ପ୍ରମୂଖ ଖବର
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ମାମଲାରେ ଆକ୍ସନ୍‌, ୫ ଜଣଙ୍କୁ ନିଲମ୍ବନ କଲା ରାଜ୍ୟ ବିଜେପି
  • ||
  • ଜୁଲାଇ ୧୪​‌ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଏମ୍‌ସ ସମାବର୍ତ୍ତନ ଉତ୍ସବରେ ଦେବେ ଯୋଗ
  • ||
  • କେମିକାଲ ଫ୍ୟାକ୍ଟ୍ରିରେ ବିସ୍ଫୋରଣ ଘଟଣା: ମୃତ୍ୟୁ ସଂଖ୍ୟା ୩୮କୁ ବୃଦ୍ଧି, ଆହୁରି ବଢ଼ିପାରେ
  • ||
  • ତେଲେଙ୍ଗାନା ରାସାୟନିକ ଫ୍ୟାକ୍ଟ୍ରିରେ ବିସ୍ଫୋରଣ; ୩୫କୁ ବଢିଲା ମୃତ୍ୟୁସଂଖ୍ୟା
  • ||
  • ବୁଧବାରଠୁ ଇଂଲଣ୍ଡ- ଭାରତ ଦ୍ୱିତୀୟ ଟେଷ୍ଟ: ଆର୍ଚରଙ୍କୁ ମିଳିଲାନି ସ୍ଥାନ, ଅପରିବର୍ତ୍ତିତ ବେନ୍‌ ସେନା
  • ||
  • ପୁରୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଅପରାହ୍ନରେ ସେବାୟତଙ୍କ ସହ ଆଲୋଚନା
  • ||
  • ମଙ୍ଗଳବାର ହେରାପଞ୍ଚମୀ: ନନ୍ଦିଘୋଷ ଭାଙ୍ଗିବେ ମାଆ ଲକ୍ଷ୍ମୀ ସାଆନ୍ତାଣୀ, ରାତି ସାଢ଼େ ୯ଟାରେ ଶରଧାବାଲିକୁ ବିଜେ କରିବେ
  • ||
  • ଆସନ୍ତା ୫ ଦିନ ଯାଏ ବର୍ଷା ସମ୍ଭାବନା, ଉତ୍ତର-ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷିବ: ୧୨ ଜିଲ୍ଲାରେ ଅଧିକ, ୧୫ରେ ସ୍ୱାଭାବିକ
  • ||
  • ପାରାଦୀପ: ତେଲ ଟ୍ୟାଙ୍କର -କାର୍ ମୁହାଁମୁହିଁ ଧକ୍କା, ଘଟଣାସ୍ଥଳରେ କାର୍ ଡ୍ରାଇଭରଙ୍କ ମୃତ୍ୟୁ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା , ସମୂହ ଛୁଟି ନିଷ୍ପତ୍ତିରୁ ଓହରିଲା ଓଏଏସ ସଂଘ
  • ||

ମଦ ପିଇବାକୁ ଟଙ୍କା ମାଗିଲା... ନଦେବାରୁ ଜେଜେମାଆ ତଣ୍ଟିରେ ଚଢିଗଲା ନାତି

Published By : Rasmita Pradhan | February 18, 2025 1:21 PM

ଭୁବନେଶ୍ଵର, ୧୮/୦୨ : ମଦ ପିଇବାକୁ ଟଙ୍କା ଦେଲାନି ବୋଲି ଜେଜେମାଆର ତଣ୍ଟି ଉପରେ ଠିଆ ହୋଇଗଲା ନାତି। ଢେଙ୍କାନାଳ ଜିଲ୍ଲା କଙ୍କଡ଼ାହାଡ଼ ଥାନା ବାଲିସାହିରେ ଘଟିଛି ଏଭଳି ବିଭତ୍ସ ହତ୍ୟାକାଣ୍ଡ। ଅଭିଯୁକ୍ତକୁ ଅଟକ ରଖି ତଦନ୍ତ କରୁଛି ପୋଲିସ। 

ସୂଚନାନୁଯାୟୀ, କଙ୍କଡ଼ାହାଡ଼ ଥାନା ବାଲିସାହିର ଶ୍ରୀମତି ଦଣ୍ଡପାଟ ଘରେ ଥିବା ବେଳେ ନାତି ଲିକୁ ସିଂହ ମଦ ପିଇବାକୁ ଟଙ୍କା ମାଗିଥିଲା। ଜେଜେମାଆ ବାରଣ କରିବାରୁ ଲିକୁ ତାଙ୍କୁ ମାଡ଼ ମାରିବା ସହ ତଣ୍ଟି ଉପରେ ଠିଆ ହୋଇଯାଇଥିଲା। ଏହି ସମୟରେ ଲିକୁର ମାଆ ବାରଣ କରିବାରୁ ତାଙ୍କୁ ମଧ୍ୟ ମାଡ଼ ମାରିଥିଲା। ତେବେ ଘଟଣାସ୍ଥଳରେ ଜେଜେମାଆର ମୃତ୍ୟୁ ହୋଇଥିଲା। ଖବର ପାଇ କଙ୍କଡ଼ାହାଡ଼ ପୋଲିସ ଅଭିଯୁକ୍ତ ଲିକୁ ସିଂହକୁ ଅଟକ ରଖିଛି। ଘଟଣା ସ୍ଥଳରେ କାମାକ୍ଷାନଗର ଏସଡିପିଓ ଜ୍ଞାନରଞ୍ଜନ ମିଶ୍ର, ଜିଲ୍ଲା ସାଇଣ୍ଟିଫିକ ଟିମ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।

ଏହି ଖବରଟିକୁ ପଢନ୍ତୁ-ବାଇକ୍‌କୁ ଧକ୍କା ଦେଇ ଡିଭାଇଡର ଉପରକୁ ଚଢିଗଲା ଗୋରୁ ବୋଝେଇ ଟ୍ରେଲର, ୩୪ ଗୋରୁ ଉଦ୍ଧାର

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.