ପ୍ରମୂଖ ଖବର
  • ପାରାଦୀପ ଜିରୋ ପଏଣ୍ଟ ପାଖରେ ଗଚ୍ଛିତ ପାଇପରେ ଭୟଙ୍କର ଅଗ୍ନିକାଣ୍ଡ
  • ||
  • ରାଜଧାନୀରୁ ୫ କ୍ୱିଣ୍ଟାଲ ଗଞ୍ଜେଇ ଜବତ, ୨ ଗିରଫ
  • ||
  • ରାଉରକେଲାରେ ପୋଲିସ ଡିଜି ୱାଇବି ଖୁରାନିଆ, ରାଉରକେଲାରେ ଚାଲିଛି ସମୀକ୍ଷା ବୈଠକ
  • ||
  • ପହଲଗାମ ଆତଙ୍କୀ ହମ୍‌ଲା ପରେ ରାଜଧାନୀରେ ହାଇଆଲର୍ଟ, ଭୁବନେଶ୍ୱର ରେଲ୍‌ ୱେ ଷ୍ଟେସନ୍‌ରେ ଫ୍ଲାଗ୍ ମାର୍ଚ୍ଚ
  • ||
  • ରାଜଧାନୀରେ ଦୁର୍ବୃତ୍ତଙ୍କ ଆତଙ୍କରାଜ, ଟଙ୍କା ମାଗିବାରୁ ଦହିବରା ବେପାରୀଙ୍କୁ ନିସ୍ତୁକ ପିଟିଲେ
  • ||
  • ସମ୍ୱଲପୁର : ପାଣିରେ ବୁଡ଼ି ଜୀବନ ହାରିଥିଲେ ଭିସୁଟ୍‌ ଛାତ୍ରୀ: ୧୦୦ ଜଣଙ୍କ ଉପରେ ସର୍ବକାଳୀନ ଛାତ୍ର କାର୍ଯ୍ୟାନୁଷ୍ଠାନ
  • ||
  • ଚଳିବନି ପାକ୍ ପ୍ରୋପାଗଣ୍ଡା, ଭାରତରେ ୧୬ ପାକିସ୍ତାନୀ ୟୁଟ୍ୟୁବ୍ ଚ୍ୟାନେଲ୍ ବ୍ୟାନ୍
  • ||
  • ମେ ୨ରୁ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା, ୧୨ ଯାଏ ୩ଟି ସିଫ୍ଟରେ ହେବ ଏକ୍ସଜାମ୍
  • ||
  • ବାଙ୍ଗିରିପୋଷି-ପୁରୀ ସୁପରଫାଷ୍ଟ ଟ୍ରେନ୍‌ରେ ଏଲଏଚବି କୋଚ୍‌ର ଶୁଭାରମ୍ଭ
  • ||
  • କେନ୍ଦୁଝର : ବାଇକ୍‌କୁ ଧକ୍କା ଦେଲା ଆଡିସନାଲ୍‌ CSOଙ୍କ ବୋଲେରୋ, ବାଇକ୍‌ ଚାଳକ ମୃତ
  • ||
  • ସୋମବାର ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୭ ତମ ଜନ୍ମଜୟନ୍ତୀ, ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ବିଜେଡି ନେତା ଓ କର୍ମୀ
  • ||
  • ଅନୁଗୁଳ : ୫୫ କେଜିରୁ ଉର୍ଦ୍ଧ୍ୱ ଗଞ୍ଜେଇ ଜବତ, ୨ ଗିରଫ
  • ||
  • IPL 2025: ଆଜି ରାଜସ୍ଥାନ- ଗୁଜରାଟ ଲଢ଼େଇ, ରୟାଲ୍ସ ପାଇଁ ‘କର ବା ମର’
  • ||
  • ତାତି କମିଲା, ଆହୁରି କମିବ: ଆଜି ଘଡ଼ଘଡ଼ି ସହ କୁଆପଥର ବର୍ଷା ଆଶଙ୍କା,୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
  • ||
  • ସୁନ୍ଦରଗଡ଼ : ବସ୍‌ ଓଲଟି ଜଣେ ମୃତ, ୫ ରୁ ଉର୍ଦ୍ଧ୍ୱ ଗୁରୁତର
  • ||

ହିମାଚଳ ପ୍ରଦେଶର କୁଲ୍ଲୁରେ ଭୂସ୍ଖଳନ: ୬ ମୃତ, ୫ ଆହତ

Published By : Prameya | March 30, 2025 7:24 PM

ନୂଆଦିଲ୍ଲୀ,୩୦।୩: ହିମାଚଳ ପ୍ରଦେଶର କୁଲ୍ଲୁରେ ଭୟଙ୍କର ଭୂସ୍ଖଳନ। ଏଥିରେ ୬ଜଣଙ୍କର ମୃତ୍ୟୁ ହୋଇଛି। ସେଭଳି କିଛି ଆହତ ଥିବା ନେଇ ଜଣାପଡିଛି। ଘଟଣା କୁଲ୍ଲୁର ମଣିକରଣ ଗୁରୁଦ୍ବାରା ନିକଟରେ ଘଟିଥିବାର ଜଣାପଡିଛି।  ଏହି ଭୂସ୍ଖଳନ କାରଣରୁ ଗଛ ଉପୁଡି ଯାଇଥିବା ସହ ୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫ ଆହତ ହୋଇଛନ୍ତି।

ଦୁର୍ଘଟଣା ସମ୍ପର୍କରେ ସୂଚନା ମିଳିବା ମାତ୍ରେ ପୋଲିସ ଓ ରେସକ୍ୟୁ ଟିମ୍ ତୁରନ୍ତ ଘଟଣାସ୍ଥଳରେ ପହଁଞ୍ଚିଥିଲା ଓ ଆହତଙ୍କୁ ହସ୍ପିଟାଲ ନେଇଥିଲା। କୁଲ୍ଲୁର ଏଡିଏମ୍ ଅଶ୍ବିନୀ କୁମାର ମାମଲା ସମ୍ପର୍କରେ ସୂଚନା ଦେଇ କହିଛନ୍ତି ଯେ, କୁଲ୍ଲୁର ମଣିକରଣ ଗୁରୁଦ୍ବାରା ପାର୍କିଂ ନିକଟରେ ଗଛ ଉପୁଡିବା କାରଣରୁ ୬ ଜଣଙ୍କର ମୃତ୍ୟୁ ହୋଇଛି ଓ ୫ ଜଣ ଆହତ ହୋଇଛନ୍ତି। ପୋଲିସ ଜିଲ୍ଲା ପ୍ରଶାସନ ମଧ୍ୟର ଟିମ୍‌ ୫ ଜଣ ଆହତଙ୍କ ମୃତ୍ୟୁ ହୋଇଯାଇଛି ଓ ୫ ଜଣ ଆହତ ହୋଇଛନ୍ତି। ପୋଲିସ ଓ ଜିଲ୍ଲା ପ୍ରଶାସନର ଉଦ୍ଧାକାରୀ ଟିମ୍‌ ୫ ଜଣ ଆହତଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରିଛି। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.