PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଟଣା : କେନ୍ଦୁଝର ଜିଲ୍ଲା ପାଟଣା ଥାନା ଗଣ୍ଡବେଡ଼ା ଗାଁରେ ଶ୍ୱଶୁର ଘର ପଛପଟୁ ଜ୍ୱାଇଁର ଝୁଲନ୍ତା ମୃତଦେହ ଉଦ୍ଧାର
  • ||
  • ବସ୍ତା : ବାଲେଶ୍ଵର ଜିଲ୍ଲା ବସ୍ତା-ଅମର୍ଦା ରୋଡ ରେଳ ଷ୍ଟେସନ ମଧ୍ୟବର୍ତ୍ତୀ ବ୍ରାହ୍ମଣଦା ଗ୍ରାମ ନିକଟ ରେଳ ଧାରଣା ପାର୍ଶ୍ଵରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର
  • ||
  • ଆଠମଲ୍ଲିକ : ଅନୁଗୁଳ ଜିଲ୍ଲା ଆଠମଲ୍ଲିକ ବ୍ଲକ ହଣ୍ଡପା ଥାନା ଅନ୍ତର୍ଗତ ରଘୁନାଥପୁର ଗାଁ ପଡ଼ିଆରେ କ୍ରିକେଟ ଖେଳିବା ବେଳେ ପଡ଼ିଲା ଚଡ଼କ, ଜଣେ ମୃତ ଅନ୍ୟ ଜଣେ ଗୁରୁତର
  • ||
  • ଢେଙ୍କାନାଳ : ଢେଙ୍କାନାଳ ସଦର ଥାନା ଭାପୁର ଫାଣ୍ଡି ଗଙ୍ଗାଧର ପ୍ରସାଦ ଗାଁ ପଶ୍ଚିମେଶ୍ୱର ମନ୍ଦିର ନିକଟରେ ପିକଅପ୍ ଭ୍ୟାନ ଓ ଟ୍ରକ୍ ମୁହାଁମୁହିଁ ଧକ୍କା, ଡ୍ରାଇଭର୍ ଗୁରୁତର
  • ||
  • ଭୁବନେଶ୍ଵର : ଦୁଇ ଆଇଏଏସ୍‌ଙ୍କୁ ହକି ବିଶ୍ୱକପ୍‌ ପରିଚାଳନା ଦାୟିତ୍ୱ, ରାଉରକେଲା ପାଇଁ ଭୂପେନ୍ଦ୍ର ସିଂ ପୁନିଆ, ଭୁବନେଶ୍ଵରରେ ରଘୁ ଜି
  • ||
  • ବଲାଙ୍ଗୀର : ଧୁମ୍‌ଧାମ୍‌ରେ ପାଳିତ ହେଲା ବଲାଙ୍ଗୀରର ବଏଲ ଯାତ୍ରା, ସମାଜର ମଙ୍ଗଳ ଉଦ୍ଦେଶ୍ୟରେ ଦେବୀଙ୍କ ଆରାଧନା କଲେ ଶ୍ରଦ୍ଧାଳୁ
  • ||
  • ମୁନିଗୁଡ଼ା : ରାୟଗଡ଼ା ଜିଲ୍ଲା ଅମ୍ବାଦଳା ଥାନା ଅନ୍ତର୍ଗତ କାମାରି ଗାଁ ନିକଟ ଜଙ୍ଗଲରୁ ଝୁଲନ୍ତା ଅବସ୍ଥାରେ ନିଖୋଜ ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର : ଉପକୂଳରେ ନବମୀ ଓ ଦଶମୀରେ ବର୍ଷିବ ବୋଲି ଆକଳନ କରିଛନ୍ତି ପାଣିପାଗ ବିଶେଷଜ୍ଞ
  • ||
  • ଭୁବନେଶ୍ଵର : ଆଜି ପୀଠରେ ଦଶମୀ ; ମଣ୍ଡପରେ ମହାନବମୀ, ଚଣ୍ଡୀପାଠରେ କମ୍ପୁଛି ପୂଜା ମଣ୍ଡପ
  • ||
  • କୋଣାର୍କ : ଲଘୁଚାପ ପ୍ରଭାବରେ ସୋମବାର ରାତିରୁ କୋଣାର୍କରେ ପ୍ରବଳ ବର୍ଷା ହୋଇ ସୂର୍ଯ୍ୟମନ୍ଦିରରେ ଜମିଲା ପାଣି, ପର୍ଯ୍ୟଟକ ନିରାଶ
  • ||

ଆଜିର ରାଶିଫଳ (୨୫/୦୭, ଗୁରୁବାର)

ମେଷ- ଶ୍ରୀଚନ୍ଦ୍ର କାରଣରୁ ଦିନଟି ସୁଖଦପୂର୍ଣ୍ଣ ରହିବ । ସାଂସାରିକ ଚଳଚଞ୍ଚଳ ରହିବେ । ·କିରିରେ ସହଯୋଗ ମିଳିବ । ରାଜନୀତିରେ ଲୋକ ସଂପର୍କ ବୃଦ୍ଧି ପାଇବ । ବାଣିଜ୍ୟରେ ପ୍ରସାର ହେବ । ଶୁଭଅଙ୍କ-୩, ଶୁଭରଙ୍ଗ-କ୍ରୀମ୍‌ ।

ବୃଷ- କୃଷ୍ଣ ପକ୍ଷ ବ୍ୟୟ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ ବହୁ ପରିକ୍ରମ କରି ସଫଳତା ପାଇବେ । ସାଂସାରିକ ଦୂରସ୍ଥାନକୁ ଯାଇପାରନ୍ତି । କଳା, ବିଜ୍ଞାନ ଓ ବାଣିଜ୍ୟରେ ସ୍ୱଳ୍ପ ଲାଭ ମିଳିବ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ଧଳା ।

ମିଥୁନ- ଏକାଦଶରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କୌଣସି ବଡଧରଣର ସଫଳତା ପାଇବେ । ସାଂସାରିକ ଉନ୍ନତି କରିବେ । ପ୍ରଶାସନିକ ମାନମର୍ଯ୍ୟାଦା ପ୍ରାପ୍ତି ହେବ । ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍‌ ।

କର୍କଟ- ଦଶମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମକ୍ଷେତ୍ରରେ ଉଚ୍ଚ ସମ୍ମାନ ପାଇବେ । ସାଂସାରିକ ସୁଖଶାନ୍ତି ପ୍ରାପ୍ତି ହେବ । ମହିଳାମାନେ ଆଦର ସମ୍ମାନ ପାଇବେ । ବାଣିଜ୍ୟରେ ଶୁଭଫଳ ମିଳିବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ସିଲିଭର ।

ସିଂହ- କୃଷ୍ଣ ପକ୍ଷ ନବମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମକ୍ଷେତ୍ରରେ ଅବହେଳା ରହିବ । ସାଂସାରିକ ବ୍ୟୟ ବହୁଳତା ରହିବ । ରାଜନୀତିରେ ବିରୋଧି ବୃଦ୍ଧି ପାଇବେ । ବାଣିଜ୍ୟରେ ସମସ୍ୟା ରହିବ । ଶୁଭଅଙ୍କ-୩, ଶୁଭ ରଙ୍ଗ-ଗୋଲଡେନ୍‌ ।

କନ୍ୟା- ଅଷ୍ଟମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମକ୍ଷେତ୍ରରେ ବାଧା ବିଘ୍ନ ରହିବ । ସାଂସାରିକ ଅର୍ଥାଭାବ ରହିବ । ପ୍ରଶାସନିକ ଓ ରାଜନୀତିରେ ଅଭିଯୋଗ ଆସିପାରେ । ବାଣିଜ୍ୟରେ ପ୍ରତିବନ୍ଧକ ରହିବ । ଶୁଭଅଙ୍କ-୬, ଶୁଭ ରଙ୍ଗ-ସିଲଭର

ତୁଳା- ସପ୍ତମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମକ୍ଷେତ୍ର ଉତ୍ସାହଜନକ ରହିବ । ସାଂସାରିକ ପଡୋଶୀଙ୍କ ସହଯୋଗ ମିଳିବ । ·କିରିରେ ପଦୋନ୍ନତି ହୋଇପାରେ । ପରିବହନ ଓ ବାଣିଜ୍ୟରେ ପ୍ରସାର ହେବ । ଶୁଭଅଙ୍କ-୮, ଶୁଭ ରଙ୍ଗ-ନୀଳ

ବିଛା- ଷଷ୍ଠ ଭାବରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମକ୍ଷେତ୍ରରେ ଦୃଢ଼ମନା ରହିବେ । ସାଂସାରିକ ଅର୍ଥପ୍ରାପ୍ତି ହେବ । ମହିଳାମାନେ ଯୋଗ୍ୟ ପ୍ରତିପାଦିତ ହେବେ । ବାଣିଜ୍ୟରେ ଲାଭାନ୍ନିତ ହେବ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍‌ ।

ଧନୁ- କୃଷ୍ଣ ପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମକ୍ଷେତ୍ରରେ ସମସ୍ୟା ରହିବ । ସାଂସାରିକ ଅସ୍ଥିରମନା ରହିବେ । ମହିଳାମାନେ ଚିନ୍ତାରେ ରହିବେ । ପରିବହନ ଓ ବାଣିଜ୍ୟରେ ମାନ୍ଦା ରହିବ । ଶୁଭଅଙ୍କ-୩, ଶୁଭରଙ୍ଗ-ଗୋଲଡେନ୍‌ ।

ମକର- କୃଷ୍ଣ ପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମକ୍ଷେତ୍ରରେ ସହଯୋଗ ମିଳିବ । ସାଂସାରିକ ବନ୍ଧୁବାନ୍ଧବଙ୍କ ଆଗମନ ହୋଇପାରେ । ପରିବହନ ଓ ବାଣିଜ୍ୟରେ ସାଧାରଣ ଫଳ ମିଳିବ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲିଭର ।

କୁମ୍ଭ- ପରାକ୍ରମ ସ୍ଥାନରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଚତୁରତାର ସହ କାର୍ଯ୍ୟ ହାସଲ କରିବେ । ସାଂସାରିକ ସୁଖ ସମ୍ମାନ ପାଇବେ । ·କିରିରେ ସମ୍ମାନ ପାଇବେ । ବାଣିଜ୍ୟରେ ଆୟ ବୃଦ୍ଧି ହେବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-କ୍ରୀମ୍‌ ।

ମୀନ- କୃଷ୍ଣ ପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମକ୍ଷେତ୍ରରେ ଅସହଯୋଗ ରହିବ । ସାଂସାରିକ ଭୁଲ୍‌ ବୁଝାମଣା ରହିବ । ପରିବହନ ଓ ବାଣିଜ୍ୟରେ ମନ୍ଥର ରହିବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-ବାଇଗଣି ।