PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କୋଇଡା ବ୍ଲକର ଫଟାଟାଙ୍ଗର ଆଶ୍ରମ ଛାତ୍ରୀ ନିବାସରେ ଖାଦ୍ୟ ଖାଇ ୧୦୦ରୁ ଊର୍ଦ୍ଧ୍ବ ଛାତ୍ରୀ ଅସୁସ୍ଥ
  • ||
  • ୫ମ ଟେଷ୍ଟ: ଜୋ ରୁଟ୍‌ ଏବଂ ଜନି ବୈୟାରିଷ୍ଟୋଙ୍କ ଶତକୀୟ ଇନିଂସ, ଭାରତକୁ ୭ ଓ୍ବିକେଟରେ ହରାଇ ସିରିଜ ବରାବର୍‌ କଲା ଇଂଲଣ୍ଡ
  • ||
  • ପୁଣି ରାଜଧାନୀରେ ଛାତ୍ରୀଙ୍କ ଆତ୍ମହତ୍ୟା, ଭୁବନେଶ୍ବର ସ୍ଥିତ ଆଚାର୍ଯ୍ୟବିହାର ନିକଟ ଏକ ଭଡାଘରୁ ଛାତ୍ରୀଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଉଦ୍ଧାର
  • ||
  • ଭୁବନେଶ୍ଵର : ରାଜ୍ୟରେ ଉତ୍କଟ ବେକାରୀ ସମସ୍ୟା, ମୁଲତବୀ ପ୍ରସ୍ତାବ ଆଲୋଚନା ବେଳେ ସରକାରଙ୍କୁ ଘେରିଲେ ବିରୋଧୀ
  • ||
  • ପଟ୍ଟାମୁଣ୍ଡାଇ : ମୋବାଇଲ୍ ଗେମ୍ ହେଲା କାଳ, ଅନଲାଇନ୍ ଗେମ୍ ଖେଳି ୧୦ ହଜାର ଟଙ୍କା ହାରିଯିବାରୁ ଆତ୍ମହତ୍ୟା କଲେ ଯୁବକ
  • ||
  • ସମ୍ଵଲପୁର : ବାଇକ୍‌କୁ ଧକ୍କା ଦେଲା ଅଜଣା ଟ୍ରକ୍, ୨ ମୃତ ଜଣେ ଗୁରୁତର
  • ||
  • ଭୁବନେଶ୍ଵର : ରାଜ୍ୟରେ ନିର୍ମାଣ ହେବ ୫୫ଟି ନୂତନ ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳୀ, ଦ୍ଵିତୀୟ ପର୍ଯ୍ୟାୟରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୨୯ କୋଟି ୩୬ ଲକ୍ଷ ମଞ୍ଜୁର
  • ||
  • କୋରାପୁଟ : ପୋଲିସ ପଞ୍ଝାରେ ଦୁଇ ନକଲି ମାଓବାଦୀ, ବ୍ୟବସାୟୀଙ୍କୁ ହତ୍ୟା ଧମକ ଦେଇ ମାଗୁଥିଲେ ୫ ଲକ୍ଷ
  • ||
  • ଝାରସୁଗୁଡା : ଜଙ୍ଗଲ ଭିତରୁ ବାପା ଓ ଝିଅ-ପୁଅଙ୍କ ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
  • ||
  • ଲମତାପୁଟ: କମାଣ୍ଡର ଜିପ୍‌ରୁ ୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଡ୍ରାଇଭର ଫେରାର
  • ||
  • ପୁରୀ: ଆଜି ହେରାପଞ୍ଚମୀ, ନନ୍ଦିଘୋଷ ରଥ ଭାଙ୍ଗି ରାଗ ଶୁଝାଇବେ ଅଭିମାନିନୀ ମା’ ଲକ୍ଷ୍ମୀ ସାଆନ୍ତାଣୀ
  • ||
  • ଭୁବନେଶ୍ୱର: ଉତ୍ତର ଓଡ଼ିଶାରେ ଲଘୁଚାପ ବଳୟ ସୃଷ୍ଟି, ୪ ଦିନ ପ୍ରବଳ ବର୍ଷା: ୧୧ ଜିଲ୍ଲାରେ ପ୍ରବଳ ଛେଚିବ
  • ||

ଆଜିର ରାଶିଫଳ (୧୧/୬, ମଙ୍ଗଳବାର)

ମେଷ- ଷଷ୍ଠ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ଉଚ୍ଚ ସମ୍ମାନ ପାଇବେ । ସାଂସାରିକ ଉତ୍ତମ ବୁଝାମଣା ରହିବ । ମହିଳାମାନେ ଯୋଗ୍ୟ ପ୍ରତିପାଦିତ ହେବେ । ବାଣିଜ୍ୟରେ ଲାଭଜନକ ରହିବ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍‌ ।
ବୃଷ- ଘାତଚନ୍ଦ୍ର ପ୍ରଭାବରୁ କେତେକ ସମସ୍ୟାକୁ ନେଇ ବିଚଳିତ ରହିବେ । ସାଂସାରିକ ଆର୍ଥିକ ସଂକଟ ରହିବ । ରାଜନୀତିରେ ଶତ୍ରୁ ବୃଦ୍ଧି ହେବେ । ମହିଳାମାନେ ହତୋତ୍ସାହ ରହିବେ । ବାଣିଜ୍ୟରେ ପ୍ରତିବନ୍ଧକ ରହିବ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।
ମିଥୁନ- ଶୁକ୍ଳପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ କର୍ମ କ୍ଷେତ୍ରରେ ଅସହଯୋଗ ରହିବ । ସାଂସାରିକ କାର୍ଯ୍ୟ ହାନି ହୋଇପାରେ । ରାଜନୀତିରେ ପ୍ରତିଦ୍ୱନ୍ଦ୍ୱିତା ରହିବ । ବାଣିଜ୍ୟରେ ମାନ୍ଦା ରହିବ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍‌ ।
କର୍କଟ- ତୃତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ କୌଣସି ବଡ଼ ଧରଣର କାର୍ଯ୍ୟକୁ ତୁଲାଇବେ । ଉଭୟେ ପ୍ରେମ ଓ ସାଂସାରିକ ସୁଖମୟ ରହିବ । ଚାକିରିରେ ସମ୍ମାନ ବୃଦ୍ଧି ପାଇବ । ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ । ଶୁଭଅଙ୍କ-୩, ଶୁଭ ରଙ୍ଗ-ଗୋଲ୍‌ଡେନ୍‌ ।
ସିଂହ-ଶୁକ୍ଳପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ ଆର୍ଥିକ ଯୋଜନା କାର୍ଯ୍ୟକାରୀ ହେବ । ସାଂସାରିକ ସୁଖ ସମ୍ମାନ ପାଇବେ । ମହିଳାମାନେ ରକ୍ଷଣାୀଳ ହେବେ । ପରିବହନ ଓ ବାଣିଜ୍ୟରେ ଆୟ ବୃଦ୍ଧି ହେବ । ଶୁଭଅଙ୍କ-୫, ଶୁଭ ରଙ୍ଗ-ସବୁଜ ।
କନ୍ୟା- ଚନ୍ଦ୍ରଙ୍କ ସ୍ୱ-ପାରଗମନ ହେତୁ କର୍ମ କ୍ଷେତ୍ରରେ ସୁଖ ସମ୍ମାନ ପାଇବେ । ସାଂସାରିକ ବନ୍ଧୁବାନ୍ଧବଙ୍କର ସହଯୋଗ ମିଳିବ । ଚାକିରିରେ ପ୍ରଶଂସିତ ହେବେ । ପରିବହନ ଓ ବାଣିଜ୍ୟରେ ପ୍ରସାର ହେବ । ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍‌ ।
ତୁଳା- ଶୁକ୍ଳପକ୍ଷ ବ୍ୟୟ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ମନ୍ଥରତା ରହିବ । ସାଂସାରିକ ଅସ୍ଥିରମନା ରହିବେ । ରାଜନୀତିରେ ବିବାଦୀୟ ପରିସ୍ଥିତି ଉପୁଜିବ । ପରିବହନ ଓ ବାଣିଜ୍ୟରେ ସମସ୍ୟା ରହିବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା ।
ବିଛା- ଏକାଦଶରେ ଚନ୍ଦ୍ରଙ୍କ ଚଳନ ହେତୁ ଅଟକି ରହିଥିବା କାର୍ଯ୍ୟ ପୂରଣ ହେବ । ସାଂସାରିକ ସୁଖଶାନ୍ତି ପ୍ରାପ୍ତି ହେବ । ଚାକିରିରେ ମାନ ମର୍ଯ୍ୟାଦା ବୃଦ୍ଧି ହେବ । ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-କ୍ରିମ୍‌ ।
ଧନୁ- ଦଶମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ପ୍ରତିଟି କାର୍ଯ୍ୟରେ ଆଗେଇ ଚାଲିବେ । ସାଂସାରିକ ସୁଖ ସମୃଦ୍ଧି ଦେଖାଦେବ । ମହିଳାମାନେ ଆତ୍ମ ନିର୍ଭରଶୀଳ ହେବେ । ବାଣିଜ୍ୟରେ ସଞ୍ଚୟ ହେବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-ବାଇଗଣି ।
ମକର- ଶୁକ୍ଳପକ୍ଷ ନବମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ସମ୍ମାନ ପ୍ରାପ୍ତି ହେବ । ସାଂସାରିକ ସଂସ୍କାର ବୃଦ୍ଧି ପାଇବ । ଚାକିରିରେ କର୍ତ୍ତବ୍ୟନିଷ୍ଠ ରହିବେ । ବାଣିଜ୍ୟରେ ଲାଭଜନକ ରହିବ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।
କୁମ୍ଭ- ଅଷ୍ଟମରେ ଚନ୍ଦ୍ରଙ୍କ ଚଳନ ହେତୁ ବିଭିନ୍ନ ବାଟରେ କ୍ଷତିଗ୍ରସ୍ତ ହେବେ । ସାଂସାରିକ ଦୁଶ୍ଚିନ୍ତା ରହିବ । ରାଜନୀତିରେ ବାଧାବିଘ୍ନର ସମ୍ମୁଖୀନ ହେବେ । ବାଣିଜ୍ୟରେ ହାନି ହୋଇପାରେ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-ନୀଳ ।
ମୀନ- ସପ୍ତମରେ ଚନ୍ଦ୍ରଙ୍କ ଚଳନ ହେତୁ ଉଚ୍ଚ ଆଶା ସାକାର ହେବ । ସାଂସାରିକ ଅତିଥିଙ୍କର ଆଗମନ ହୋଇପାରେ । ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ । ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା ।