ପ୍ରମୂଖ ଖବର
  • ସୁନ୍ଦରଗଡ଼ : ରାସ୍ତାରେ ହୁତୁ ହୁତୁ ହୋଇ ଜଳିଗଲା କୋଇଲା ବୋଝେଇ ଟ୍ରେଲର; ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର
  • ||
  • ସମ୍ବଲପୁର : ହୀରାକୁଦରୁ ନିଷ୍କାସନ ହେବ ବର୍ଷର ପ୍ରଥମ ବନ୍ୟାଜଳ, ଆସନ୍ତା ୬ରୁ ଖୋଲିବ ଗେଟ୍
  • ||
  • ସୁନ୍ଦରଗଡ଼ : ହାଇୱା-ଓମିନି ଭ୍ୟାନ୍‌ ମୁହାଁମୁହିଁ ଧକ୍କା:୨ ମୃତ, ୪ ଗୁରୁତର
  • ||
  • ହିମାଚଳ ପ୍ରଦେଶରେ ପ୍ରକୃତିର ତାଣ୍ଡବ; ୩୭ ମୃତ, ୪୦୦ କୋଟିରୁ ଅଧିକ କ୍ଷୟକ୍ଷତି
  • ||
  • ଇଣ୍ଡିଆ-ଇଂଲଣ୍ଡ ଦ୍ବିତୀୟ ଟେଷ୍ଟ,କ୍ୟାପ୍ଟେନ୍ ଶୁବମନଙ୍କ ଡବଲ ସେଞ୍ଚୁରୀ, ୫୧୦ ରନ୍‌ ପିଛା କରୁଛି ଘରୋଇ ଦଳ
  • ||
  • ମୟୂରଭଞ୍ଜ : କାଶିଆବେଡା ଗାଁରେ ଅଭାବନୀୟ ଘଟଣା, ଘରେ ପଶି ବୃଦ୍ଧଙ୍କୁ ଦଳିଦେଲା ଦନ୍ତା
  • ||
  • ଲଗାତାର ଘୂର୍ଣ୍ଣିବଳୟ, ଛାଡ଼ିବନି ବର୍ଷା : ଆଜି ସୁନ୍ଦରଗଡ଼କୁ ଅରେଞ୍ଜ, ୭ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି
  • ||
  • ସରି ଆସୁଛି ଜନ୍ମବେଦୀରେ ଲୀଳାଖେଳା; ଆଜି ସନ୍ଧ୍ୟା ଦର୍ଶନ, ଆଡ଼ପ ମଣ୍ଡପରେ ଶେଷ ଦିଅଁ ଦେଖା
  • ||
  • କଳାହାଣ୍ଡି : ଲଗାଣ ବର୍ଷାର ପ୍ରଭାବ: ଥୁଆମୂଳ ରାମପୁରର ସ୍ଥିତି ବେହାଲ, ଜନଜୀବନ ପ୍ରଭାବିତ
  • ||

ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ଢ଼ିଲା, ସିଂହଦ୍ଵାର ସମ୍ମୁଖରେ ପ୍ରବେଶ କରିବାକୁ ଲୋକଙ୍କ ମଧ୍ୟରେ ଠେଲାପେଲା

Published By : Rasmita Pradhan | November 12, 2024 8:18 AM

ପୁରୀ, ୧୨/୧୧ : ଶ୍ରୀମନ୍ଦିର ଦର୍ଶନ ବ୍ୟବସ୍ଥାରେ ଚରମ ବିଶୃଙ୍ଖଳା। ସିଂହଦ୍ଵାର ସମ୍ମୁଖରେ ଦର୍ଶନ ପାଇଁ ଭକ୍ତଙ୍କ ପ୍ରବଳ ଠେଲାପେଲା। ବ୍ୟାରିକେଡରେ ପ୍ରବେଶ କରିବା ପରିବର୍ତ୍ତେ ସିଂହଦ୍ଵାର ସମ୍ମୁଖରେ ପ୍ରବେଶ କରିବା ପାଇଁ ଚେଷ୍ଟା କରିଛନ୍ତି। ଫଳରେ ଭିଡ଼ ଭିତରେ ଛୋଟ ପିଲା ଓ ବୟସ୍କ ବ୍ୟକ୍ତି କଲବଲ ହୋଇଛନ୍ତି। ଏଭଳି ଅବ୍ୟବସ୍ଥା ପାଇଁ ପୋଲିସ ସୁରକ୍ଷା ବ୍ୟବସ୍ଥାକୁ ଲୋକେ ଦାୟୀ କରିଛନ୍ତି।

ଆଜି ମହା କାର୍ତ୍ତିକ ମାସର ଦ୍ଵିତୀୟ ପଞ୍ଚୁକ ହୋଇଥିବାରୁ ବଡ଼ଦେଉଳରେ ପ୍ରବଳ ଭିଡ଼ ଜମିଛି। ମହାପ୍ରଭୁଙ୍କ ଦର୍ଶନ ପାଇଁ ଲୋକେ ଭିଡ଼ ଜମାଇଛନ୍ତି। ଭିଡ଼ ଏପରି ଜମିଛି ଯେ, ଲୋକମାନେ ବ୍ୟାରିକେଡରେ ଯିବା ପରିବର୍ତ୍ତେ ସିଂହଦ୍ଵାର ସମ୍ମୁଖରେ ପ୍ରବେଶ କରିବା ପାଇଁ ଚେଷ୍ଟା କରିଛନ୍ତି। ଭିଡ଼ ନିୟନ୍ତ୍ରଣ କରିବାରେ ପୋଲିସର ସୁରକ୍ଷା ବ୍ୟବସ୍ଥା ଫେଲ୍ ମାରିଛି। ଫଳରେ ଲୋକଙ୍କ ମଧ୍ୟରେ ଠେଲାପେଲା ହୋଇଛି। 



Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.