ପ୍ରମୂଖ ଖବର
  • ସୁନ୍ଦରଗଡ଼ରେ ଲୁଟେରାଙ୍କ ଆତଙ୍କରାଜ, ବନ୍ଧୁକ ଦେଖାଇ ନେଇଗଲେ ଅଳଙ୍କାର ଓ ନଗଦ ଟଙ୍କା
  • ||
  • ଅଣସର ଦର୍ଶନର ଚତୁର୍ଥ ଦିନ, ରଜ ସଂକ୍ରାନ୍ତି ପାଇଁ ଅଲାରନାଥ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
  • ||
  • ଇସ୍ରାଏଲ-ଇରାନ ମଧ୍ୟରେ ଭୟଙ୍କର ଯୁଦ୍ଧ ଜାରି, ତେହେରାନରେ ପ୍ରତିରକ୍ଷା ମନ୍ତ୍ରଣାଳୟ କୋଠା ଓ ପରମାଣୁ ମୁଖ୍ୟାଳୟ ଧ୍ୱଂସ
  • ||
  • କେଦାରନାଥ ନିକଟରେ ହେଲିକପ୍ଟର୍ ଦୁର୍ଘଟଣା, ୬ ମୃତ
  • ||
  • ନାଇଜେରିଆରେ ଗୁଳିମାଡ କଲେ ବନ୍ଧୁକଧାରୀ, ୧୦୦ ଜଣଙ୍କର ମୃତ୍ୟୁ
  • ||
  • ଆଗେଇବ ମୌସୁମୀ ବାୟୁ, ୨୦ ଲଘୁଚାପରେ ଆଗକୁ ହେବ ଅଗ୍ରସର: ଆଜି ଦକ୍ଷିଣ ଓଡ଼ିଶାର ୪ ଜିଲ୍ଲାକୁ ଆଲର୍ଟ
  • ||

ସରସ୍ୱତୀ ପୂଜା ବେଳେ ମହୁମାଛି ଆକ୍ରମଣ, ୧୫ ଛାତ୍ରଛାତ୍ରୀ ଆହତ

Published By : Harapriya Sethi | February 2, 2025 12:15 PM

ଭୁବନେଶ୍ୱର,୦୨/୦୨: ବିଦ୍ୟାଳୟରେ ସରସ୍ବତୀ ପୂଜା ଚାଲିଥିବା ବେଳେ ମହୁମାଛି ଆକ୍ରମଣ । ମହୁମାଛି ଆକ୍ରମଣରେ ୧୫ରୁ ଉର୍ଦ୍ଧ୍ୱ ଛାତ୍ରଛାତ୍ରୀ ଆହତ ହୋଇଛନ୍ତି । ସମସ୍ତ ଆହତ ଛାତ୍ରଛାତ୍ରୀଙ୍କୁ ଭବାନୀପାଟଣା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଭବାନୀପାଟଣା ଘରୋଇ ହାଇଟେକ୍ ସ୍କୁଲରେ ଏଭଳି ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି । 

ସୂଚନା ମୁତାବକ, ଭବାନୀପାଟଣାର ଘରୋଇ ହାଇଟେକ୍ ସ୍କୁଲରେ ସରସ୍ୱତୀ ପୂଜା ଚାଲିଥିଲା । ଏହା ସମୟରେ ସ୍କୁଲ୍‌ର ଛାତ୍ରଛାତ୍ରୀ ମହୁମାଛି ଆକ୍ରମଣର ଶିକାର ହୋଇଥିଲେ । ଏଥିରେ ୨୫ ଜଣ ଛାତ୍ରଛାତ୍ରୀ ଆହତ ହୋଇଥିଲେ । ସମସ୍ତ ଆହତ ଛାତ୍ରଛାତ୍ରୀଙ୍କୁ ଭବାନୀପାଟଣା ଜିଲ୍ଲା ମୁଖ୍ୟଚିକିତ୍ସାଳୟରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.