାଳି ପୋଲ ଉପରେ ୩ ଫୁଟର ବନ୍ୟା ଜଳ ପ୍ରବାହିତ
  • ||
  • ଭୁବନେଶ୍ୱର : ମୃତ୍ୟୁ ସହ ସଂଘର୍ଷ କରୁଛି ଝିଅ, ସୁସ୍ଥ ହେବା ପାଇଁ ପ୍ରାର୍ଥନା କରନ୍ତୁ କହିଲେ ଏଫଏମ୍ କଲେଜ ପୀଡ଼ିତାଙ୍କ ବାପା
  • ||
  • ଗଞ୍ଜାମ : ମନ୍ଦିର ଗେଟ୍‌ରେ ପିଟିହେଲା ବାଇକ୍‌, ୨ ମୃତ
  • ||
  • ମହାମହିମଙ୍କ ଗସ୍ତ ପାଇଁ କମିଶନରେଟ୍‌ ପୁଲିସ ପକ୍ଷରୁ ଟ୍ରାଫିକ୍ କଟକଣା, ସହର ଭିତରକୁ ୨ ଦିନ ପାଇଁ ଭାରୀଯାନ ମନା
  • ||
  • ପାରାଦ୍ଵୀପର ପରିବା ମାର୍କେଟ୍‌ରେ ଅଗ୍ନିକାଣ୍ଡ, ୬ରୁ ଉର୍ଦ୍ଧ୍ଵ ଦୋକାନ ପୋଡ଼ି ପାଉଁଶ
  • ||
  • ଏଫଏମ୍‌ କଲେଜରେ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା, ଆଜି ବାଲେଶ୍ୱର ଗସ୍ତ କରିବ ପିସିସି ଅନୁଧ୍ୟାନ କମିଟି
  • ||
  • ଶ୍ରାବଣ ସୋମବାର ଉପଲକ୍ଷେ ସୁଦର୍ଶନ ପଟ୍ଟନାୟକଙ୍କ ବାଲୁକା କଳା, ବାଲିରେ ଝଲସିଲେ ଦେବ ଦେବ ମହାଦେବ
  • ||
  • ଭେଣ୍ଟିଲେଟରରେ ମୃତ୍ୟୁ ସହ ଲଢୁଛନ୍ତି FM କଲେଜ ଛାତ୍ରୀ, ଭର୍ଚୁଆଲରେ ଦିଲ୍ଲୀ ଏମ୍ସର ପରାମର୍ଶରେ ଚାଲିଛି ଡାୟାଲିସିସ୍‌
  • ||
  • ଡେଲାଙ୍ଗରେ ବ୍ୟାପିଛି ବାର୍ଡ ଫ୍ଲୁ, ଚିକେନ୍ ପ୍ରେମୀଙ୍କ ମନରେ ଛନକା, ଦୁଇ ଦିନରେ ମରାଗଲାଣି ୬,୭୩୧ କୁକୁଡ଼ା
  • ||
  • ମହାକାଶରୁ ଶୁଭାଂଶୁଙ୍କ ମେସେଜ୍, କହିଲେ ସାରେ ଜହାଁ ସେ ଅଛା, ହିନ୍ଦୁସ୍ତାନ ହମାରା, ଆଜି ମହାକାଶରୁ ପୃଥିବୀ ଅଭିମୁଖେ ଯାତ୍ରା
  • ||
  • ଲଣ୍ଡନ ସାଉଥ୍‌ଏଣ୍ଡ୍ ଏୟାରପୋର୍ଟରେ ବିମାନ ଦୁର୍ଘଟଣା, ଉଡ଼ାଣର କିଛି ସମୟ ଭିତରେ ଜଳିଗଲା ବିଚ୍‌କ୍ରାଫ୍ B200 ସୁପରକିଙ୍ଗ୍
  • ||
  • ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି: ଏମ୍‌ସ, ରେଭେନ୍ସା ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ସମାରୋହରେ ଦେବେ ଯୋଗ
  • ||
  • ବଙ୍ଗୋପସାଗରରେ ଯୋଡ଼ା ଲଘୁଚାପ ସକ୍ରିୟ: ଆଜି ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ||
  • ଶ୍ରାବଣ ମାସର ପ୍ରଥମ ସୋମବାରରେ ଚଳଚଞ୍ଚଳ ଧବଳେଶ୍ଵରଙ୍କ ପୀଠ, ଶ୍ରାବଣୀ ଲିଙ୍ଗରେ ଜଳଲାଗି କଲେ କାଉଡ଼ିଆ
  • ||

ଦିଲ୍ଲୀରେ ପ୍ରଦୂଷଣ ପାଇଁ ବଦଳିଲା ସରକାରୀ କାର୍ଯ୍ୟାଳୟର ସମୟ, ହ୍ରାସ ପାଇବ ଟ୍ରାଫିକ୍ ସମସ୍ୟା…

Published By : Ladu Kishor | November 15, 2024 6:32 PM

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ ପ୍ରଦୂଷଣ ସ୍ଥିତିକୁ ଦୃଷ୍ଟିରେ ରଖି, ଦିଲ୍ଲୀରେ ସରକାରୀ କାର୍ଯ୍ୟାଳୟ ଗୁଡ଼ିକର ସମୟ ପରିବର୍ତ୍ତନ କରାଯାଇଛି । ମୁଖ୍ୟମନ୍ତ୍ରୀ ଆତିଶୀ କହିଛନ୍ତି ଯେ, ଦିଲ୍ଲୀ ସରକାରୀ କାର୍ଯ୍ୟାଳୟ ଗୁଡ଼ିକର ସମୟ ସକାଳ ୧୦ ଟାରୁ ସନ୍ଧ୍ୟା ୬.୩୦ ପର୍ଯ୍ୟନ୍ତ ପରିବର୍ତ୍ତନ କରାଯାଇଛି । ମୁଖ୍ୟମନ୍ତ୍ରୀ ଆତିଶୀ କହିଛନ୍ତି ଯେ,ଏହି ନିଷ୍ପତ୍ତି ପରେ ଟ୍ରାଫିକ୍ ସମସ୍ୟା ମଧ୍ୟ ବହୁ ପରିମାଣରେ ହ୍ରାସ ପାଇବ ।

ମୁଖ୍ୟମନ୍ତ୍ରୀ ଆତିଶୀ ଟ୍ୱିଟରରେ ଲେଖିଛନ୍ତି ଯେ, ଦିଲ୍ଲୀ ମ୍ୟୁନିସିପାଲିଟି କର୍ପୋରେସନ୍ କାର୍ଯ୍ୟାଳୟ ସକାଳ ସାଢେ ୮ ରୁ ୫ ଟା, କେନ୍ଦ୍ର ସରକାରୀ କାର୍ଯ୍ୟାଳୟ ସକାଳ ୯ ଟାରୁ ସାଢେ ୫ଟା ଏବଂ ଦିଲ୍ଲୀ ସରକାରୀ କାର୍ଯ୍ୟାଳୟ ସକାଳ ୧୦ ରୁ ସନ୍ଧ୍ୟା ସାଢେ ୬ଟା ପର୍ଯ୍ୟନ୍ତ ଚାଲିବ। 

ସୂଚନାଥାଉକି, ଦିଲ୍ଲୀର ପ୍ରଦୂଷଣକୁ ଦୃଷ୍ଟିରେ ରଖି ଆଜି (ଶୁକ୍ରବାର) ସକାଳ ୮ ଟାରୁ GRAP ର ତୃତୀୟ ପର୍ଯ୍ୟାୟ କାର୍ଯ୍ୟକାରୀ କରାଯାଇଛି । ଏଭଳି ପରିସ୍ଥିତିରେ ରାଜଧାନୀରେ ୧୦୬ ଟି ଅତିରିକ୍ତ କ୍ଲଷ୍ଟର ବସ୍ ଚଳାଚଳ କରିବ ଏବଂ ଅତିରିକ୍ତ ୬୦ଟି ମେଟ୍ରୋ ଟ୍ରେନ୍ ଯାତ୍ରା କରିବ । ମୁଖ୍ୟମନ୍ତ୍ରୀ ଆତିଶୀଙ୍କ ଘୋଷଣା ପୂର୍ବରୁ ଦିଲ୍ଲୀର ପରିବେଶ ମନ୍ତ୍ରୀ ଗୋପାଳ ରାୟ ଏହି ସୂଚନା ଦେଇଛନ୍ତି।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.