ପ୍ରମୁଖ ଖବର
  • ଅଯୋଧ୍ୟାରେ ରାମଲାଲାଙ୍କ ସୂର୍ଯ୍ୟତିଳକ, ଦିବ୍ୟ ରୂପ ଦେଖି ଭକ୍ତିରେ ବିଭୋର ହେଲେ ଶ୍ରଦ୍ଧାଳୁ
  • ||
  • ଦିନ ସାଢେ ୧୧ଟାରେ ୪୦ ଡିଗ୍ରୀ ଛୁଇଁଲା ତାପମାତ୍ରା, ବାଲେଶ୍ଵରରେ ସର୍ବାଧିକ ରେକର୍ଡ
  • ||
  • ଭୁବନେଶ୍ୱର : ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଯୋଗୁଁ ୩ ଦିନ ସ୍କୁଲ ଛୁଟି
  • ||
  • ମୁମ୍ୱାଇ: ଶୋଇବା ଅଧିକାର ମୌଳିକ ଆବଶ୍ୟକତା, ରାତି ଅଧରେ ଜେରା କରିବାରୁ ଇଡିକୁ ହାଇକୋର୍ଟ ନୋଟିସ୍‌
  • ||
  • ନୂଆଦିଲ୍ଲୀ : ଦ୍ୱିତୀୟ ପର୍ଯ୍ୟାୟ ଲୋକସଭା ନିର୍ବାଚନ: ୧୬୭ ଜଣଙ୍କ ବିରୋଧରେ ସଙ୍ଗିନ ମାମଲା, କଂଗ୍ରେସର ଭେଙ୍କଟରମଣ ସବୁଠୁ ଧନୀ
  • ||
  • ଭୁବନେଶ୍ୱର : ପିସିସି ପ୍ରଚାର କମିଟି ବୈଠକ, ୨୮ରେ ଓଡ଼ିଶା ଆସିବେ ରାହୁଲ ଗାନ୍ଧି
  • ||
  • ଆଇପିଏଲ୍‌ରେ ଆଜି ଦିଲ୍ଲୀ ଓ ଗୁଜୁରାଟ ମଧ୍ୟରେ ଟକ୍କର, ଅହମ୍ମଦାବାଦରେ ହେବ ମୁକାବିଲା
  • ||
  • ଦୁବାଇରେ ବର୍ଷାର ପ୍ରକୋପ, ଚାରିଆଡେ ଖାଲି ପାଣି ପାଣି, ଓମାନରେ ଚାଲିଗଲା ୧୮ ଜୀବନ
  • ||
  • ଭୁବନେଶ୍ଵର : ଅସହ୍ୟ ତାତି ଓ ଗୁଳୁଗୁଳିରେ ସିଝୁଛି ରାଜ୍ୟ, ୪ ଦିନ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ, ୧୮ ଓ ୧୯ରେ ୪୫ ଡିଗ୍ରୀ ଛୁଇଁବ
  • ||
  • ଭୁବନେଶ୍ଵର : ଆଜି ପବିତ୍ର ରାମନବମୀ, ପ୍ରାଣ ପ୍ରତିଷ୍ଠା ପରେ ଅଯୋଧ୍ୟାରେ ପ୍ରଥମ ରାମନବମୀ, ଆସିବେ ୨୫ ଲକ୍ଷ ଶ୍ରଦ୍ଧାଳୁ
  • ||

ଏପ୍ରିଲ ପହିଲାରୁ ମହଙ୍ଗା ହେବ ଏଚ୍‌୧ବି ଭିଜା, ଗ୍ରୀନକାର୍ଡ

ନୂଆଦିଲ୍ଲୀ, ୦୧/୦୪: ଏପ୍ରିଲ ପହିଲାରୁ ମହଙ୍ଗା ହେବ ଏଚ୍‌୧ ବି ଭିଜା  ଏବଂ ଗ୍ରୀନକାର୍ଡ । ଇମିଗ୍ରେସନ ଦେୟ ବୃଦ୍ଧି  ଉପରେ ରୋକ ଲଗାଇବାକୁ ଆମେରିକା  ଡିଷ୍ଟ୍ରିକ୍ଟ କୋର୍ଟ ମନା କରିଦେବା ପରେ  ଏଭଳି ବର୍ଗର ଭିଜା ପାଇଁ ଲୋକଙ୍କୁ  ଅଧିକ ଦେୟ ଭରିବାକୁ ପଡିବ । ଆମେରିକାରେ କାର୍ଯ୍ୟରତ କର୍ମଚାରୀ  ମାନେ ଭିଜା ଏବଂ ଇମିଗ୍ରେସନ ପାଇଁ  ଅଧିକ ଦେୟ ଦେବେ । ଭିଜା ଦେୟ  ବୃଦ୍ଧି ନିଷ୍ପତ୍ତି ସମ୍ପର୍କରେ ଆଇଟି ସର୍ଭିସ  ଆଲାଏନ୍ସ ଏବଂ ଏଆଇଆଇଏ କୋର୍ଟଙ୍କ  ଦ୍ୱାରସ୍ଥ ହୋଇଛନ୍ତି । ଏହି ମାମଲା ଆଗକୁ  ମଧ୍ୟ ଜାରି ରହିବ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.