ପ୍ରମୂଖ ଖବର
  • ରୁଷକୁ ଟ୍ରମ୍ପଙ୍କ ଅଲ୍ଟିମେଟମ୍, ୫୦ ଦିନ ମଧ୍ୟରେ ଯୁଦ୍ଧ ବନ୍ଦ ନକଲେ ଲଗାଇବେ ଶତ ପ୍ରତିଶତ ଶୁଳ୍କ
  • ||
  • ଛୋଟ ଛୋଟ କଥାରେ ବିବାଦ ଯୋଗୁଁ ବିପଦରେ ପଡ଼ୁଛି ହିନ୍ଦୁ ବିବାହ, ଚିନ୍ତା ପ୍ରକାଶ କଲେ ବମ୍ବେ ହାଇକୋର୍ଟ
  • ||
  • ବାରଙ୍ଗ ବ୍ଲକ ଛକରେ ଆମ ବସ୍ ଧକ୍କାରେ ଯୁବକ ମୃତ, ଘଟଣାସ୍ଥଳରେ ଉତ୍ତେଜନା, ରାସ୍ତାରୋକ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣା, ଏମ୍ସରେ ପୀଡିତାଙ୍କୁ ଭେଟିଲେ ରାଷ୍ଟ୍ରପତି
  • ||
  • ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣାରେ ଏଫଏମ କଲେଜ ଅଧ୍ୟକ୍ଷ ଗିରଫ
  • ||
  • ମାଲକାନଗିରି: ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣରେ ୩ ଗୁରୁତର, -ଜଙ୍ଗଲକୁ ଛତୁ ସଂଗ୍ରହ ପାଇଁ ଯାଇଥିବା ବେଳେ ଫୁଟିଲା ଲ୍ୟାଣ୍ଡମାଇନ୍‌
  • ||
  • କେନ୍ଦୁଝର : ଲଗାଣ ବର୍ଷାରେ ଅସ୍ତବ୍ୟସ୍ତ ତେଲକୋଇ, ପିଟାନାଳି ପୋଲ ଉପରେ ୩ ଫୁଟର ବନ୍ୟା ଜଳ ପ୍ରବାହିତ
  • ||
  • ଭୁବନେଶ୍ୱର : ମୃତ୍ୟୁ ସହ ସଂଘର୍ଷ କରୁଛି ଝିଅ, ସୁସ୍ଥ ହେବା ପାଇଁ ପ୍ରାର୍ଥନା କରନ୍ତୁ କହିଲେ ଏଫଏମ୍ କଲେଜ ପୀଡ଼ିତାଙ୍କ ବାପା
  • ||
  • ଗଞ୍ଜାମ : ମନ୍ଦିର ଗେଟ୍‌ରେ ପିଟିହେଲା ବାଇକ୍‌, ୨ ମୃତ
  • ||
  • ମହାମହିମଙ୍କ ଗସ୍ତ ପାଇଁ କମିଶନରେଟ୍‌ ପୁଲିସ ପକ୍ଷରୁ ଟ୍ରାଫିକ୍ କଟକଣା, ସହର ଭିତରକୁ ୨ ଦିନ ପାଇଁ ଭାରୀଯାନ ମନା
  • ||
  • ପାରାଦ୍ଵୀପର ପରିବା ମାର୍କେଟ୍‌ରେ ଅଗ୍ନିକାଣ୍ଡ, ୬ରୁ ଉର୍ଦ୍ଧ୍ଵ ଦୋକାନ ପୋଡ଼ି ପାଉଁଶ
  • ||
  • ଏଫଏମ୍‌ କଲେଜରେ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା, ଆଜି ବାଲେଶ୍ୱର ଗସ୍ତ କରିବ ପିସିସି ଅନୁଧ୍ୟାନ କମିଟି
  • ||
  • ଶ୍ରାବଣ ସୋମବାର ଉପଲକ୍ଷେ ସୁଦର୍ଶନ ପଟ୍ଟନାୟକଙ୍କ ବାଲୁକା କଳା, ବାଲିରେ ଝଲସିଲେ ଦେବ ଦେବ ମହାଦେବ
  • ||
  • ଭେଣ୍ଟିଲେଟରରେ ମୃତ୍ୟୁ ସହ ଲଢୁଛନ୍ତି FM କଲେଜ ଛାତ୍ରୀ, ଭର୍ଚୁଆଲରେ ଦିଲ୍ଲୀ ଏମ୍ସର ପରାମର୍ଶରେ ଚାଲିଛି ଡାୟାଲିସିସ୍‌
  • ||
  • ଡେଲାଙ୍ଗରେ ବ୍ୟାପିଛି ବାର୍ଡ ଫ୍ଲୁ, ଚିକେନ୍ ପ୍ରେମୀଙ୍କ ମନରେ ଛନକା, ଦୁଇ ଦିନରେ ମରାଗଲାଣି ୬,୭୩୧ କୁକୁଡ଼ା
  • ||
  • ମହାକାଶରୁ ଶୁଭାଂଶୁଙ୍କ ମେସେଜ୍, କହିଲେ ସାରେ ଜହାଁ ସେ ଅଛା, ହିନ୍ଦୁସ୍ତାନ ହମାରା, ଆଜି ମହାକାଶରୁ ପୃଥିବୀ ଅଭିମୁଖେ ଯାତ୍ରା
  • ||
  • ଲଣ୍ଡନ ସାଉଥ୍‌ଏଣ୍ଡ୍ ଏୟାରପୋର୍ଟରେ ବିମାନ ଦୁର୍ଘଟଣା, ଉଡ଼ାଣର କିଛି ସମୟ ଭିତରେ ଜଳିଗଲା ବିଚ୍‌କ୍ରାଫ୍ B200 ସୁପରକିଙ୍ଗ୍
  • ||
  • ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି: ଏମ୍‌ସ, ରେଭେନ୍ସା ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ସମାରୋହରେ ଦେବେ ଯୋଗ
  • ||
  • ବଙ୍ଗୋପସାଗରରେ ଯୋଡ଼ା ଲଘୁଚାପ ସକ୍ରିୟ: ଆଜି ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ||
  • ଶ୍ରାବଣ ମାସର ପ୍ରଥମ ସୋମବାରରେ ଚଳଚଞ୍ଚଳ ଧବଳେଶ୍ଵରଙ୍କ ପୀଠ, ଶ୍ରାବଣୀ ଲିଙ୍ଗରେ ଜଳଲାଗି କଲେ କାଉଡ଼ିଆ
  • ||

ଚଳିତ ଆର୍ଥିକ ବର୍ଷରୁ ଓଡ଼ିଶାରେ ଆୟୁଷ୍ମାନ ଭାରତ ଯୋଜନା, ସାଢ଼େ ୩ କୋଟି ଲୋକଙ୍କୁ ଦିଆଯିବ ସ୍ୱତନ୍ତ୍ର କାର୍ଡ

Published By : Prameya | December 1, 2024 12:00 PM

ଭୁବନେଶ୍ୱର ୦୧/୧୨: ରାଜ୍ୟରେ ଚଳିତ ଆର୍ଥିକ ବର୍ଷରୁ ଲାଗୁ ହେବ ଆୟୁଷ୍ମାନ ଭାରତ ଯୋଜନା। ଗୋପବନ୍ଧୁ ଆରୋଗ୍ୟ ସହ ଆୟୁଷ୍ମାନ ଭାରତ ଯୋଜନାର ମିଳିତ ଏମ୍‌ଓୟୁ ହେବ। ଏହା ଦ୍ବାର ସାଢ଼େ ୩ କୋଟି ଓଡ଼ିଶାବାସୀଙ୍କୁ  ସ୍ୱତନ୍ତ୍ର କାର୍ଡ ଦିଆଯିବ। ଏହି କାର୍ଡ ଦ୍ବାରା ହିତାଧିକାରୀ କାଶ୍ମୀରରୁ କନ୍ୟାକୁମାରୀ ଯାଏଁ ୨୭ ହଜାର ହସ୍ପିଟାଲରେ ସ୍ବାସ୍ଥ୍ୟ ସୁବିଧା ପାଇପାରିବେ। ଏନେଇ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା  ଦେଇଛନ୍ତି। 

ସ୍ବାସ୍ଥ୍ୟମନ୍ତ୍ରୀ ଆହୁରି କହିଛନ୍ତି ଯେ,  ରାଜ୍ୟ ସମସ୍ତ ସରକାରୀ ହସ୍ପିଟାଲରେ ରହିବେ ରେଡିଓଗ୍ରାଫର। ଖୁବ୍‌ଶୀଘ୍ର ୨୫୦ ରେଡିଓଗ୍ରାଫରଙ୍କୁ ଦିଆଯିବ ନିଯୁକ୍ତିପତ୍ର। ରେଡ଼ିଓଗ୍ରାଫି ଦ୍ଵାରା ସ୍ବାସ୍ଥ୍ୟ କ୍ଷେତ୍ରରେ ଉନ୍ନତି ହେବ। ଆଗାମୀ ଦିନରେ ଅଧିକ ପୋଷ୍ଟ ବାହାର କରିବାକୁ ଲକ୍ଷ ରଖିଛି ସ୍ବାସ୍ଥ୍ୟ ବିଭାଗ।     

ରାଜ୍ୟରେ ହ୍ରାସ ପାଉଛି ଏଡ଼ସ ରୋଗୀଙ୍କ ସଂଖ୍ୟା। ଆଗାମୀ ୨୦୩୦ ସୁଦ୍ଧା ଶୂନ୍ୟ ହେବ ନୂଆ ଏଡ଼ସ ଆକ୍ରାନ୍ତଙ୍କ ସଂଖ୍ୟା। ସକ୍ରିୟ ୫୦ ହଜାର ଏଡ଼ସ କେସ ବର୍ତ୍ତମାନ ସାରା ରାଜ୍ୟରେ ରହିଛି। ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ୨୦ ହଜାର ଏଡ଼ସ ରୋଗୀ ରହିଛନ୍ତି। ସର୍ବନିମ୍ନ ୧୫୦ ରୋଗୀ ସୋନପୁରର ଅଛନ୍ତି ।ଆଉ ରୋଗୀ ମଧ୍ୟ ବିଶେଷ ରାଜ୍ୟରେ ଚିହ୍ନଟ ହେଉନାହାନ୍ତି। ୨୦୩୦ ସୁଦ୍ଧା ଆଉ କେହି ଆକ୍ରାନ୍ତ ନ ହୁଅନ୍ତି ତାକୁ ନେଇ ବ୍ୟବସ୍ଥା କରିବ ସ୍ବାସ୍ଥ୍ୟ ବିଭାଗ।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.