PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁଣି ମହଙ୍ଗା ହେଲା ଅମୁଲ ଓ ମଦର ଡାଏରୀ କ୍ଷୀର ଦାମ୍, ଲିଟର ପ୍ରତି ବଢିଲା ୨ ଟଙ୍କା
  • ||
  • ଜମ୍ମୁ-କାଶ୍ମୀରରେ ୩୯ ଜଣ ଆଇଟିବିପି ଯବାନଙ୍କୁ ନେଇ ଯାଉଥିବା ବସ୍‌ ନଦୀରେ ଖସିଲା, ୭ ମୃତ
  • ||
  • ସୁନ୍ଦରଗଡ଼ : ଲଗାଣ ବର୍ଷାରେ ବେହାଲ ହେମଗିର ବ୍ଲକ, ଭାଙ୍ଗିଗଲା ୧୨ ଘର
  • ||
  • ଭୁବନେଶ୍ଵର : ବନ୍ୟା ପରିସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ୧୦ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ
  • ||
  • ଭୁବନେଶ୍ଵର : ରାଜ୍ୟରେ ବନ୍ୟା ମୁକାବିଲା ପାଇଁ ପ୍ରସ୍ତୁତ ସରକାର, ୭ଦିନ ଯାଏଁ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ
  • ||
  • ଭୁବନେଶ୍ଵର : ରାଜ୍ୟରେ ୩ ଦିନ ପ୍ରବଳ ବର୍ଷା ସମ୍ଭାବନା
  • ||
  • ଭୁବନେଶ୍ଵର : ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଆବଶ୍ୟକ ପଦକ୍ଷେପ ନେବେ ଜିଲ୍ଲାପାଳ- ଏସଆରସି
  • ||
  • ନୟାଗଡ଼ : ନୟାଗଡ଼ର ୩୦ଟି ବିଦ୍ୟାଳୟକୁ ଛୁଟି ଘୋଷଣା
  • ||
  • କଟକ : ମୁଣ୍ଡଳୀ ନିକଟରେ ବିପଦ ସଙ୍କେତ ଟପିଲା ମହାନଦୀର ଜଳସ୍ତର
  • ||
  • ଭଦ୍ରକ : ବୈତରଣୀରେ ବନ୍ୟା, ଧାମନଗର ଓ ଭଣ୍ଡାରିପୋଖରୀ ବ୍ଲକର ୩୫ରୁ ଉର୍ଦ୍ଧ୍ଵ ଗାଁ ଜଳବନ୍ଦୀ
  • ||
  • ଭୁବନେଶ୍ଵର : ରାଜ୍ୟରେ ଖସୁଛି କରୋନା ଗ୍ରାଫ୍, ୨୪ ଘଣ୍ଟା ମଧ୍ୟରେ ୨୫୫ ପଜିଟିଭ୍ ଚିହ୍ନଟ
  • ||
  • ବଲାଙ୍ଗୀର : ବଲାଙ୍ଗୀରରେ ବିଭତ୍ସ ହତ୍ୟା, ମାଆ ସମ୍ମୁଖରେ ପୁଅକୁ ଖଣ୍ଡାରେ ହାଣିଲେ ଦୁର୍ବୃତ୍ତ
  • ||

ଦେଶରେ ବୈଦେଶିକ ମୁଦ୍ରା ଭଣ୍ଡାରରେ ବୃଦ୍ଧି

freshheadline.com

ମୁମ୍ବାଇ, ୦୨/୦୭: ଦେଶର ବୈଦେଶିକ ମୁଦ୍ରା ଭଣ୍ଡାରରେ ବୃଦ୍ଧି ଘଟିଛି । ଜୁନ୍‌ ୨୪ରେ ଶେଷ ହୋଇଥିବା ସପ୍ତାହରେ ଏଥିରେ ୨୭୩.୪ କୋଟି ଡଲାର ବୃଦ୍ଧି ଘଟିଛି । ଫଳରେ ଏହା ୫୯୩୩୨.୩ କୋଟି ଡଲାରରେ ପହଞ୍ଚିଛି । ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ପ୍ରଦତ୍ତ ତଥ୍ୟରୁ ଏହା ଜଣାପଡ଼ିଛି ।

ଏହାର ପୂର୍ବ ସପ୍ତାହରେ ମୁଦ୍ରା ଭଣ୍ଡାରରେ ୫୮୭ କୋଟି ଡଲାର ହ୍ରାସ ଘଟିଥିଲା । ଫଳରେ ଏହା ୫୯୦୫୮.୮ କୋଟି ଡଲାରକୁ ଖସି ଆସିଥିଲା । ଜୁନ୍‌ ୧୦ରେ ଶେଷ ହୋଇଥିବା ସପ୍ତାହରେ ଏହା ୪୫୯.୯ କୋଟି ଡଲାର ଏବଂ ଜୁନ୍‌ ୩ରେ ଶେଷ ହୋଇଥିବା ସପ୍ତାହରେ ଏହା ୩୦.୬ କୋଟି ଡଲାର ଖସିଯାଇଥିଲା।