ପ୍ରମୂଖ ଖବର
  • ଯାତ୍ରା କଳିରେ ପଡିଲା ଯବନିକା, ୫ ବର୍ଷ ରହିବି ବର୍ଷେ ପରେ ମଞ୍ଚରେ ଚଢିବି କହିଲେ ପୀୟୂଷ
  • ||
  • ମହାକାଶକୁ ଉଡ଼ାଣ ଭରିବେ ଶୁଭାଂଶୁ ଶୁକ୍ଳା; ୬ ଥର ଘୁଞ୍ଚିଲା ପରେ ଆସନ୍ତାକାଲି ଲଞ୍ଚ ହେବ ଆକ୍ସିଓମ୍‌-୪ ମିଶନ୍
  • ||
  • ଗଞ୍ଜାମ: ୨ ଦଳିତଙ୍କୁ ଲଣ୍ଡା କରି ଆଣ୍ଠେଇ ଚଲାଇବା ମାମଲା, ଘଟଣାସ୍ଥଳକୁ ଯାଇ ଅନୁଧ୍ୟାନ କରିବ କଂଗ୍ରେସର ଫ୍ୟାକ୍ଟ ଫାଇଣ୍ଡିଂ ଟି
  • ||
  • ବୁଧବାର BMC କର୍ପୋରେସନ ବୈଠକ: ଏକାଧିକ ପ୍ରସ୍ତାବରେ ବାଜିବ ମୋହର, ଉଠିବ ଜଳବନ୍ଦୀ ଓ ଡେଙ୍ଗୁ ପ୍ରସଙ୍ଗ
  • ||
  • ପାଟନାରେ ପୂର୍ବାଞ୍ଚଳ ଶକ୍ତି ମନ୍ତ୍ରୀ ସମ୍ମିଳନୀ, ଆଜି ଯୋଗ ଦେବେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ
  • ||
  • ମହାପ୍ରଭୁଙ୍କୁ ଲାଗି ହେବା ପୂର୍ବରୁ ଦଶମୂଳ ମୋଦକ ଚୋରି, ମାରା ମହୌଷଧି ଶ୍ରୀଜିଉଙ୍କୁ ଲାଗି ହେଲା କିପରି ?
  • ||
  • ଗୋପାଳପୁର ଗଣଦୁଷ୍କର୍ମ ମାମଲା, ୬ ଅଭିଯୁକ୍ତଙ୍କୁ ଦିନିକିଆ ରିମାଣ୍ଡରେ ନେବ କ୍ରାଇମ୍‌ବ୍ରାଞ୍ଚ
  • ||
  • କେନ୍ଦୁଝର: ଟ୍ରକ୍ ପଛରେ ପିଟିହେଲା କନ୍ୟାଯାତ୍ରୀ ବସ୍, ଜଣେ ମୃତ ୧୩ ଗୁରୁତର
  • ||
  • ଇରାନ୍-ଇସ୍ରାଏଲ୍ ଯୁଦ୍ଧ ନେଇ ଟ୍ରମ୍ପ୍‌ଙ୍କ ବଡ଼ ଘୋଷଣା, ୧୨ ଦିନ ପରେ ସମ୍ପୂର୍ଣ୍ଣ ଅସ୍ତ୍ରବିରତି ଘୋଷଣା
  • ||
  • ଘୂର୍ଣ୍ଣିବଳୟ ପ୍ରଭାବରେ ଲଗାଣ ବର୍ଷା: ସପ୍ତାହେ ଯାଏ ପ୍ରବଳ ଛେଚିବ,୨୫ରେ ୩ଟି,୨୬ରେ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
  • ||

କାଳବୈଶାଖୀ ବର୍ଷାରେ ବେହାଲ କଟକ, ତଳିଆ ଅଂଚଳରୁ ପମ୍ପ୍ ଯୋଗେ ଜଳ ନିଷ୍କାସନ କଲା ସିଏମସି…

Published By : Ladu Kishor | May 19, 2025 6:54 PM

କଟକ ୧୯/୦୫: କଟକରେ କାଳବୈଶାଖୀ ପ୍ରଭାବରେ ବର୍ଷା ଜାରି। ଘଡ଼ଘଡ଼ି ସହ ପ୍ରବଳ ବର୍ଷାରେ ବେହାଲ ହୋଇଛି କଟକ ସହର। ପ୍ରବଳ ବର୍ଷା ପାଇଁ ତଳିଆ ଅଞ୍ଚଳରେ ବର୍ଷା ପାଣି ଜମି ରହିଛି । ପ୍ରବଳ ବର୍ଷା ଯୋଗୁ ଜୀବନ ଯାତ୍ରା ପ୍ରଭାବିତ ହୋଇଛି । ଗତ‌ କିଛି ଦିନ ଧରି କଟକରେ ଅସହ୍ୟ ଗରମ ଓ ଗୁଳୁଗୁଳି ଅନୁଭୁତ ହେଉଥିଲା। 

ଆଜିର କାଳବୈଶାଖୀ ବର୍ଷା ଜନଜୀବନକୁ ଆଶ୍ବସ୍ତ କରିଛି । ପ୍ରାୟ ୧ ଘଣ୍ଟା ଧରି ହୋଇଥିବା ବର୍ଷାରେ କାଜିବଜାର, ଗଙ୍ଗା ମନ୍ଦିର, ଗହ୍ମାଡିଆ, କେଶରପୁର, ପଟ୍ଟାପୋଲ, ତୁଳସୀପୁର, ଦେଉଳସାହି, ବିଡାନାସୀ ସମେତ ବିଭିନ୍ନ ସାହି ବସ୍ତିରେ ବର୍ଷା ଜଳ ଜମି ରହିଛି । ସ୍ଥିତିକୁ ଦେଖି କିଛି ସ୍ଥାନରେ କଟକ ମହାନଗର ନିଗମ ତରଫରୁ ପମ୍ପ ମାଧ୍ୟମରେ ବର୍ଷା ଜଳ ନିସ୍କାସନ କରାଯାଉଛି। ଅନ୍ୟପକ୍ଷରେ ଆଗକୁ ବର୍ଷା ଋତୁକୁ ଦୃଷ୍ଟିରେ ରଖି ବର୍ତ୍ତମାନ ସହରରେ ସିଏମସି ତରଫରୁ ପଙ୍କୋଦ୍ଧାର କାମ ଚାଲିଥିବା ବେଳେ ଆଜି ବର୍ଷା ପରେ ପଙ୍କ ଗୁଡ଼ିକ ପୁଣି ଡ୍ରେନରେ ମିଶିଯାଇଛି। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.