PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁରୀ : ଶ୍ରୀଗୁଣ୍ଡିଚା ମନ୍ଦିର ଆଗରେ ଲାଗିଲା ତିନି ରଥ
  • ||
  • ଜଳେଶ୍ବର : ରଥଟଣାବେଳେ ଲାଗିଲା ବିଦ୍ୟୁତ ତାର, ଜଣେ ମୃତ ଓ ୭ ଗୁରୁତର
  • ||
  • ସମ୍ବଲପୁର : ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ପିଟିପିଟି ହତ୍ୟା କଲା ପିଶାଚ ସ୍ଵାମୀ
  • ||
  • ଭୁବନେଶ୍ଵର : ନିଅଣ୍ଟିଆ ଜୁନ, ଆସୁଛି ଦୁଇଟି ଲଘୁଚାପ, ୪ରୁ ବଢ଼ିବ ବର୍ଷା
  • ||
  • ପୁରୀ : ସୁଦର୍ଶନଙ୍କ ବାଲୁକାକଳା ରେକର୍ଡ, ପୁରୀ ବେଳାଭୂମିରେ ତିଆରି କଲେ ୧୨୫ ବାଲି ରଥ
  • ||
  • ଭୁବନେଶ୍ୱର : ରାଜ୍ୟରେ ଦ୍ରୁତ ଗତିରେ ବଢ଼ିଲା କରୋନା, ୨୦୦ ଟପିଲା ଦୈନିକ ସଂକ୍ରମଣ
  • ||
  • ଭୁବନେଶ୍ଵର : ଅଧାରେ ରହିଗଲା ପୁରୀ ଯାତ୍ରା, ରଥଯାତ୍ରାରେ ଆରପାରିକୁ ଚାଲିଗଲେ ବରିଷ୍ଠ ଫଟୋଗ୍ରାଫର ଅଶୋକ ପଣ୍ଡା
  • ||
  • ଭୁବନେଶ୍ଵର : ପବିତ୍ର ରଥଯାତ୍ରା ଅବସରରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ
  • ||

ଆଜିର ରାଶିଫଳ (୪/୬, ମଙ୍ଗଳବାର)

ମେଷ- ଶୁକ୍ଳପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ସହଯୋଗ ମିଳିବ । ସାଂସାରିକ ସୁଖୀ ରହିବେ । ଚାକିରିରେ କର୍ମତତ୍ପର ରହିବେ । ପରିବହନ ଓ ବାଣିଜ୍ୟରେ ଲାଭଜନକ ରହିବ । ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି ।
ବୃଷ- ଚନ୍ଦ୍ରଙ୍କ ସ୍ୱ-ପାରଗମନ ହେତୁ ଦିନଚର୍ଯ୍ୟା ସୁଖଦପୂର୍ଣ୍ଣ ରହିବ । ସାଂସାରିକ ସୁଖଶାନ୍ତି ପ୍ରାପ୍ତି ହେବ । ପ୍ରଶାସନିକ ମାନ ମର୍ଯ୍ୟାଦା ବୃଦ୍ଧି ହେବ । ପରିବହନ ଓ ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।
ମିଥୁନ- ଶୁକ୍ଳପକ୍ଷ ଦ୍ୱାଦଶରେ ଚନ୍ଦ୍ରଙ୍କ ଚଳନ ହେତୁ ଚେଷ୍ଟା କରି ଅସଫଳ ହେବେ । ସାଂସାରିକ ଭୁଲ୍‌ ବୁଝାମଣା ରହିବ । ରାଜନୀତିରେ ପ୍ରତିଦ୍ୱନ୍ଦ୍ୱିତା ରହିବ । ପରିବହନ ଓ ବାଣିଜ୍ୟରେ ମାନ୍ଦା ସ୍ଥିତି ରହିବ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲ୍‌ଭର ।
କର୍କଟ- ଏକାଦଶରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଉଚ୍ଚ ଆଶା ସଫଳ ହେବ । ସାଂସାରିକ ଧନ ସମ୍ମାନ ପ୍ରାପ୍ତି ହେବ । ପ୍ରଶାସନିକ ଓ ରାଜନୀତିରେ ଲୋକ ସମ୍ପର୍କ ବୃଦ୍ଧି ପାଇବ । ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍‌ ।
ସିଂହ-ଦଶମରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ କର୍ମ କ୍ଷେତ୍ରର ପରିସର ବୃଦ୍ଧି ପାଇବ । ସାଂସାରିକ ଉନ୍ନତି କରିବେ । ଚାକିରିରେ ସମ୍ମାନ ବୃଦ୍ଧି ହେବ । ରାଜନୀତିରେ ସକ୍ରିୟ ରହିବେ । ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭଅଙ୍କ-୨, ଶୁଭ ରଙ୍ଗ-ଧଳା ।
କନ୍ୟା- ଶୁକ୍ଳପକ୍ଷ ନବମରେ ଚନ୍ଦ୍ରଙ୍କ ଚଳନ ହେତୁ ଯୋଜନା କରି ସଫଳ ହେବେ । ସାଂସାରିକ କୌଣସି ମାଙ୍ଗଳିକ କାର୍ଯ୍ୟରେ ଯୋଗଦାନ କରିପାରନ୍ତି । ପରିବହନ ଓ ବାଣିଜ୍ୟରେ ଲାଭାନ୍ୱିତ ହେବେ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-ନୀଳ ।
ତୁଳା- ଅଷ୍ଟମରେ ଚନ୍ଦ୍ରଙ୍କ ଚଳନ ହେତୁ ପ୍ରତି କାର୍ଯ୍ୟରେ ବାଧାବିଘ୍ନ ରହିବ । ସାଂସାରିକ ଅର୍ଥାଭାବ ରହିବ । ରାଜନୀତିରେ ଶତ୍ରୁ ବୃଦ୍ଧି ହେବେ । ପରିବହନ ଓ ବାଣିଜ୍ୟରେ ବିଶେଷ ଭଲ ହେବନାହିଁ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ଧଳା ।
ବିଛା- ଘାତଚନ୍ଦ୍ର କାରଣରୁ ଅନ୍ୟର ଭଲ କରିବାକୁ ଯାଇ ଅପଯଶ ପାଇବେ । ସାଂସାରିକ ଚିନ୍ତା ରହିବ । ମହିଳାମାନେ ଅସ୍ଥିରମନା ରହିବେ । ପରିବହନ ଓ ବାଣିଜ୍ୟରେ ସମସ୍ୟା ରହିବ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-କମଳା ।
ଧନୁ- ଷଷ୍ଠ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ଚଳଚଞ୍ଚଳ ରହିବେ । ସାଂସାରିକ ସୁଖ ସମ୍ମାନ ପ୍ରାପ୍ତି ହେବ । ଚାକିରିରେ କର୍ତ୍ତୃପକ୍ଷଙ୍କର ଆସ୍ଥାଭାଜନ ହେବେ । ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ହଳଦିଆ ।
ମକର- ଶୁକ୍ଳପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଅଟକି ରହିଥିବା କର୍ମ ସହଜରେ ସମ୍ପାଦନ କରିବେ । ସାଂସାରିକ ସନ୍ତାନମାନେ ଉନ୍ନତି କରିବେ । ପରିବହନ ଓ ବାଣିଜ୍ୟରେ ଲାଭଜନକ ରହିବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-ବାଇଗଣି ।
କୁମ୍ଭ- ଶୁକ୍ଳପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ଅସହଯୋଗ ରହିବ । ସାଂସାରିକ ପଡ଼ୋଶୀଙ୍କ ସହ ମତାନ୍ତର ହୋଇପାରେ । ପରିବହନ ଓ ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ଗୋଲ୍‌ଡେନ୍‌ ।
ମୀନ- ତୃତୀୟରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରରେ ଉଚ୍ଚ ସମ୍ମାନ ପାଇବେ । ସାଂସାରିକ ସୁଖଶାନ୍ତି ଅକ୍ଷୁର୍ଣ୍ଣ ରହିବ । ଚାକିରିରେ ସ୍ଥାୟୀତ୍ୱ ରହିବ । ବାଣିଜ୍ୟରେ ଉତ୍ତମ ଲାଭ ମିଳିବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା ।