ପ୍ରମୂଖ ଖବର
  • LOC ଏବଂ IBରେ କଡ଼ା ଜବାବ, ପାକିସ୍ତାନର ୫୦ରୁ ଉର୍ଦ୍ଧ୍ଵ ଡ୍ରୋନ୍ ଖସାଇଲା ଭାରତ
  • ||
  • ଶ୍ରୀକ୍ଷେତ୍ରରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା, ପୋଲିସ ଛାଉଣୀରେ ବଡ଼ଦେଉଳ
  • ||
  • ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ମୟୂରଭଞ୍ଜ : ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ଘୋର ଆର୍ଥିକ ସଂକଟରେ ପାକ୍‌ ଅର୍ଥନୀତି: ଆଜି ପାକ୍‌କୁ ଋଣ ପ୍ରଦାନ ନେଇ ସମୀକ୍ଷା କରିବ ଆଇଏମ୍‌ଏଫ, ଭାରତର ବିରୋଧ
  • ||
  • ଅମୃତସର ବାସିନ୍ଦାଙ୍କୁ ଘରେ ରହିବାକୁ ନିର୍ଦ୍ଦେଶ, ଝରକା ଠାରୁ ଦୂରରେ ଏବଂ ଲାଇଟ୍ ବନ୍ଦ ରଖିବାକୁ ନିର୍ଦ୍ଦେଶାବଳୀ ଜାରି
  • ||
  • ଭାରତୀୟ ସେନାକୁ ସଫଳତା , ଧରାପଡିଲା ପାକିସ୍ତାନୀ ପାଇଲଟ୍
  • ||
  • ସମୀକ୍ଷା କରିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, CDS ଏବଂ ୩ ସେନା ମୁଖ୍ୟଙ୍କ ସହ ଯୁଦ୍ଧ ସ୍ଥିତି ନେଇ କରିବେ ଆଲୋଚନା
  • ||
  • ଭାରତ-ପାକ୍ ଯୁଦ୍ଧ ନେଇ ସସପେନ୍ସ: ଆଇପିଏଲ୍‌ ଆୟୋଜନ ଉପରେ ହୋଇପାରେ ବଡ଼ ନିଷ୍ପତ୍ତି
  • ||
  • ବାଲେଶ୍ବର ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିରେ ବଢ଼ିଲା ସୁରକ୍ଷା, ଅପରାହ୍ନ ୨ଟାରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ
  • ||
  • ପାକିସ୍ତାନ ଉପରେ ଆକ୍ରମଣକୁ ନେଇ ବିସ୍ତୃତ ତଥ୍ୟ ଦେବ ବୈଦେଶିକ ମନ୍ତ୍ରଣାଳୟ,ସକାଳ ୯ଟାରେ ପ୍ରେସ ମିଟ୍
  • ||
  • ରାଜ୍ୟରେ ଆହୁରି ବଢ଼ିବ ଗରମ ପ୍ରକୋପ, ୧୦ରୁ ୧୪ ପ୍ରଚଣ୍ଡ ତାତି,ପଶ୍ଚିମରେ ହିଟ୍‌ୱେଭ୍‌, ଉପକୂଳରେ ଗୁଳୁଗୁଳି ଆଶଙ୍କା
  • ||

ହ୍ୟାଣ୍ଡବଲ ପୁରୁଷ ଦଳର ଭୁବନେଶ୍ୱର ଗସ୍ତ

Published By : Prameya | March 14, 2025 7:02 PM

ବ୍ରହ୍ମପୁର,୧୪/୩ : ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ କ୍ରୀଡ଼ା ପରିଷଦ ପକ୍ଷରୁ ଆଜି ପୁରୁଷ ହ୍ୟାଣ୍ଡବଲ୍ ଦଳ ଭୁବନେଶ୍ୱର ଗସ୍ତ କରିଛନ୍ତି l ଭୁବନେଶ୍ବରସ୍ଥିତ କିଟ୍ ବିଶ୍ଵବିଦ୍ୟାଳୟଠାରେ ଚଳିତ ମାସ ୧୬ ଠାରୁ ୧୮ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ପୂର୍ବାଞ୍ଚଳ ଅନ୍ତଃ ବିଶ୍ଵବିଦ୍ୟାଳୟ ପ୍ରତିଯୋଗିତାରେ ଭାଗ ନେବେ। ଦଳରେ ବିଷମ କଟକ ମା’ ମlର୍କlମା ଯୁକ୍ତ ୩ କଲେଜର ରମେଶ ହିକାକା, କୃଷ୍ଣ ଟିଆକା, ଦିଲୀପ ବେହେରା, ରୋହିତ ଡାକୁଆ, ବ୍ରହ୍ମପୁର ସିଟି କଲେଜର ରାକେଶ ସାହୁ, ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ପିଜି ବିଭାଗର ସନ୍ଦୀପ ଦାସ, ସାର୍ଥକ ଦର୍ଶନ ଜାଲି, ନିର୍ମଳ ପ୍ରଧାନ, କରନ୍ ପ୍ରଧାନ, ଅଜିତ ଦାସ, ବ୍ରହ୍ମପୁର ଇମ୍ପିରିଆଲ କଲେଜର ଜେ.ହେମନ୍ତ, ଚିନଗା ସାଇ କିରନ ଦଳରେ ରହିଥିବାବେଳେ ମ୍ୟାନେଜର ଭାବେ ପୋଲସରା ସାଇନ୍ସ କଲେଜର ପିଇଟି ଦୀପକ ସ୍ବାଇଁ, କୋଚ ଭାବେ ବ୍ରହ୍ମପୁରର ବିକାଶ ସାମଲ ଦଳରେ ଗସ୍ତ କରିଛନ୍ତି l 

ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ କ୍ରୀଡ଼ା ପରିଷଦ ପକ୍ଷରୁ କୁଳପତି ପ୍ରଫେସର ଗୀତାଞ୍ଜଳି ଦାଶ, କ୍ରୀଡ଼ା ପରିଷଦ ସମ୍ପାଦକ ଡ଼.ସାରଦା ପ୍ରସାଦ ସାହୁ, ରାଜେଶ ମହାନ୍ତି, ପ୍ରଶାନ୍ତ ରଥ, ସୁରେଶ ଚନ୍ଦ୍ର ପାଢି, ରବି ଚରଣ ମିଶ୍ର, ପ୍ରଦୀପ ନାୟକ ପ୍ରମୁଖ ଶୁଭେଚ୍ଛା ଜଣାଇଛନ୍ତି l

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.