ପ୍ରମୂଖ ଖବର
  • କାଲିମେଳା: ଲଗାଣ ବର୍ଷାରେ ବେହାଲ ଜନଜୀବନ, ପାହାଡ ଧସିବାରୁ ରାସ୍ତା ବନ୍ଦ
  • ||
  • ସପ୍ତଦଶ ବିଧାନସଭାର ବଜେଟ୍ ଅଧିବେଶ ଆରମ୍ଭ, ପ୍ରଥମ ଦିନରେ ଅଭିଭାଷଣ ରଖିଲେ ରାଜ୍ୟପାଳ ରଘୁବର ଦାସ
  • ||
  • ଯାଜପୁର : ଭାରସାମ୍ୟ ହରାଇ ଓଲଟିଲା ​କାଉଡିଆଙ୍କୁ ନେଇ ଯାଉଥିବା ବସ୍, ୫ରୁ ଉର୍ଦ୍ଧ୍ଵ ଆହତ
  • ||

ପୁଣି ଅଶାନ୍ତ ପଦ୍ମକେଶରପୁର, ଦୁଇ ଗୋଷ୍ଠୀ ମୁହାଁମୁହିଁ

ଭୁବନେଶ୍ବର,୬।୭ : ପୁଣି ଅଶାନ୍ତ ପଦ୍ମକେଶରପୁର। ଦୁଇ ଗୋଷ୍ଠୀ ହେଲେ ମୁହାଁମୁହିଁ। ଢେଲା ପଥର ମାଡକୁ ବୋମା ମାଡ଼ । ତେବେ ୨ ଗୋଷ୍ଠୀ ମୁହାଁମୁହଁରେ  ଏକାଧିକ ଆହତ ହୋଇଛନ୍ତି। ଖବର ପାଇ  ଘଟଣା ସ୍ଥଳରେ ପୁଲିସ୍ ପହଞ୍ଚିଛି।    ମଞ୍ଚେଶ୍ବର ଓ ଇନଫୋସିଟି ପୋଲିସ ଘଟଣାସ୍ଥଳରେ ପହଞ୍ଚିଛନ୍ତି। 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Rath Yatra

Copyright © 2024 - Summa Real Media Private Limited. All Rights Reserved.