ପ୍ରମୂଖ ଖବର
  • ମାହାଙ୍ଗା: ଭାରସାମ୍ୟ ହରାଇ କେନାଲକୁ ଖସିଲା କାର୍, ଯୁବକଙ୍କ ମୃତ୍ୟୁ
  • ||
  • ମୋହନ ସରକାରଙ୍କ ପ୍ରଥମ ଅଧିବେଶନ, ୨୪ରେ ଉପବାଚସ୍ପତି ନିର୍ବାଚନ, ୨୫ରେ ପୂର୍ଣ୍ଣାଙ୍ଗ ବଜେଟ୍
  • ||
  • ପ୍ୟାରିସ୍‌ ଅଲିମ୍ପିକ ୨୦୨୪: ୨୫ରୁ ତୀରନ୍ଦାଜୀ ଇଭେଣ୍ଟ, ରିକର୍ଭ ଇଭେଣ୍ଟରେ ଭାଗ ନେବେ ୬ ଭାରତୀୟ
  • ||
  • ଆସନ୍ତା ୨୬ ସୁଦ୍ଧା ଆଉ ଏକ ଲଘୁଚାପ, ତିନିଦିନ ପ୍ରବଳ ବର୍ଷା ସମ୍ଭାବନା: ଏବେ ବି ନିଅଣ୍ଟିଆ ସ୍ଥିତିରୁ ବାହାରିନି ୧୬ ଜିଲ୍ଲା
  • ||
  • ମୋଦି ୩.୦ ସରକାରର ପ୍ରଥମ ବଜେଟ୍‌, ୭ମ ଥର ପାଇଁ ବଜେଟ୍‌ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ
  • ||

ଜୁଲାଇ ୧ରୁ ସବୁ ସୋମବାର ହେବ ଜନଶୁଣାଣି

ଭୁବନେଶ୍ବର,୨୬।୬ : ଜୁଲାଇ ୧ରୁ ସବୁ ସୋମବାର ହେବ ଜନଶୁଣାଣି । ସବୁ ବିଭାଗର ଶୁଣାଣି ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶ ।  ଜିଲାରେ ଜିଲାପାଳ ଓ ଏସପି ଶୁଣିବେ ଅଭିଯୋଗ।  ଶୁଣାଣି ଗ୍ରହଣ ପରେ ପୋଟାର୍ଲରେ ରହିବ ତଥ୍ୟ।  ଏ ନେଇ ସବୁ ବିଭାଗର ମୁଖ୍ୟଙ୍କୁ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଚିଠି କରିଛନ୍ତି। ସବୁ ଜିଲ୍ଲାପାଳ ଓ ଏସପିଙ୍କୁ  ମଧ୍ୟ ଚିଠି କରାଯାଇଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Rath Yatra

Copyright © 2024 - Summa Real Media Private Limited. All Rights Reserved.