କଟକ, ୭।୯: ମୁଣ୍ଡଳୀରେ ପହଞ୍ଚିବ ହୀରାକୁଦ ବନ୍ୟା ପାଣି । ସନ୍ଧ୍ୟା ୬ଟାରେ ବନ୍ୟା ପାଣି ପହଞ୍ଚିବ ବୋଲି ସୂଚନା ଦେଇଛନ୍ତି । ଏନେଇ ଜିଲ୍ଲା ପ୍ରଶାସନକୁ ଆଲର୍ଟ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀଙ୍କ ସୂଚନା । ​​​​​​​