PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଟଣା : କେନ୍ଦୁଝର ଜିଲ୍ଲା ପାଟଣା ଥାନା ଗଣ୍ଡବେଡ଼ା ଗାଁରେ ଶ୍ୱଶୁର ଘର ପଛପଟୁ ଜ୍ୱାଇଁର ଝୁଲନ୍ତା ମୃତଦେହ ଉଦ୍ଧାର
  • ||
  • ବସ୍ତା : ବାଲେଶ୍ଵର ଜିଲ୍ଲା ବସ୍ତା-ଅମର୍ଦା ରୋଡ ରେଳ ଷ୍ଟେସନ ମଧ୍ୟବର୍ତ୍ତୀ ବ୍ରାହ୍ମଣଦା ଗ୍ରାମ ନିକଟ ରେଳ ଧାରଣା ପାର୍ଶ୍ଵରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର
  • ||
  • ଆଠମଲ୍ଲିକ : ଅନୁଗୁଳ ଜିଲ୍ଲା ଆଠମଲ୍ଲିକ ବ୍ଲକ ହଣ୍ଡପା ଥାନା ଅନ୍ତର୍ଗତ ରଘୁନାଥପୁର ଗାଁ ପଡ଼ିଆରେ କ୍ରିକେଟ ଖେଳିବା ବେଳେ ପଡ଼ିଲା ଚଡ଼କ, ଜଣେ ମୃତ ଅନ୍ୟ ଜଣେ ଗୁରୁତର
  • ||
  • ଢେଙ୍କାନାଳ : ଢେଙ୍କାନାଳ ସଦର ଥାନା ଭାପୁର ଫାଣ୍ଡି ଗଙ୍ଗାଧର ପ୍ରସାଦ ଗାଁ ପଶ୍ଚିମେଶ୍ୱର ମନ୍ଦିର ନିକଟରେ ପିକଅପ୍ ଭ୍ୟାନ ଓ ଟ୍ରକ୍ ମୁହାଁମୁହିଁ ଧକ୍କା, ଡ୍ରାଇଭର୍ ଗୁରୁତର
  • ||
  • ଭୁବନେଶ୍ଵର : ଦୁଇ ଆଇଏଏସ୍‌ଙ୍କୁ ହକି ବିଶ୍ୱକପ୍‌ ପରିଚାଳନା ଦାୟିତ୍ୱ, ରାଉରକେଲା ପାଇଁ ଭୂପେନ୍ଦ୍ର ସିଂ ପୁନିଆ, ଭୁବନେଶ୍ଵରରେ ରଘୁ ଜି
  • ||
  • ବଲାଙ୍ଗୀର : ଧୁମ୍‌ଧାମ୍‌ରେ ପାଳିତ ହେଲା ବଲାଙ୍ଗୀରର ବଏଲ ଯାତ୍ରା, ସମାଜର ମଙ୍ଗଳ ଉଦ୍ଦେଶ୍ୟରେ ଦେବୀଙ୍କ ଆରାଧନା କଲେ ଶ୍ରଦ୍ଧାଳୁ
  • ||
  • ମୁନିଗୁଡ଼ା : ରାୟଗଡ଼ା ଜିଲ୍ଲା ଅମ୍ବାଦଳା ଥାନା ଅନ୍ତର୍ଗତ କାମାରି ଗାଁ ନିକଟ ଜଙ୍ଗଲରୁ ଝୁଲନ୍ତା ଅବସ୍ଥାରେ ନିଖୋଜ ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର : ଉପକୂଳରେ ନବମୀ ଓ ଦଶମୀରେ ବର୍ଷିବ ବୋଲି ଆକଳନ କରିଛନ୍ତି ପାଣିପାଗ ବିଶେଷଜ୍ଞ
  • ||
  • ଭୁବନେଶ୍ଵର : ଆଜି ପୀଠରେ ଦଶମୀ ; ମଣ୍ଡପରେ ମହାନବମୀ, ଚଣ୍ଡୀପାଠରେ କମ୍ପୁଛି ପୂଜା ମଣ୍ଡପ
  • ||
  • କୋଣାର୍କ : ଲଘୁଚାପ ପ୍ରଭାବରେ ସୋମବାର ରାତିରୁ କୋଣାର୍କରେ ପ୍ରବଳ ବର୍ଷା ହୋଇ ସୂର୍ଯ୍ୟମନ୍ଦିରରେ ଜମିଲା ପାଣି, ପର୍ଯ୍ୟଟକ ନିରାଶ
  • ||

ଆଜିର ରାଶିଫଳ (୧୬/୭, ମଙ୍ଗଳବାର)

ମେଷ- ଷଷ୍ଠ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ ଦୁଃସାହସିକ ଭିତ୍ତିରେ କର୍ମ ସମ୍ପାଦନ କରିବେ । ସାଂସାରିକ ଆର୍ଥିକ ସ୍ଥିତି ସୁଦୃଢ଼ ରହିବ । ରାଜନୀତିରେ ନେତୃତ୍ୱ ବୃଦ୍ଧି ପାଇବ । ପରିବହନ ଓ ବାଣିଜ୍ୟରେ ଲାଭଜନକ ରହିବ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍‌ ।
ବୃଷ- ଶୁକ୍ଳପକ୍ଷ ପଞ୍ଚମରେ ଘାତଚନ୍ଦ୍ର କାରଣରୁ କର୍ମ କ୍ଷେତ୍ରରେ ଉତ୍ତେନା ରହିବ । ସାଂସାରିକ ଦୁଶ୍ଚିନ୍ତା ରହିବ । ମହିଳାମାନେ ସମସ୍ୟାରେ ରହିବେ । ଚାକିରିରେ କାର୍ଯ୍ୟଭାର ରହିବ । ପରିବହନ ବାଣିଜ୍ୟରେ ପ୍ରତିବନ୍ଧକ ରହିବ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।
ମିଥୁନ- ଶୁକ୍ଳପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଚଳନ ହେତୁ ଦିନଟି ଅନିଶ୍ଚିତତା ଭିତରେ ଗତି କରିବେ । ସାଂସାରିକ ବୃଥା ଭ୍ରମଣ ଓ ଖର୍ଚ୍ଚାନ୍ତ ରହିବ । ମହିଳାମାନେ ବିରକ୍ତିମନା ରହିବେ । ବାଣିଜ୍ୟରେ ମନ୍ଥର ରହିବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ସିଲ୍‌ଭର ।
କର୍କଟ- ପରାକ୍ରମ ସ୍ଥାନରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ବିଭିନ୍ନ ଉପାୟରେ ଆୟ କରିବେ । ସାଂସାରିକ ଦକ୍ଷ ପ୍ରତିପାଦିତ ହେବେ । ପ୍ରଶାସନିକ ମାନ ମର୍ଯ୍ୟାଦା ବୃଦ୍ଧି ପାଇବ । ବାଣିଜ୍ୟରେ ଲାଭ ମିଳିବ । ଶୁଭଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍‌ ।
ସିଂହ-ଶୁକ୍ଳପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ ପ୍ରତି କାର୍ଯ୍ୟ ସୁରୁଖୁରୁରେ ସମ୍ପନ୍ନ କରିବେ । ସାଂସାରିକ ଚଳଚଞ୍ଚଳ ରହିବେ । ରାଜନୀତିରେ ପ୍ରସିଦ୍ଧି ବୃଦ୍ଧି ପାଇବ । ପରିବହନ ଓ ବାଣିଜ୍ୟରେ ଲାଭଜନକ ରହିବ । ଶୁଭଅଙ୍କ-୯, ଶୁଭ ରଙ୍ଗ-ମେରୁନ୍‌ ।
କନ୍ୟା- ଚନ୍ଦ୍ରଙ୍କ ସ୍ୱପାରଗମନ ହେତୁ କର୍ମ କ୍ଷେତ୍ରରେ ଉତ୍ସାହିତ ରହିବେ । ସାଂସାରିକ ପ୍ରଶଂସା ପାଇବେ । ରାଜନୀତିରେ ଚଳଚଞ୍ଚଳ ରହିବେ । କଳା, ବିଜ୍ଞାନ ଓ ବାଣିଜ୍ୟରେ ସୁଫଳ ମିଳିବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ସିଲ୍‌ଭର ।
ତୁଳା- ଶୁକ୍ଳପକ୍ଷ ବ୍ୟୟ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ ହେଉଥିବା କାର୍ଯ୍ୟ ଅଳ୍ପକେ ବିଗିଡ଼ି ଯାଇପାରେ । ଚାକିରିରେ କାର୍ଯ୍ୟଭାର ରହିବ । ବାଣିଜ୍ୟରେ ବ୍ୟୟ ବୃଦ୍ଧି ହେବ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।
ବିଛା-ଏକାଦଶରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରରେ ଦନ ସମ୍ମାନ ପାଇବେ । ସାଂସାରିକ ଉନ୍ନତି କରିବେ । ପ୍ରଶାସନିକ ମାନମର୍ଯ୍ୟାଦା ବୃଦ୍ଧି ପାଇବ । ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା ।
ଧନୁ- ଦଶମରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ ଭବିଷ୍ୟତ ଯୋଜନା କାର୍ଯ୍ୟକାରୀ ହେବ । ସାଂସାରିକ ସୁଖଶାନ୍ତି ପ୍ରାପ୍ତି ହେବ । ମହିଳାମାନେ ରକ୍ଷଣଶୀଳ ହେବେ । ବାଣିଜ୍ୟରେ ଆୟ ବୃଦ୍ଧି ହେବ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍‌ ।
ମକର- ଶୁକ୍ଳପକ୍ଷ ନବମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଯୋଜନା କାର୍ଯ୍ୟକାରୀ ହେବ । ସାଂସାରିକ ସଂସ୍କାର ବୃଦ୍ଧି ପାଇବ । ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲ୍‌ଭର । 
କୁମ୍ଭ- ଅଷ୍ଟମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ସମସ୍ୟା ରହିବ । ସାଂସାରିକ ବିଶୃଙ୍ଖଳା ରହିବ । ଚାକିରିରେ ଅସହଯୋଗ ରହିବ । ବାଣିଜ୍ୟରେ ହାନି ହୋଇପାରେ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।
ମୀନ- ସପ୍ତମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କାର୍ଯ୍ୟ ସିଦ୍ଧି ସହ ମାନ ସମ୍ମାନ ବୃଦ୍ଧି ପାଇବ । ସାଂସାରିକ ବସ୍ତ୍ରାଦି ଆଭୁଷଣ ପ୍ରାପ୍ତି ହେବ । ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା ।