PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଏକନାଥ ସିନ୍ଦେ, ଶପଥ ପାଠ କରାଇଲେ ରାଜ୍ୟପାଳ
  • ||
  • ଦେବେନ୍ଦ୍ର ଫଡନବିସ୍ ହେବେ ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ , ଟ୍ୱିଟ୍‌ କରି ସୂଚନା ଦେଲେ ଜେପି ନଡ୍ଡା
  • ||
  • ପୁଣି ଭୁବନେଶ୍ୱରରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ, କୋଭିଡ୍ ସଂକ୍ରମଣ ବଢ଼ିବାରୁ କଟକଣା ଜାରି । ମଲ୍ , ଦୋକାନ, ସରକାରୀ ଓ ଘରୋଇ ଅଫିସରେ କଟକଣା ପାଳନ ନିର୍ଦ୍ଦେଶ। ସର୍ବସାଧାରଣ ସ୍ଥାନରେ ୨ ମିଟର ସାମାଜିକ ଦୂରତା ନିର୍ଦ୍ଦେଶ
  • ||
  • ଏକନାଥ ସିନ୍ଦେ ହେବେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ , ପ୍ରେସ୍‌ମିଟ୍‌ରେ ଦେବେନ୍ଦ୍ର ଫଡନବିସ୍‌ଙ୍କ ଘୋଷଣା
  • ||
  • ପୁରୀ : ଅଟକିଛି ପେଟା ନାଳର ପୁନରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ, ନାଳ ଭିତରେ ପଶି ପ୍ରତିବାଦ କଲେ ମହମ୍ମଦ ମୋକିମ୍
  • ||
  • ପୁରୀ : ରଥଯାତ୍ରା ପାଇଁ ସ୍ଵାସ୍ଥ୍ୟ ବିଭାଗର ସ୍ଵତନ୍ତ୍ର ବ୍ୟବସ୍ଥା, କୋଭିଡ୍ ପାଇଁ ପ୍ରସ୍ତୁତ ଅଛି ସ୍ଵତନ୍ତ୍ର ବେଡ୍
  • ||
  • ମୋରଡ଼ା : ମୋରଡ଼ାରେ ଥମୁନି ହାତୀ ଉପଦ୍ରବ, ଦନ୍ତା ଆକ୍ରମଣରେ ୨ ମୃତ
  • ||
  • ପୁରୀ : ରଥଖଳାକୁ ବିଜେ ହେଲା ଆଜ୍ଞାମାଳ, ସିଂହଦ୍ଵାର ସମ୍ମୁଖକୁ ଆସିବେ ୩ ରଥ
  • ||
  • ପୁରୀ : ରଥଯାତ୍ରା ପାଇଁ ଟ୍ରାଫିକ୍ ଓ ପାର୍କିଂ ବ୍ୟବସ୍ଥା, ମାଳତିପାଟପୁର ବସଷ୍ଟାଣ୍ଡରେ ରହିବେ ରାଜ୍ୟ ବାହାରୁ ଆସୁଥିବା ଯାତ୍ରୀବାହି ବସ୍
  • ||
  • ଭୁବନେଶ୍ଵର : ବିଏମସିର ଡ୍ରାଇ ଡେ ପାଳନ, ମଶା ବଂଶ ବୃଦ୍ଧିକୁ ନାଶ କରିବାକୁ ରାଜଧାନୀବାସୀଙ୍କୁ ଆହ୍ଵାନ କଲେ ବିଏମସି କମିଶନର
  • ||
  • ଭୁବନେଶ୍ଵର : କଂଗ୍ରେସକୁ ଝଟ୍‌କା, ଦଳର ସମ୍ପାଦକ ପଦରୁ ଇସ୍ତଫା ଦେଲେ ମହମ୍ମଦ ମୋକିମ୍
  • ||

ଆଜିର ରାଶିଫଳ (୩୧/୫,ଶୁକ୍ରବାର)

ମେଷ- ଶ୍ରୀଚନ୍ଦ୍ର କାରଣରୁ ଦିନଟି ଚଳଚଞ୍ଚଳ ରହିବେ । ସାଂସାରିକ କିଛିଟା ଅର୍ଥପ୍ରାପ୍ତି ହୋଇପାରେ । ·କିରିରେ ପ୍ରଶଂସିତ ହେବେ । ମହିଳାମାନେ ସୁଖୀ ରହିବେ । ପରିବହନ ଓ ବାଣିଜ୍ୟରେ ପ୍ରସାର ହେବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ଗୋଲଡେନ୍‌ ।
ବୃଷ- କୃଷ୍ଣ ପକ୍ଷ ଦ୍ୱାଦଶରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ବହୁ ପରିଶ୍ରମ କରି ସଫଳ ହେବେ । ସାଂସାରିକ ପଡୋଶୀଙ୍କ ସହଯୋଗ ପାଇବେ । ରାଜନୀତିରେ ଚଳଚଞ୍ଚଳ ରହିବେ । ବାଣିଜ୍ୟରେ ସାଧାରଣ ଫଳ ମିଳିବ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।
ମିଥୁନ- ଏକାଦଶରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ ଦୀର୍ଘଦିନର ସ୍ୱପ୍ନ ସାକାର ହେବ । ସାଂସାରିକ ସୁଖ ସମୃଦ୍ଧି ପ୍ରାପ୍ତି ହେବ । ·କିରିରେ ପଦୋନ୍ନତି ହୋଇପାରେ । ପରିବହନ ଓ ବାଣିଜ୍ୟରେ ଆୟ ବୃଦ୍ଧି ଓ ସଞ୍ଚୟ ହେବ । ଶୁଭଅଙ୍କ-୬, ଶୁଭ ରଙ୍ଗ-ସିଲିଭର ।
କର୍କଟ- ଦଶମରେ ଚନ୍ଦ୍ରଙ୍କ ପାରଗମନ ହେତୁ କାର୍ଯ୍ୟସିଦ୍ଧିସହ ମାନ ସମ୍ମାନ ପ୍ରାପ୍ତି ହେବ । ସାଂସାରିକ ଉନ୍ନତି କରିବେ । ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ । ପରିବହନ ଓ ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭଅଙ୍କ-୨, ଶୁଭ ରଙ୍ଗ-ଧଳା ।
ସିଂହ- କୃଷ୍ଣ ପକ୍ଷ ନବମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ପରିଶ୍ରମ ମୁତାବକ ଫଳ ପାଇବେ ନାହିଁ । ସାଂସାରିକ ଅବହେଳା ରହିବ । ରାଜନୀତିରେ ଲୋକପ୍ରିୟତା ହ୍ରାସ ପାଇବେ । ବାଣିଜ୍ୟରେ ଆୟ ବ୍ୟୟ ସମାନ ରହିବ । ଶୁଭଅଙ୍କ-୧, ଶୁଭ ରଙ୍ଗ-ପିଙ୍କ ।
କନ୍ୟା- ଅଷ୍ଟମରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ ହେଉଥିବା କାର୍ଯ୍ୟ ବିଗିଡ଼ି ଯାଇପାରେ । ସାଂସାରିକ ଖର୍ଚ୍ଚାନ୍ତ ଓ ଅଭାବ ଦେଖାଦେବ । ରାଜନୀତିରେ ଅସହଯୋଗ ମନେ ହେବ । ବାଣିଜ୍ୟରେ ହାନି ହୋଇପାରେ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲିଭର ।
ତୁଳା- ସପ୍ତମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମକ୍ଷେତ୍ର ଉତ୍ସାହ ଜନକ ରହିବ । ସାଂସାରିକ ସୁଖଶାନ୍ତି ପ୍ରାପ୍ତି ହେବ । ମହିଳାମାନେ ଗୃହ ସଜ୍ଜାରେ ବ୍ୟସ୍ତ ରହିବେ । ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ । ଶୁଭଅଙ୍କ-୫, ଶୁଭରଙ୍ଗ-ସବୁଜ ।
ବିଛା- ଷଷ୍ଠ ଭାବରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମକ୍ଷେତ୍ରରେ ଦୃଢ଼ମନା ରହିବେ । ସାଂସାରିକ ସହଯୋଗ ପାଇବେ । ·କିରିରେ କର୍ତ୍ତବ୍ୟନିଷ୍ଠ ରହିବେ । ବାଣିଜ୍ୟରେ ଲାଭାନ୍ନିତ ହେବେ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା ।
ଧନୁ- କୃଷ୍ଣ ପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମକ୍ଷେତ୍ରରେ ସମସ୍ୟା ରହିବ । ସାଂସାରିକ ଅସହଯୋଗ ରହିବ । ·କିରିରେ ସହକର୍ମୀଙ୍କ ସହ ମନାନ୍ତର ହୋଇପାରେ । ବାଣିଜ୍ୟରେ ପ୍ରତି ଦ୍ୱନ୍ଦ୍ୱିତା ରହିବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ହଳଦିଆ ।
ମକର- କୃଷ୍ଣ ପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଚଳନ ହେତୁ କେତେକ କାର୍ଯ୍ୟରେ ଆଗେଇ ଚାଲିବେ । ସାଂସାରିକ ଅତିଥିଙ୍କ ଆଗମନ ହୋଇପାରେ । ·କିରିରେ ସହଯୋଗ ମିଳିବ । ବାଣିଜ୍ୟରେ ଲାଭ ଜନକ ରହିବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-କଳା ।
କୁମ୍ଭ- ତୃତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ ପ୍ରତିଟି କ୍ଷେତ୍ରରେ ଉନ୍ନତି କରିବେ । ସାଂସାରିକ ସୁଖ ସମ୍ମାନ ପାଇବେ । ମହିଳାମାନେ ଯୋଗ୍ୟ ପ୍ରତିପାଦିତ ହେବେ । ବାଣିଜ୍ୟରେ ଉନ୍ନତି କରିବେ । ଶୁଭଅଙ୍କ-୪, ଶୁଭରଙ୍ଗ-ମେଟାଲିକ୍‌ ।
ମୀନ- କୃଷ୍ଣ ପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ ବାଣିଜ୍ୟରେ ସମସ୍ୟା ରହିବ । ସାଂସାରିକ ଭୁଲ୍‌ ବୁଝାମଣା ରହିବ । ·କିରିରେ କାର୍ଯ୍ୟଭାର ରହିବ । ବାଣିଜ୍ୟରେ ସାଧାରଣ ଫଳ ମିଳିବ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍‌ ।