ପ୍ରମୂଖ ଖବର
  • ଭୁବନେଶ୍ୱର : ଫିଲ୍ମ ପ୍ରଯୋଜକ ନିରଞ୍ଜନ ରଣା ଗିରଫ, ଜମି ଦେବା ନାଁରେ ଠକେଇ ଅଭିଯୋଗ
  • ||
  • କୋଣାର୍କ : ୨ବାଇକ୍ ମୁହାଁମୁହିଁ ଧକ୍କା; ଜଣେ ମୃତ, ଜଣେ ଗୁରୁତର
  • ||
  • ସାଧାରଣ ଲୋକଙ୍କ ସହ ପୂଜା ମଣ୍ଡପ ବୁଲିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ମା'ଙ୍କୁ ନେଇ ରାଜନୀତି ନକରିବାକୁ ପରାମର୍ଶ
  • ||
  • ସମ୍ୱଲପୁର : ପୋଲିସକୁ ଆକ୍ରମଣ କରି ହାତ ପାପୁଲି ଛିଣ୍ଡାଇଥିବା ଅଭିଯୁକ୍ତକୁ ଏନକାଉଣ୍ଡର, ପାଲଟା ଆକ୍ରମଣରେ ବୁର୍ଲା ଏସଆଇ ଆହତ
  • ||
  • ଗୋପ ବସ୍ତିରେ ଜମିଜମାକୁ ନେଇ ଦୁଇ ପରିବାର ଭିତରେ ହଣା କଟା, ୫ ଗୁରୁତର
  • ||
  • ଢେଙ୍କାନାଳ : ନିର୍ମାଣଧୀନ ହୋଟେଲ ଛାତ ଭୁଶୁଡିବା ଘଟଣା; ତଦନ୍ତ ପାଇଁ ସ୍ବତନ୍ତ୍ର ପ୍ରଶାସନିକ ଟିମ ଗଠନ
  • ||
  • ଯାଜପୁର : ଅଶ୍ଳୀଳ ନୃତ୍ୟକୁ ବିରୋଧ, ନିଶା ମହାରଣାଙ୍କୁ ଚେୟାର ମାଡ
  • ||
  • କଳାହାଣ୍ଡି :ନର୍ଲା ରେଞ୍ଜ ପରିତ୍ୟକ୍ତ କୂଅରେ ପଡ଼ିଲା ଦନ୍ତା ହାତୀ: ସୁରକ୍ଷିତ ଉଦ୍ଧାର କଲା ବନ ବିଭାଗ
  • ||
  • କେନ୍ଦ୍ରାପଡା : ବାଇକ୍ ଆରୋହୀଙ୍କ ଉପରେ ମାଡ଼ିଗଲା ଟ୍ୟାଙ୍କର, ୨ ମୃତ
  • ||
  • ଆଜି ମହାମାୟାଙ୍କ ମହାସପ୍ତମୀ ପୂଜା, ପୂଜା ମଣ୍ଡପରେ ବ୍ୟାପକ ସୁରକ୍ଷା ଆୟୋଜନ
  • ||
  • ଗୁରୁବାର ଠାରୁ ହାଇକୋର୍ଟଙ୍କ ଦଶହରା ଅବକାଶ, ୨୧ ତାରିଖରେ ଖୋଲିବ କୋର୍ଟ
  • ||
  • ଆଉ ନାହାନ୍ତି ଶିଳ୍ପରତ୍ନ ରତନ ଟାଟା, ଶିଳ୍ପରତ୍ନଙ୍କୁ ହରାଇ ଦେଶ ଓ ଦେଶବାସୀ ସ୍ତବ୍ଧ
  • ||
  • ଖୋଲିଲା ଶିମିଳିପାଳ ଜାତୀୟ ଉଦ୍ୟାନ, ଜଙ୍ଗଲ ସଫାରୀ ପାଇଁ କରିବାକୁ ହେବ ପ୍ରି ବୁକିଙ୍ଗ
  • ||
  • ଭୁବନେଶ୍ୱର : ରାସ୍ତାରେ ବୁଲିଲା ୮ ଫୁଟର ଅଜଗର, ଲୋକେ ଆତଙ୍କିତ
  • ||

ଆଉ ନାହାଁନ୍ତି ହିମେଶ ରେଶମିୟାଙ୍କ ବାପା ବିପିନ ରେଶମିୟା, ୮୭ ବର୍ଷ ବୟସରେ ଦେହାନ୍ତ

ମୁମ୍ୱାଇ ୧୯/୦୯: ପରଲୋକରେ ପ୍ରସିଦ୍ଧ ସଙ୍ଗୀତ ନିର୍ଦ୍ଦେଶକ ତଥା ହିମେଶ ରେଶମିୟାଙ୍କ ବାପା ବିପିନ ରେଶମିୟା। ୮୭ ବର୍ଷ ବୟସରେ ସେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି । ଚିକିତ୍ସାଧୀନ ଅବସ୍ଥାରେ ମୁମ୍ବାଇର କୋକିଲାବେନ ଧୀରୁବାଇ ଅମ୍ବାନୀ ହସ୍ପିଟାଲରେ ତାଙ୍କର ମୃତ୍ୟୁ ହୋଇଛି । ତେବେ ତାଙ୍କର ମୃତ୍ୟୁ ଖବର ଶୁଣି ପରିବାରରେ ଦୁଃଖର ଛାୟା ଖେଳିଯାଇଛି। 

ତେବେ ସେ ଗତ ସେପ୍ଟେମ୍ବର ୧୮ ରାତି ପ୍ରାୟ ୮.୩୦ ସମୟରେ ସମସ୍ତଙ୍କୁ ଛାଡି ସବୁଦିନ ପାଇଁ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ହିମେଶ ରେଶମିୟା ତାଙ୍କ ପିତାଙ୍କୁ ହରାଇ ଦୁଃଖରେ ଭାଙ୍ଗି ପଡିଛନ୍ତି । ସେ ତାଙ୍କ ସହିତ ଅତି ନିକଟତର ଥିଲେ । ସୂଚନା ଥାଉକି, ହିମେଶ ରେଶମିୟାଙ୍କ ବାପା ବିପିନ ରେଶମିୟା ବାର୍ଦ୍ଧକ୍ୟ ଜନିତ ପୀଡାରେ ଥିଲେ । ତାଙ୍କୁ ନିଶ୍ୱାସ ନେବାରେ ଅସୁବିଧା ହେଉଥିଲା, ପରେ ତାଙ୍କୁ ତୁରନ୍ତ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ଗୁରୁବାର ଅର୍ଥାତ ଆଜି ତାଙ୍କ ମୃତଦେହକୁ ଘରକୁ ଅଣାଯିବା ପରେ   ଜୁହୁରେ ତାଙ୍କର ଶେଷକୃତ୍ୟ କରାଯିବ।  ବିପିନଙ୍କ ଅନ୍ତିମ ସଂସ୍କାର ବିଷୟରେ ସୂଚନା ଦେଇ ଫ୍ୟାଶନ ଡିଜାଇନର ବନିତା ଥାପର କହିଛନ୍ତି ଯେ ମୁଁ ବହୁତ ଦୁଃଖିତ । ମୁଁ ତଥାପି ବିଶ୍ୱାସ କରିପାରୁନି ନାହିଁ ଯେ ସେ ଆଉ ଏହି ଦୁନିଆରେ ନାହାଁନ୍ତି । ଆମର ସମ୍ପର୍କ ୨୦ ବର୍ଷ ପୁରୁଣା ଥିଲା ବୋଲି କହିଛନ୍ତି । 


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.