ପ୍ରମୂଖ ଖବର
  • ପୁରୀ: ନବଦିନାତ୍ମକ ଯାତ୍ରା ସାରି ବାହୁଡିବେ ନୀଳାଦ୍ରିନାଥ, ବାହୁଡ଼ାଦିଅଁଙ୍କ ପହଣ୍ଡି ବିଜେ
  • ||
  • ସୁନ୍ଦରଗଡ଼: ପ୍ରେମ କଳିକୁ ନେଇ ଡବଲ ମର୍ଡର, ପ୍ରେମିକା ଓ ତାର ସହପାଠୀକୁ ଛୁରୀ ଭୁସି ହତ୍ୟା କଲା ଡ୍ରାଇଭର୍ ପ୍ରେମିକ
  • ||
  • ଭୁବନେଶ୍ୱର: କଳାଭୂମି ନିକଟରେ ବୃଦ୍ଧଙ୍କ ଉପରେ ମାଡିଗଲା ବାଲି ବୋଝେଇ ଟ୍ରକ୍‌, ଘଟଣାସ୍ଥଳରେ ଚାଲିଗଲା ଜୀବନ
  • ||
  • ୱିମ୍ବଲଡନ ଟାଇଟଲ ଲଢ଼େଇ: ଭେଟେରାନ ଜୋକୋଭିକଙ୍କୁ ହରାଇ କାର୍ଲୋସ ଅଲକାରାଜ ଚାମ୍ପିଅନ୍
  • ||
  • ସୋମବାରଠୁ ସିବିଏସ୍‌ଇ ସପ୍ଲିମେଣ୍ଟାରୀ ପରୀକ୍ଷା, ଉଭୟ ଦଶମ ଓ ଦ୍ୱାଦଶ ଛାତ୍ରଛାତ୍ରୀ ଦେବେ ଏକ୍ସଜାମ୍
  • ||
  • ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ: ଆଜି ଦକ୍ଷିଣ- ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ଜନ୍ମବେଦିରୁ ଶ୍ରୀମନ୍ଦିରକୁ ବାହୁଡିବେ ଚତୁର୍ଦ୍ଧାମୂର୍ତ୍ତି: ୧୨ଟାରେ ପହଣ୍ଡି, ୪ଟାରେ ରଥ ଟଣା
  • ||

କାଗଜ ଫ୍ୟାକ୍ଟ୍ରିରେ ଭୟଙ୍କର ନିଆଁ, ନିଆଁକୁ ଆୟତ୍ତ କଲା ଅଗ୍ନିଶମ ବାହିନୀ

ଟିଟିଲାଗଡ଼, ୩୦।୬: ଟିଟିଲାଗଡ଼ ନିକଟସ୍ଥ ଚୋରମରା ଗାଁରେ ଥିବା କାଗଜ ଫ୍ୟାକ୍ଟ୍ରିରେ ଲାଗିଛି ଭୟଙ୍କର ନିଆଁ । ଗାଁରେ ଥିବା ମହାବୀର ପେପର ଫ୍ୟାକ୍ଟ୍ରିରେ ନିଆଁ ଲାଗିଥିବା ସୂଚନା । କୌଣସି ଏକ ରାସାୟନିକ ପଦାର୍ଥର ବିସ୍ଫୋରଣ ହେବା ଫଳରେ ନିଆଁ ଲାଗିଯାଇଥିଲା ବୋଲି ପ୍ରାଥମିକ ସୂତ୍ରରୁ ମିଳିଛି ସୂଚନା । 

ତେବେ କାରଖାନାରର ଗୋଦାମ ଗୃହରେ ନିଆଁ ଲାଗିଥିବାରୁ କାଗଜ ଓ ବିଭିନ୍ନ ପ୍ରକାର କେମିକାଲ ଥିବାରୁ ନିଆଁ ଶୀଘ୍ର ମାଡ଼ିଯାଇଥିବା ଜଣାପଡ଼ିଛି । ତେବେ କାରଖାନାରଟି ଛୋଟ ଥିବାରୁ ସବୁ ସେଭଳି କିଛି ସୁରକ୍ଷା ବ୍ୟବସ୍ଥାରେ ନ ଥିବାରୁ ଏଭଳି ଅଘଟଣ ଘଟିଥିବା ଆସଙ୍କା ସୃଷ୍ଟି ହୋଇଛି । ତେବେ ଏଥିରେ କେତେ କ୍ଷୟକ୍ଷତି ଧନଜୀବନ ନଷ୍ଟ ହୋଇଛି ବର୍ତ୍ତମାନ ପର୍ଯ୍ୟନ୍ତ ଜଣାପଡ଼ିନଥିବା ବେଳେ ବର୍ତ୍ତମାନ ସୁଦ୍ଧା ଅଗ୍ନିଶମ ବାହିନୀ ଘଟଣାସ୍ଥଳକୁ ପହଞ୍ଚିନଥିବା ଜଣାପଡ଼ିଛି ଓ ବର୍ତ୍ତମାନ ସୁଦ୍ଧା ନିଆଁକୁ ଆୟତ୍ତ କରାଯାଇପାରିନାହିଁ । 

 

          

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Rath Yatra

    Copyright © 2024 - Summa Real Media Private Limited. All Rights Reserved.