ପ୍ରମୂଖ ଖବର
  • ବିଶ୍ୱ ପୁଲିସ ଓ ଅଗ୍ନିଶମ କ୍ରୀଡ଼ାରେ ଇତିହାସ ରଚିଲା ଓଡ଼ିଶା ପୁଲିସ; ମିଳିଲା ୯ ସ୍ୱର୍ଣ୍ଣ, ୨ଟି ରୌପ୍ୟ ଓ ୩ଟି ବ୍ରୋଞ୍ଜ ପଦକ
  • ||
  • ଝାରସୁଗୁଡାରେ ବର୍ଷା ବିତ୍ପାତ, ୪ ବ୍ଲକରେ ଅତି ପ୍ରବଳ ବର୍ଷା ରେକର୍ଡ
  • ||
  • କଟକ : କାର୍‌ - ବାଇକ୍‌ ମୁହାଁମୁହିଁ ଧକ୍କା; ଜଣେ ଗୁରୁତର, ୨ ଆହତ
  • ||
  • ନୟାଗଡ଼ : ଟାଙ୍ଗିଆ ଚୋଟରେ ବୃଦ୍ଧଙ୍କ ମୃତ୍ୟୁ, ଅଭିଯୁକ୍ତ ଅଟକ
  • ||
  • ପୂଜାର୍ଚ୍ଚନା ପରେ ଖୋଲିଲା ହୀରାକୁଦର ୭ ନମ୍ବର ଗେଟ୍, ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ
  • ||
  • ମହଣ ମହଣ ସୁନାରେ ଝଟକିବେ ଦାରୁବ୍ରହ୍ମ, ରଥାରୂଢ଼ ଶ୍ରୀଜିଉଙ୍କ ରାଜରାଜେଶ୍ୱର ବେଶ ଦର୍ଶନ କରିବେ ଶ୍ରଦ୍ଧାଳୁ
  • ||
  • ଆମେରିକା ଟେକ୍ସାସରେ ଭୟଙ୍କର ବନ୍ୟା ସ୍ଥିତି, ୪୩ ମୃତ ୨୩ ନିଖୋଜ
  • ||
  • ଟ୍ରମ୍ପଙ୍କୁ ସିଧା ଟକ୍କର ଦେବେ ଏଲନ ମସ୍କ; ନୂଆ ଦଳର କଲେ ଘୋଷଣା
  • ||
  • ଲଘୁଚାପ ରୂପ ନେଇପାରେ ଘୂର୍ଣ୍ଣିବଳୟ: ଆସନ୍ତା ୩ ଦିନ ପ୍ରବଳ ବର୍ଷା ସମ୍ଭାବନା, ୮ରୁ ଉପକୂଳରେ କମିବ
  • ||

ଗଞ୍ଜାମ ପୋଲିସକୁ ବଡ଼ ସଫଳତା, ଜବତ କଲା ୧୭ଟି ମାଉଜର ଓ ୬୬ଟି ଗୁଳି

Published By : Krishna Priya | May 4, 2025 12:48 PM

ଗଞ୍ଜାମ  ୦୪/୦୫ : ଗଞ୍ଜାମ ପୋଲିସକୁ ବଡ଼ ସଫଳତା। ଅପରାଧ ଦମନ କରିବାକୁ ସ୍ଵତନ୍ତ୍ର ଡ୍ରାଇଭ୍। ସପ୍ତାହେ ଧରି ଚାଲିଥିବା ସ୍ଵତନ୍ତ୍ର ଡ୍ରାଇଭରେ ଜବତ ହୋଇଛି ୧୭ଟି  ମାଉଜର ଓ ୬୬ଟି ଗୁଳି। ଜିଲ୍ଲାରେ ୬ଟି ଥାନାର ପୋଲିସ ଏହି ଡ୍ରାଇଭରେ ସାମିଲ ଥିଲେ। ୧୮ଜଣଙ୍କୁ ଗିରଫ କରାଯାଇଛି। ଗିରଫ ମାନଙ୍କ ଭିତରେ ବହୁ ପେଶାଦାର ଅପରାଧୀ ଅଛନ୍ତି।  ଦକ୍ଷିଣାଞ୍ଚଳ ଆଇଜି ନୀତି ଶେଖର ଓ ଗଞ୍ଜାମ ଏସପି ଶୁଭେନ୍ଦୁ ପାତ୍ର ଛତ୍ରପୁର ଜିଲ୍ଲା ପୋଲିସ କାର୍ଯ୍ୟାଳୟରେ ସାମ୍ବାଦିକ ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.