ପ୍ରମୂଖ ଖବର
  • ପଦରୁ ଇସ୍ତଫା ଦେଲେ ବିଷ୍ଣୁପଦ ସେଠୀ, ମୁଖ୍ୟ ଶାସନ ସଚିବଙ୍କୁ ଦେଲେ ପତ୍ର
  • ||
  • କଂଗ୍ରେସ ସଂକଳ୍ପ ସମାବେଶ ଯାତ୍ରା ବେଳେ ତଳେ ପଡିଗଲେ ପିସିସି ସଭାପତି ଭକ୍ତ ଦାସ
  • ||
  • ଖୁଡ଼ିର ପୁତୁରା ପାପ ସଂପର୍କ ବିରୋଧ କରିବା ପଡିଲା ମହଙ୍ଗା, ସ୍ବାମୀଙ୍କୁ ମାରିଦେଇଥିବା ଅଭିଯୋଗ
  • ||
  • IAS ବିଷ୍ଣୁପଦ ସେଠୀଙ୍କ ଘରେ ସିବିଆଇ ରେଡ୍, ବ୍ରିଜ୍ ଆଣ୍ଡ ରୁଫ୍ କମ୍ପାନୀ ଲିଙ୍କ୍‌କୁ ନେଇ ଖୋଳତାଡ଼
  • ||
  • ବାହାଘର ଭୋଜି ଖାଇବା ହେଲା କାଳ: ୩୦୦ ଅସୁସ୍ଥ, ୮୦ ଗୁରୁତର ବିଭିନ୍ନ ହସ୍‌ପିଟାଲରେ ଭର୍ତ୍ତି
  • ||
  • ଦେବଗଡ଼: ବିପଦରେ ଗଜରାଜ, ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଦନ୍ତା ହାତୀ ମୃତ
  • ||
  • କୁଜଙ୍ଗ ବଜାର ନିକଟରେ ଓଲଟିଲା ମଦ ବୋଝେଇ ଟ୍ରକ୍ , ହେଲପର୍ ମୃତ, ଡ୍ରାଇଭର ଆହତ
  • ||
  • ପୁରୀ: ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି, ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ
  • ||
  • ଏଫ୍‌ଆଇଏଚ୍‌ ପ୍ରୋ ଲିଗ୍‌: ଆଜି ଜର୍ମାନୀକୁ ଭେଟିବ ପୁରୁଷ ଭାରତୀୟ ଦଳ, ମହିଳା ଟିମ୍ ସ୍ପେନ୍‌କୁ ଦେବ ଟକ୍କର
  • ||
  • ଜ୍ଞାନେଶ କୁମାର ମୁଖ୍ୟ ନିର୍ବାଚନ କମିଶନର, ବୁଧବାର ସମ୍ଭାଳିବେ ଦାୟିତ୍ବ, ଆଜି ଅବସର ନେବେ ରାଜୀବ କୁମାର
  • ||
  • ଖରା ପାଇଁ ଉଚ୍ଚଶିକ୍ଷା ବିଭାଗର ମାର୍ଗଦର୍ଶିକା, କଲେଜ ଓ ବିଶ୍ୱବିଦ୍ୟାଳୟରେ ସକାଳୁଆ ପଢ଼ା, ନିଷ୍ପତ୍ତି ନେବେ
  • ||
  • ଆଜିଠୁ ଯୁକ୍ତ ଦୁଇ ବୋର୍ଡ ପରୀକ୍ଷା: ୧୨୭୬ କେନ୍ଦ୍ରରେ ୩ ଲକ୍ଷ ୯୩ ହଜାର ପରୀକ୍ଷାର୍ଥୀ,କପି ରୋକିବ ୩୫ ସ୍କ୍ୱାଡ ଡିପୋ
  • ||

ଅଜଣା ଗାଡ଼ିକୁ ଧକ୍କା ଦେଲା ଡାଲା ଅଟୋ, ହେଲ୍ପର ମୃତ

Published By : Harapriya Sethi | January 21, 2025 9:36 AM

ଚୌଦ୍ୱାର, ୨୧/୦୧: ଅଜଣା ଗାଡ଼ିକୁ ପଛପଟୁ ଧକ୍କା ଦେଲା ଡାଲା ଅଟୋ । ଅଟୋ ଭିତରେ ଚାପି ହୋଇ ଚାଲିଗଲା ହେଲ୍ପର୍‌ର ଜୀବନ । ମୃତକଙ୍କ ପରିଚୟ ଅସ୍ପଷ୍ଟ ରହିଥିବା ବେଳେ ଘଟଣା ସ୍ଥଳରୁ ଅଟୋ ଡ୍ରାଇଭର ଫେରାର୍‌ ହୋଇଛି । କଟକ ଜିଲ୍ଲା ଚୌଦ୍ୱାର ଅଞ୍ଚଳର ଟୋଲ୍‌ ଗେଟ୍‌ ନିକଟରେ ଏଭଳି ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି । 

ସୂଚନା ମୁତାବକ, ମଙ୍ଗଳବାର ସକାଳୁ ଛତିଆରୁ କଟକ ଅଭିମୁଖେ ଏକ ଡାଲା ଅଟୋ ଆସୁଥିଲା । ଟୋଲ୍‌ ଗୋଟ୍‌ ନିକଟରେ ଏକ  ଅଜଣା ଗାଡ଼ିକୁ ଧକ୍କା ଦେଇଥିଲା । ଫଳରେ ଡାଲା ଅଟୋ ଭିତରେ ଥିବା ହେଲ୍ପର ଚାପି ହୋଇ ପ୍ରାଣ ହରାଇଥିଲେ । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣା ସ୍ଥଳରେ ରାଜପଥ ପୋଲିସ ପହଞ୍ଚି ଚୌଦ୍ବାର ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ । ଖବର ପାଇ ଅଗ୍ନିଶମ ବାହିନୀର ଏକ ଟିମ୍‌ ଘଟଣା ସ୍ଥଳରେ ପହଞ୍ଚି ଅଟୋର ଆଗ ଅଂଶ କାଟି ହେଲ୍ପର ଜଣକୁ ଉଦ୍ଧାର କରିଥିଲେ । ଏହା ପରେ ଶବ ବ୍ୟବଚ୍ଛେଦ ପାଇଁ କଟକ ବଡ଼ ମେଡ଼ିକାଲକୁ ପଠାଇଛି ପୋଲିସ । ଘଟଣା ସ୍ଥଳରୁ ଡାଲା ଅଟୋର ଚାଳକ ଫେରାର ହୋଇଯାଇ ଥିବା ବେଳେ ପୋଲିସ ଘଟଣାର ତଦନ୍ତ ଜାରି ରଖିଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.