PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନୋବେଲ ଶାନ୍ତି ପୁରସ୍କାର ଘୋଷଣା: ମାନବାଧିକାର ପ୍ରବକ୍ତା ଆଲେସ୍ ବାଲିଆସ୍କି ସହ ଦୁଇଟି ସଂଗଠନକୁ ମିଳିବ ପୁରସ୍କାର
  • ||
  • ଭୁବନେଶ୍ଵର : ଓଡ଼ିଶା ଲଳିତ କଳା ଏକାଡେମୀ ଉପସଭାପତି ତଥା ବିଶିଷ୍ଟ ଶିଳ୍ପୀ ଶ୍ରୀନିବାସ ପଢ଼ିଆରୀଙ୍କ ପରଲୋକ
  • ||
  • ମୁରିବାହାଲ : ଭିଜିଲାନ୍ସ ଜାଲରେ ମୁରିବାହାଲ ବ୍ଲକ APO ସୁଶାନ୍ତ କୁମାର ଦାସ, ୪୫ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ
  • ||
  • ବାଙ୍ଗିରିପୋଷି : ଶୌଚ ହେବାକୁ ଯାଇଥିବା ବେଳେ ଆକ୍ରମଣ କଲା ଦନ୍ତା, ଯୁବକ ମୃତ
  • ||
  • ଭୁବନେଶ୍ୱର : ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା, ୨୫ ପୂର୍ବରୁ ଓଡ଼ିଶା ଛାଡ଼ିବନି ମୌସୁମୀ
  • ||
  • ଭଦ୍ରକ : ନଭେମ୍ୱର ୩ରେ ଧାମନଗର ଉପନିର୍ବାଚନ, ଆଜିଠୁ ନାମାଙ୍କନ ପତ୍ର ଦାଖଲ
  • ||
  • ତେଲକୋଇ : ଶୁଝି ପାରିଲେନି କିସ୍ତି, ଆତ୍ମହତ୍ୟା କଲେ ଅସହାୟ ଟ୍ରକ ମାଲିକ
  • ||
  • ମୋହନା : ଜଙ୍ଗଲରୁ ବିପୁଳ ପରିମାଣର କାଠ ଗଣ୍ଡି ଜବତ
  • ||
  • ଭୁବନେଶ୍ଵର : ରାଜ୍ୟରେ ଉପର ତଳ ହେଉଛି କରୋନା ଗ୍ରାଫ୍, ୨୪ ଘଣ୍ଟା ମଧ୍ୟରେ ୬୩ ପଜିଟିଭ୍ ଚିହ୍ନଟ
  • ||

ଆଜିର ରାଶିଫଳ (୧୨/୭,ଶୁକ୍ରବାର)

ମେଷ- ସପ୍ତମରେ ଚନ୍ଦ୍ରଙ୍କ ଚଳନ ହେତୁ ପ୍ରତି କାର୍ଯ୍ୟରେ ସଫଳ ହେବେ । ସାଂସାରିକ ସହଯୋଗ ପାଇବେ । ରାଜନୀତିରେ ଲୋକପ୍ରିୟତା ବଢ଼ିବ । ମହିଳାମାନେ ଆଦରଣୀୟା ହେବେ । ବାଣିଜ୍ୟରେ ପ୍ରସାର ହେବ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ମେରୁନ୍‌ ।
ବୃଷ- ଷଷ୍ଠ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ କଠିନ ପରିଶ୍ରମ କରି ସଫଳ ହେବେ । ସାଂସ।।ରିକ ଆର୍ଥିକ ସ୍ୱଚ୍ଛଳତା ରହିବ । ରାଜନୀତିରେ ନେତୃତ୍ୱ ବୃଦ୍ଧି ପାଇବ । କଳା, ବିଜ୍ଞାନ ଓ ବାଣିଜ୍ୟରେ ଲାଭ ପାଇବେ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।
ମିଥୁନ- ଶୁକ୍ଳ ପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମକ୍ଷେତ୍ରରେ ସହଯୋଗ ପାଇବେ । ସାଂସାରିକ ସମସ୍ୟାରୁ ମୁକ୍ତି ପାଇବେ । ମହିଳାମାନେ ସହ ଖୁସିରେ ରହିବେ । ବାଣିଜ୍ୟରେ ଲାଭାନ୍ନିତ ହେବେ । ଶୁଭଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍‌ ।
କର୍କଟ- ଶୁକ୍ଲ ପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ କର୍ମକ୍ଷେତ୍ରରେ ଅନିଶ୍ଚିତତା ଭିତରେ ଗତି କରିବେ । ସାଂସାରିକ ମନସ୍ତାପ ଦେଖାଦେବ । ମହିଳାମାନେ ହତୋତ୍ସାହ ରହିବେ । ବାଣିଜ୍ୟରେ ଆୟ ବ୍ୟୟ ସମାନ ରହିବ । ଶୁଭଅଙ୍କ-୨, ଶୁଭ ରଙ୍ଗ-ଧଳା ।
ସିଂହ- ତୃତୀୟରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଚତୁରତାର ସହ କାର୍ଯ୍ୟ ହାସଲ କରିବେ । ସାଂସାରିକ ସୁଖ ଶାନ୍ତି ପ୍ରାପ୍ତି ହେବ । ମହିଳାମାନେ ରକ୍ଷଣଶୀଳ ହେବେ । ପରିବହନ ଓ ବାଣିଜ୍ୟରେ ଉନ୍ନତି କରିବେ । ଶୁଭଅଙ୍କ-୫, ଶୁଭ ରଙ୍ଗ-ସବୁଜ ।
କନ୍ୟା- ଶୁକ୍ଳ ପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ ଅର୍ଥ ସମ୍ମାନ ପ୍ରାପ୍ତି ହେବ । ସାଂସାରିକ ସୁଖୀ ରହିବେ । ମହିଳାମାନେ ପରିଶ୍ରମୀ ହେବେ । କଳା, ବିଜ୍ଞାନ ଓ ବାଣିଜ୍ୟରେ ଲାଭ ଜନକ ରହିବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ସିଲିଭର ।
ତୁଳା- ଶ୍ରୀ ଚନ୍ଦ୍ର କାରଣରୁ ଦିନଟି ଆମୋଦପ୍ରମୋଦ ଭିତରେ କଟିବ । ସାଂସାରିକ ଚଳଚଞ୍ଚଳ ରହିବେ । ମହିଳାମାନେ ଖୁସିରେ ରହିବେ । ପରିବହନ ଓ ବାଣିଜ୍ୟରେ ଆୟ ବୃଦ୍ଧି ହେବ । ଶୁଭଅଙ୍କ-୬, ଶୁଭରଙ୍ଗ-ଧଳା ।
ବିଛା- ଶୁକ୍ଳ ପକ୍ଷ ବ୍ୟୟ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ କିଛିଟା ସମସ୍ୟା ଭିତରେ କାର୍ଯ୍ୟ ସମ୍ପନ୍ନ କରିବେ । ସାଂସାରିକ ବ୍ୟୟ ବହୁଳ ରହିବ । ପରିବହନ ଓ ବାଣିଜ୍ୟରେ ବିଶେଷ ଭଲ ହେବ ନାହିଁ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍‌ ।
ଧନୁ- ଏକାଦଶରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମକ୍ଷେତ୍ରରେ ଉନ୍ନତି କରିବେ । ସାଂସାରିକ ସୁଖ ସମ୍ମାନ ପାଇବେ । ମହିଳାମାନେ ଆତ୍ମନିର୍ଭରଶୀଳ ହେବେ । ବାଣିଜ୍ୟରେ ପ୍ରସାର ହେବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ଗୋଲଡେନ୍‌ ।
ମକର- ଦଶମରେ ଚନ୍ଦ୍ରଙ୍କ ପାରଗମନ ହେତୁ କାର୍ଯ୍ୟ ସିଦ୍ଧି ସହ ମାନ ସମ୍ମାନ ବୃଦ୍ଧି ପାଇବ । ସାଂସାରିକ ଅର୍ଥପ୍ରାପ୍ତି ହୋଇପାରେ । ପ୍ରଶାସନିକ ମାନ ମର୍ଯ୍ୟାଦା ପ୍ରାପ୍ତି ହେବ । ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।
କୁମ୍ଭ- ଶୁକ୍ଳ ପକ୍ଷ ନବମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଯୋଜନ କରି ସଫଳ ହେବେ । ସାଂସାରିକ ଧର୍ମ କର୍ମରେ ମନ ରହିବ । ରାଜନୀତିରେ ଜନ ସେବାରେ ବ୍ରତୀ ହେବେ । ବାଣିଜ୍ୟରେ ଲାଭ ମିଳିବ । ଶୁଭଅଙ୍କ-୬, ଶୁଭରଙ୍ଗ-ସିଲିଭର ।
ମୀନ- ଅଷ୍ଟମରେ ଚନ୍ଦ୍ରଙ୍କ ଚନଳ ହେତୁ କର୍ମକ୍ଷେତ୍ରରେ ସମସ୍ୟା ରହିବ । ସାଂସାରିକ ଭୁଲ୍‌ ବୁଝାମଣା ରହିବ । ମହିଳାମାନେ ଅପଯଶ ପାଇବେ । ପରିବହନ ଓ ବାଣିଜ୍ୟରେ ହାନି ହୋଇପାରେ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ଲାଲ ।