PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୁଲାୟମ ସିଂହ ଯାଦବ ICUରେ ଭର୍ତ୍ତି ,ଅଖିଳେଶ ଓ ଅପର୍ଣ୍ଣା ଯାଦବଙ୍କ ତୁରନ୍ତ ଦିଲ୍ଲୀ ଯାତ୍ରା
  • ||
  • ଭୁବନେଶ୍ଵର : ରାଜ୍ୟରେ ଉପରତଳ ହେଉଛି କରୋନା ଗ୍ରାଫ୍, ୨୪ ଘଣ୍ଟା ମଧ୍ୟରେ ୧୩୧ ପଜିଟିଭ୍ ଚିହ୍ନଟ
  • ||
  • କଟକ : ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଧାୟକ ମହମ୍ମଦ ମୋକିମ୍, ବିଧାୟକ ପଦ ରଦ୍ଦ ହେବାର ଆଶଙ୍କା
  • ||
  • କେନ୍ଦୁଝର : ସାମାନ୍ୟ ବଚସାରୁ ତୁମୁଳ କାଣ୍ଡ, ଯୁବକଙ୍କୁ ବିଭତ୍ସ ଭାବେ ହତ୍ୟା
  • ||
  • କୋରାପୁଟ : ବିଜୁଳି ଘଡ଼ଘଡ଼ିରେ ଭୁଶୁଡ଼ିଲା କୋରାପୁଟର ଜେଇଏଲ୍ ଚର୍ଚ୍ଚ
  • ||
  • ବ୍ରହ୍ମପୁର : କାର୍‌ରୁ ୩ କେ.ଜି ସୁନା ଏବଂ ୧୭ କେ.ଜି ରୂପା ଜବତ, ୩ ଅଟକ
  • ||

ଆଜିର ରାଶିଫଳ (୧୪/୦୮,ଶୁକ୍ରବାର)

ମେଷ :  ମନସ୍କାମନା ପୂର୍ଣ୍ଣହେବ । ଚକ୍ଷୁପୀଡା ଅନୁଭବ କରିପାରନ୍ତି । ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ । ଶରୀର ସୁସ୍ଥ ରହିବ। ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୫ ।

ବୃଷ : ରୁଚିକର ଭୋଜନରେ ଆପ୍ୟାୟିତ ହେବେ । ବ୍ୟବସାୟ ଲାଭଜନକ ହେବ । ବେଳେବେଳେ ମନରେ ଅହଂଭାବ ଜାଗ୍ରତ ହୋଇପାରେ। ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୭।

ମିଥୁନ : ଉଦ୍ୟମରେ ସଫଳତା ପାଇବା କଷ୍ଟସାଧ୍ୟ ହୋଇପାରେ । ଘାତଚନ୍ଦ୍ର ଓ ଅଷ୍ଟମଚନ୍ଦ୍ର ଏକତ୍ର ଭୋଗ ହେଉଥିବାରୁ ଖୁବ୍ ସତର୍କତାର ସହଚଳିବାକୁ ପଡିବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୨।

କର୍କଟ : କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ । ଭାଗ୍ୟଶାଳୀହୋଇପାରନ୍ତି । ଦିନଟି ଭୋଗ ବିଳାସରେ ଅତିବାହିତ କରିପାରନ୍ତି। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନ ଯାପନ କରିବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୮।

ସିଂହ : ସାଧନା ଫଳବତୀ ହେବ । ପରିବାରର ଦୁଃଖ-ସୁଖରେ ଭାଗୀ ହେବେ । ମନ ପ୍ରସନ୍ନ ରହିବ । ସ୍ୱାସ୍ଥ୍ୟ ଅତୁଟ ରହିବ। ଦୟାଳୁ ସ୍ୱଭାବର ହେବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୧ ।

କନ୍ୟା : ମୂଲ୍ୟବାନ ଦ୍ରବ୍ୟଲାଭ କରିବେ । ଯଶସ୍ୱୀ ହେବେ। ଲୋକପ୍ରିୟତା ଅର୍ଜନ କରି ଉତ୍‌ଫୁଲ୍ଲିତ ହେବେ । ଚଞ୍ଚଳ ପ୍ରକୃତିର ହେବେ। ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୪।

ତୁଳା : ଅଯଥା ଖର୍ଚ୍ଚାନ୍ତ ହୋଇପାରନ୍ତି । ଥଣ୍ଡାକଫରେ ଆକ୍ରାନ୍ତ ହେବେ । ଚଞ୍ଚଳ ସ୍ୱଭାବର ହେବେ । ଏକାନ୍ତରେ ସମୟ କଟାଇବାକୁ ଇଚ୍ଛା କରିବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୯।

ବିଛା : ନିଜ ଇଚ୍ଛା ଅନୁସାରେ ଫଳପ୍ରାପ୍ତ ହେବେ । ସୁଖ-ସନ୍ତୋଷ ଲାଭ କରିପାରନ୍ତି । ମାଲି-ମୋକଦ୍ଦମାରେ ବିଜୟୀ ହେବା ସହିତ ଧନଲାଭ ହେବାର ସୂଚନା ମିଳୁଛି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୩।

ଧନୁ : ଚଞ୍ଚଳ ପ୍ରକୃତିର ହୋଇପାରନ୍ତି । ଆକସ୍ମିକ ଧନଲାଭ ହୋଇପାରେ। ଧାର୍ମିକ, ତେଜସ୍ୱୀ ଓ ଉତ୍ତମ, ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୬।

ମକର : ମୂଲ୍ୟବାନ ଦ୍ରବ୍ୟଲାଭ କରିବେ । ଯଶସ୍ୱୀ ହେବେ। ଲୋକପ୍ରିୟତା ଅର୍ଜନ କରି ଉତ୍‌ଫୁଲ୍ଲିତ ହେବେ । ଚଞ୍ଚଳ ପ୍ରକୃତିରହେବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୨।

କୁମ୍ଭ : ଉଦାର ସ୍ୱଭାବର ହୋଇପାରନ୍ତି । ଦାନଶୀଳ ହେବା ଆଶା କରାଯାଏ । ବ୍ୟକ୍ତି ବିଶେଷ ଭାବେ ପରିଗଣିତ ହେବେ। ସୁସ୍ଥ ଓ ନିରାମୟ ରହିବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୪।

ମୀନ : ପରିଶ୍ରମର ମୂଲ୍ୟ ମିଳିବ । ମନ ପ୍ରସନ୍ନ ରହିବ। ଆସ୍ତିକସ୍ୱଭାବର ହେବେ । କଥାରେ ପରକୁ ଆପଣାର କରିପାରିବେ। ଶୁଭ ରଙ୍ଗ ନୀଳ । ଶୁୃଭ ଅଙ୍କ ୯।