ପ୍ରମୂଖ ଖବର
  • ବ୍ରହ୍ମପୁର ରେଳ ଷ୍ଟେସନରୁ ୨ ଜଣଙ୍କ ମୃତଦେହ ଉଦ୍ଧାର, ବିଷ ପିଇ ଜୀବନ ହାରିଥିବା ସନ୍ଦେହ
  • ||
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

୫ ଯାଏ କାଳବୈଶାଖୀ ବର୍ଷା, ଆଜି ୧୪ ଜିଲ୍ଲାକୁ ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଆଲର୍ଟ

Published By : Rasmita Pradhan | April 30, 2025 7:57 AM

ଭୁବନେଶ୍ୱର, ୩୦/୦୪ : କାଳବୈଶାଖୀ ପ୍ରଭାବରେ ଆସନ୍ତା ୫ ତାରିଖ ଯାଏ ବର୍ଷା ହେବ । ୩ ତାରିଖ ଯାଏ ବର୍ଷାର ଅଧିକ ସମ୍ଭାବନା ଅଛି । ୪ ଓ ୫ ତାରିଖରେ ଅଳ୍ପ କିଛି ସ୍ଥାନରେ ବର୍ଷା ହୋଇପାରେ । ପାଣିପାଗ ବିଭାଗ ଏଭଳି ପୂର୍ବାନୁମାନ କରିଛି। ପାଣିପାଗ ବିଭାଗର ପୂର୍ବାନୁମାନ କହୁଛି, ବୁଧବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ମୟୂରଭଞ୍ଜ, କେନ୍ଦୁଝର, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଗଜପତି, ଗଞ୍ଜାମ ଓ ଢେଙ୍କାନାଳରେ ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଆଶଙ୍କା ଅଛି । ପବନର ଝଟ୍‌କା ୪୦ରୁ ୫୦ କିମି ଛୁଇଁପାରେ। ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବି ବର୍ଷା ଆଶଙ୍କା ଅଛି। 

ଗୁରୁବାର ଉପକୂଳ ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶା ସମେତ ମୟୂରଭଞ୍ଜ ଓ କେନ୍ଦୁଝରରେ ଘଡ଼ଘଡ଼ି ସହିତ ପ୍ରବଳ ବର୍ଷା ହୋଇପାରେ । ୨ ଓ ୩ ତାରିଖରେ ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ ଘଡ଼ଘଡ଼ି ସହିତ ବର୍ଷା ଓ ପବନ ହେବ । ଆସନ୍ତା ୪ ଦିନ ଦିନ ତାପମାତ୍ରା ଅପେକ୍ଷାକୃତ କମ୍‌ ରହିବ । ପରେ ତାତି ୨ରୁ ୩ ଡିଗ୍ରୀ ବଢ଼ିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ମଙ୍ଗଳବାର କେନ୍ଦୁଝରରେ ୩୧.୨ମିମି ବର୍ଷା ହୋଇଛି । ଅନୁଗୁଳ, କେନ୍ଦୁଝର, ଝାରସୁଗୁଡ଼ା ଓ ଦେବଗଡ଼ ଜିଲ୍ଲାରେ କୁଆପଥର ସହ ବର୍ଷା ହୋଇଛି। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.