PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ବିଜେବି କଲେଜ ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଉଦ୍ଧାର
  • ||
  • ୨୦୨୨-୨୩ ବଜେଟ୍‌ : ଶିକ୍ଷା ଓ ଦକ୍ଷତା ବିକାଶ କ୍ଷେତ୍ର ପାଇଁ ୨୭,୩୨୪କୋଟି ଟଙ୍କା ଆବଣ୍ଟନ
  • ||
  • ଉଦୟପୁର ହତ୍ୟାକାଣ୍ଡ ଘଟଣା : କୋର୍ଟ ୪ ଅଭିଯୁକ୍ତଙ୍କୁ ୧୦ଦିନର NIA ରିମାଣ୍ଡରେ ପଠାଇଲେ
  • ||
  • ଭୁବନେଶ୍ବର ପରେ କଟକରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ
  • ||
  • ପୁରୀ : ଗୁଣ୍ଡିଚା ମନ୍ଦିର ରୋଷଘର ଚୁଲି ଭାଙ୍ଗିଲେ ଦୁର୍ବୃତ୍ତ, ୨୦ରୁ ଅଧିକ ଚୁଲି ଭାଙ୍ଗି ଥିବା ସୂଚନା
  • ||
  • ଭୁବନେଶ୍ୱର: ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ: ପ୍ରଥମ ଦିନରେ ଶୋକ ପ୍ରସ୍ତାବ ପାରିତ, ଆସିବ ପୂର୍ଣ୍ଣାଙ୍ଗ ବଜେଟ୍
  • ||
  • ନୂଆଦିଲ୍ଲୀ; ଫୁଟ୍‌ ଉପରେ ବିମାନ କ୍ୟାବିନରେ ଦେଖିବାକୁ ମିଳିଲା ଧୁଆଁ; ଦିଲ୍ଲୀ ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କଲା ସ୍ପାଇସଜେଟ୍‌
  • ||
  • ଭୁବନେଶ୍ୱର: ୪ରେ ଲଘୁଚାପ, ଆଜିଠୁ ବଢ଼ିବ ବର୍ଷା
  • ||
  • ଚୌଦ୍ୱାର : ଜଗା ଦର୍ଶନ ସାରି ଘରକୁ ଫେରୁଥିବା ବେଳେ ବୋଲେରୋକୁ ପିଟିଲା ଟ୍ରକ: ଜଣେ ମୃତ, ୯ ଗୁରୁତର
  • ||
  • ପୁରୀ: ଦାରୁବ୍ରହ୍ମଙ୍କ ପତିତପାବନ ଯାତ୍ରା: ଆଜି ଜନ୍ମବେଦିକୁ ବିଜେ କରିବେ ଚତୁର୍ଦ୍ଧାମୂର୍ତ୍ତି
  • ||
  • ବାରିପଦା: ଆଜି ଗଡ଼ିବ ଦ୍ୱିତୀୟ ଶ୍ରୀକ୍ଷେତ୍ର ରଥ, ସୁଭଦ୍ରାଙ୍କ ରଥକୁ ଟାଣିବେ ମହିଳା ଶ୍ରଦ୍ଧାଳୁ
  • ||
  • କଟକ: ଆଜିଠୁ ମିଳିତ ପୁଲିସ୍‌ ସେବା ପରୀକ୍ଷା, ୩୪ କେନ୍ଦ୍ରରେ ପରୀକ୍ଷା ଦେବେ ୨୯ ହଜାର ୬୪୪ ପରୀକ୍ଷାର୍ଥୀ
  • ||

ଆଜିର ରାଶିଫଳ (୧୩/୬, ଗୁରୁବାର)

ମେଷ- ସପ୍ତମରେ ଚନ୍ଦ୍ରଙ୍କ ଚଳନ ହେତୁ ସମସ୍ତ କର୍ମରେ ଆଗେଇବେ । ସାଂସାରିକ ସୁଖ ସମ୍ମାନ ପ୍ରାପ୍ତି ହେବ । ମିହିଳାମାନେ ଆଦରଣୀୟା ହେବେ । କଳା, ବିଜ୍ଞାନ ଓ ବାଣିଜ୍ୟରେ ଉତ୍ତମ ଫଳ ମିଳିବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ସିଲ୍‌ଭର ।
ବୃଷ- ଷଷ୍ଠ ଭାବରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଚତୁରତାର ସହ କାର୍ଯ୍ୟ ସମ୍ପନ୍ନ କରିବେ । ସାଂସାରିକ ସମ୍ମାନ ପ୍ରାପ୍ତି ହେବ । ପ୍ରଶାସନିକ ଓ ରାଜନୀତିରେ ଲୋକ ସମ୍ପର୍କ ବଢ଼ିବ । ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।
ମିଥୁନ- ଶୁକ୍ଳପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ସହଯୋଗ ପାଇବେ । ସାଂସାରିକ ସମସ୍ୟାରୁ ମୁକ୍ତି ପାଇବେ । ଚାକିରିରେ ପ୍ରଶଂସା ପାଇବେ । ବାଣିଜ୍ୟରେ ଶୁଭଫଳ ମିଳିବ । ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍‌ ।
କର୍କଟ- ଶୁକ୍ଳପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କାର୍ଯ୍ୟ ବିଳମ୍ବ ଓ ମନସ୍ତାପ ରହିବ । ସାଂସାରିକ ଆର୍ଥିକ ଚାପ ରହିବ । ପରିବହନ ଓ ବାଣିଜ୍ୟରେ ବିଶେଷ ଭଲ ହେବନାହିଁ । ଶୁଭଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍‌ ।
ସିଂହ-ତୃତୀୟରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ ଯେକୌଣସି ଉପାୟରେ କାର୍ଯ୍ୟକୁ ସମାପନ କରିବେ । ସାଂସାରିକ ଦକ୍ଷ ପ୍ରତିପାଦିତ ହେବେ । ପରିବହନ ଓ ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭଅଙ୍କ-୫, ଶୁଭ ରଙ୍ଗ-ସବୁଜ ।
କନ୍ୟା- ଶୁକ୍ଳପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ ବକେୟା ଅର୍ଥ ପ୍ରାପ୍ତି ହୋଇପାରେ । ସାଂସାରିକ ଉତ୍ତମ ବୁଝାମଣା ରହିବ । ଚାକିରିରେ ଚଳଚଞ୍ଚଳ ରହିବେ । ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-ନୀଳ ।
ତୁଳା- ଚନ୍ଦ୍ରଙ୍କ ସ୍ୱ-ପାରଗମନ ହେତୁ କର୍ମକ୍ଷେତ୍ର ଉତ୍ସାହଜନକ ରହିବ । ସାଂସାରିକ ସୁଖମୟ ରହିବ । ଚାକିରିରେ ପ୍ରଶଂସା ପାଇବେ । ପରିବହନ ଓ ବାଣିଜ୍ୟରେ ପ୍ରସାର ହେବ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।
ବିଛା- ଶୁକ୍ଳପକ୍ଷ ଦ୍ୱାଦଶରେ ଚନ୍ଦ୍ରଙ୍କ ଚଳନ ହେତୁ ବ୍ୟୟ ବହୁଳତା କାରଣରୁ ଅର୍ଥାଭାବ ଅନୁଭବ କରିବେ । ସାଂସାରିକ ଅଶାନ୍ତି ରହିବ । ପରିବହନ ଓ ବାଣିଜ୍ୟରେ ମାନ୍ଦା ରହିବ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ଲାଲ୍‌ ।
ଧନୁ- ଏକାଦଶରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଆୟ ଭଲ ହେବ । ମାନ ସମ୍ମାନ ବୃଦ୍ଧି ପାଇବ । ମହିଳାମାନେ ଖୁସିରେ ରହିବେ । ପରିବହନ ଓ ବାଣିଜ୍ୟରେ ଆୟ ବୃଦ୍ଧି ଓ ସଞ୍ଚୟ ହେବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ହଳଦିଆ ।
ମକର- ଦଶମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ସୁଖ ଶାନ୍ତି ଭିତରେ ଗତି କରିବେ । ସାଂସାରିକ ସହଯୋଗ ପାଇବେ । ମହିଳାମାନେ ଆଦର ସମ୍ମାନ ପାଇବେ । ବାଣିଜ୍ୟରେ ଶୁଭଫଳ ମିଳିବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-ନୀଳ ।
କୁମ୍ଭ- ଶୁକ୍ଳପପକ୍ଷ ନବମରେ ଚନ୍ଦ୍ରଙ୍କ ଚଳନ ହେତୁ ଯୋଜନା ମୁତାବକ କାର୍ଯ୍ୟ କରି ସଫଳ ହେବେ । ସାଂସାରିକ ଧର୍ମ କର୍ମରେ ମନ ରହିବ । ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲ୍‌ଭର ।
ମୀନ- ଅଷ୍ଟମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ଠକାମୀରେ ପଡ଼ିପାରନ୍ତି । ସାଂସାରିକ ବନ୍ଧୁବାନ୍ଧବଙ୍କ ସଂଗେ ଅଶାନ୍ତି ଉପୁଜିପାରେ । ପରିବହନ ଓ ବାଣିଜ୍ୟରେ କ୍ଷତି ହୋଇପାରେ । ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି ।