PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମହାରାଷ୍ଟ୍ର : ସିଏମ୍ ପଦରୁ ଉଦ୍ଧବ ଠାକରେଙ୍କ ଇସ୍ତଫା ପରେ କଣ ରହିଛି ବିଜେପିର ପ୍ଲାନ୍? ଫଡନବୀସ-ସିନ୍ଦେ ମେଣ୍ଟ ସରକାର ଗଠନ ନେଇ ଜୋରଦାର ଚର୍ଚ୍ଚା
  • ||
  • ‘ଦେଶରୁ କଂଗ୍ରେସ ମୂଳପୋଛ ହୋଇଯିବା ଉଚିତ, ଖାସ୍‌ ସେହି ଦଳ ପାଇଁ ଦୁଇଦୁଇ ଥର ପ୍ରଧାନମନ୍ତ୍ରୀ ହେଲେଣି ମୋଦି’: ଅସଦୁଦ୍ଦିନ ଓଓ୍ବେସୀ
  • ||
  • ମମିତା ମେହେର ହତ୍ୟା ମାମଲାରେ ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁକୁ ମିଳିଲା ଅନ୍ତରୀଣ ଜାମିନ
  • ||
  • ଅଗଷ୍ଟ ୬ରେ ଉପରାଷ୍ଟ୍ରପତି ନିର୍ବାଚନ, ଜୁଲାଇ ୧୭ ନାମାଙ୍କନର ଶେଷ ତାରିଖ : ଭାରତୀୟ ନିର୍ବାଚନ କମିଶନଙ୍କ ପକ୍ଷରୁ ବିଧିବଦ୍ଧ ଭାବେ ପ୍ରକାଶ ପାଇଲା ବିଜ୍ଞପ୍ତି
  • ||
  • ଡାବୁଗାଁ ବ୍ଲକ ଅନ୍ତର୍ଗତ ଯବାଗୁଡ଼ା ଗ୍ରାମରେ ପ୍ରେମୀଯୁଗଳଙ୍କ ଆତ୍ମହତ୍ୟା
  • ||
  • ପରକୀୟା ପ୍ରୀତି ସନ୍ଦେହ କରି ସ୍ତ୍ରୀକୁ ଟାଙ୍ଗିଆରେ ହାଣି ହତ୍ୟା କଲା ସ୍ବାମୀ
  • ||
  • ଭୁବନେଶ୍ୱର : ରାଜ୍ୟରେ ପୁଣି ବଢ଼ିଲା କରୋନା ମାମଲା, ୨୪ ଘଣ୍ଟାରେ ୧୬୧ କରୋନା ପଜିଟିଭ୍
  • ||
  • ନୟାଗଡ଼ : ଟ୍ରକ୍‌କୁ ପଛପଟୁ ପିଟିଲା କାର୍, ୮ ଆହତ
  • ||
  • କଟକ : ଭିଜିଲାନ୍ସ ପଞ୍ଝାରେ ସହକାରୀ ଯନ୍ତ୍ରୀ, ଏକକାଳୀନ ୪ଟି ସ୍ଥାନରେ ଚାଲିଛି ରେଡ୍
  • ||
  • ପାଟଣା : ଦୁଇ ଶିକ୍ଷକଙ୍କ ଘରେ କଳାକନା ବୁଲାଇଦେଲେ ଲୁଟେରା, ଝିଅ ବାହାଘର ପାଇଁ ରଖିଥିଲେ ସୁନାଗହଣା
  • ||
  • ମାଲକାନଗିରି : ବିଜାପୁରରେ ମାଓ ହିଂସା, ପୋଲିସ ଇନଫର୍ମର ସନ୍ଦେହରେ ସରପଞ୍ଚଙ୍କୁ ଗଳା କାଟି ହତ୍ୟା
  • ||

ଆଜିର ରାଶିଫଳ (୨୨/୫, ବୁଧବାର)

ମେଷ- କୃଷ୍ଣପକ୍ଷ ନବମରେ ଚନ୍ଦ୍ରଙ୍କ ଚଳନ ହେତୁ ବିଶେଷ ଶୁଭଦାୟକ ନୁହଁ । ସାଂସାରିକ ଅନ୍ୟ ପାଇଁ ଅସୁବିଧାରେ ପଡ଼ିପାରନ୍ତି । ଚାକିରିରେ ଅବହେଳା ରହିବ । ପରିବହନ ଓ ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ଲାଲ୍‌ ।
ବୃଷ- ଅଷ୍ଟମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ । ସାଂସାରିକ ଅଭାବ ଓ ଅସୁବିଧା ରହିବ । ପରିବହନ ଓ ବାଣିଜ୍ୟରେ ବିଶେଷ ଭଲ ହେବନାହିଁ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।
ମିଥୁନ- ସପ୍ତମରେ ଚନ୍ଦ୍ରଙ୍କ ଚଳନ ହେତୁ ଦିନଟି ପ୍ରସନ୍ନତା ଭିତରେ କଟିବ । ସାଂସାରିକ ସୁଖ ସନ୍ତୋଷ ଦେଖାଦେବ । ଚାକିରିରେ ସହଯୋଗ ପାଇବେ । ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍‌ ।
କର୍କଟ- ଷଷ୍ଠ ଭାବରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରରେ ଦୃଢ଼ମନା ରହିବେ । ସାଂସାରିକ ଅର୍ଥପ୍ରାପ୍ତି ଓ ସମ୍ମାନ ପ୍ରାପ୍ତି ହେବ । ଚାକିରିରେ କର୍ତ୍ତବ୍ୟନିଷ୍ଠ ରହିବେ । ବାଣିଜ୍ୟରେ ଲାଭ ମିଳିବ । ଶୁଭଅଙ୍କ-୨, ଶୁଭ ରଙ୍ଗ-ସିଲ୍‌ଭର ।
ସିଂହ- କୃଷ୍ଣପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ ପ୍ରତି କାର୍ଯ୍ୟରେ ବିରୋଧାଭାଷ ରହିବ । ସାଂସାରିକ ଚିନ୍ତାଜନକ ରହିବ । ମହିଳାମାନେ ଉଦାସ ରହିବେ । ପରିବହନ ଓ ବାଣିଜ୍ୟରେ ସମସ୍ୟା ରହିବ । ଶୁଭଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍‌ ।
କନ୍ୟା- କୃଷ୍ଣପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରରେ ସହଯୋଗ ପାଇବେ । ସାଂସାରିକ ଚଳଚଞ୍ଚଳ ରହିବେ । କଳା, ବିଜ୍ଞାନ ଓ ବାଣିଜ୍ୟରେ ସାଧାରଣ ଫଳ ମିଳିବ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।
ତୁଳା- ତୃତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ଉଚ୍ଚ ସମ୍ମାନ ପାଇବେ । ସାଂସାରିକ ଅଭାବ ଅସୁବିଧା ଦୂର ହେବ । ଚାକିରିରେ ଦାୟିତ୍ୱବୋଧ ରହିବ । ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-ନୀଳ ।
ବିଛା- କୃଷ୍ଣପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ ଅର୍ଥଚିନ୍ତା ରହିବ । ସାଂସାରିକ ଭୁଲ୍‌ ବୁଝାମଣା ରହିବ । ଚାକିରିରେ ଅବହେଳା ରହିବ । ପରିବହନ ଓ ବାଣିଜ୍ୟରେ ବ୍ୟୟ ବହୁଳ ଦେଖାଦେବ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ଲାଲ୍‌ ।
ଧନୁ- ଚନ୍ଦ୍ରଙ୍କ ସ୍ୱ-ପାରଗମନ ହେତୁ କର୍ମ କ୍ଷେତ୍ରରେ ଉଚ୍ଚ ଆଶା ସଫଳ ହେବ । ସାଂସାରିକ ସୁଖୀ ରହିବେ । ଚାକିରିରେ ପ୍ରଶଂସା ପାଇବେ । କଳା, ବିଜ୍ଞାନ ଓ ବାଣିଜ୍ୟରେ ସନ୍ତୋଷଜନକ କର୍ମ ଫଳ ମିଳିବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା ।
ମକର- କୃଷ୍ଣପକ୍ଷ ଦ୍ୱାଦଶରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ବାରମ୍ବାର ଚେଷ୍ଟା କରି ସଫଳ ହେବେ । ସାଂସାରିକ କିଛିଟା ଚିନ୍ତା ଭିତରେ ଆଗେଇବେ । ପରିବହନ ଓ ବାଣିଜ୍ୟରେ ସ୍ୱଳ୍ପ ଆୟ ହେବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-କ୍ରିମ୍‌ ।
କୁମ୍ଭ- ଏକାଦଶରେ ଚନ୍ଦ୍ରଙ୍କ ଚଳନ ହେତୁ କୌଣସି ବଡ଼ ଧରଣର କାର୍ଯ୍ୟକୁ ତୁଲାଇବେ । ସାଂସାରିକ ଆର୍ଥିକ ଉନ୍ନତି ହେବ । କଳା, ବିଜ୍ଞାନ ଓ ବାଣିଜ୍ୟରେ ଉତ୍ତେଜନା ସ୍ଥିତି ରହିପାରେ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲ୍‌ଭର ।
ମୀନ- ଦଶମରେ ଚନ୍ଦ୍ରଙ୍କ ପାରଗମନ ହେତୁ କର୍ମ କ୍ଷେତ୍ରର ପରିସର ବୃଦ୍ଧି ପାଇବ । ସାଂସାରିକ ସହଯୋଗ ମିଳିବ । ଚାକିରିରେ ମାନସମ୍ମାନ ବୃଦ୍ଧି ପାଇବ । ପରିହବନ ଓ ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା ।