ପ୍ରମୂଖ ଖବର
  • ମେକ୍ସିକୋ ଏବଂ ଇୟୁ ଉପରେ ଟାରିଫ୍‌ ବୋମା ପକାଇଲେ ଟ୍ରମ୍ପ, ଲାଗିବ ୩୦ ପ୍ରତିଶତ ଶୁଳ୍କ
  • ||
  • ପ୍ରଥମ ଥର ଟି-୨୦ ବିଶ୍ୱକପ୍ ପାଇଁ ଯୋଗ୍ୟତା ଅର୍ଜନ କଲା ଇଟାଲୀ, ନେଦରଲ୍ୟାଣ୍ଡସକୁ ବି ମିଳିଲା ସୁଯୋଗ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା ; କଲେଜ ଅଧ୍ୟକ୍ଷ ନିଲମ୍ବିତ, ଏଚଓଡି ଗିରଫ
  • ||
  • ବ୍ରହ୍ମପୁର ରେଳ ଷ୍ଟେସନରୁ ୨ ଜଣଙ୍କ ମୃତଦେହ ଉଦ୍ଧାର, ବିଷ ପିଇ ଜୀବନ ହାରିଥିବା ସନ୍ଦେହ
  • ||
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ଗ୍ରହମାନଙ୍କର ଦୁର୍ଲ୍ଲଭ ରାଜଯୋଗ; ସୁନା ପରି ଚମକିବ ଏହି ୫ ରାଶିଙ୍କ ଭାଗ୍ୟ...

Published By : Harapriya Sethi | July 11, 2025 6:44 AM

ଜୁଲାଇ ୧୦ରେ ଗୁରୁ ପୂର୍ଣ୍ଣିମା ପାଳନ ହୋଇଯାଇଛି । ଏହି ଦିନ ଗ୍ରହ-ନକ୍ଷତ୍ରଙ୍କ ଅତ୍ୟନ୍ତ ଶୁଭ ଯୋଗ ହୋଇଛି । ଅନେକ ଗ୍ରହ ଏକାଠି ହେବା ପରେ ଗଜକେସରୀ ରାଜଯୋଗ, ମାଲବ୍ୟ ରାଜଯୋଗ ସମେତ ଅନେକ ଶୁଭ ଯୋଗ ନିର୍ମାଣ ହୋଇଛି । ଏହାର ପ୍ରଭାବ ସମସ୍ତ ରାଶି ବ୍ୟକ୍ତି ବିଶେଷଙ୍କ ଉପରେ ପଡିଲେ ମଧ୍ୟ କିଛି ରାଶି ବ୍ୟକ୍ତି ବିଶେଷ ଭାଗ୍ୟଶାଳୀ ହେବେ। ଗୁରୁ ପୂର୍ଣ୍ଣିମାରେ ସୂର୍ଯ୍ୟ ଓ ଗୁରୁ ଏକାଠି ହୋଇ ମିଥୁନ ରାଶିରେ ଗୁରୁ ଆଦିତ୍ୟ ରାଜଯୋଗ ସୃଷ୍ଟି କରିଛନ୍ତି । ଏହାସହ ଚନ୍ଦ୍ରମାଙ୍କ ଉପରେ ଗୁରୁଙ୍କ ଦୃଷ୍ଟି ଗଜକେସରୀ ରାଜଯୋଗ ସୃଷ୍ଟି ହେଉଛି । ଶୁକ୍ରଙ୍କ ବୃଷ ରାଶିରେ ଅବସ୍ଥିତି ଯୋଗୁଁ ମାଲବ୍ୟ ରାଜଯୋଗ ହୋଇଛି ।

ବୃଷ- ଗୁରୁ ପୂର୍ଣ୍ଣିମାର ଶୁଭ ଯୋଗ ଫଳରେ ଏହି ରାଶିଙ୍କୁ ଅତ୍ୟନ୍ତ ଶୁଭଫଳ ମିଳିବ । ଲୋକପ୍ରିୟତା ବୃଦ୍ଧି ହେବ । ନୂଆ ଚାକିରିି ଯୋଗ ରହିଛି । ଧନ ଲାଭ ହେବ । ବଡ ଉପଲବ୍ଧି ହାସଲ କରିବେ ।

ମିଥୁନ- କର୍ମକ୍ଷେତ୍ର ଓ ଜୀବନରେ ଅନେକ ସକରାତ୍ମକ ପରିବର୍ତ୍ତନ ହେବ । ସ୍ୱାସ୍ଥ୍ୟ ଉତ୍ତମ ରହିବ । ପରିବାର ସଦସ୍ୟଙ୍କ ସହଯୋଗ ମିଳିବ । ମାନ-ସମ୍ମାନ ବୃଦ୍ଧି ହେବ । ବୈବାହିକ ଜୀବନ ସୁଖମୟ ହେବ । ପ୍ରେମ କ୍ଷେତ୍ରରେ ସଫଳତା ମିଳିବ । ଧନ ପ୍ରାପ୍ତି ହେବ ।

ତୁଳା- ଅଟକି ଥିବା କାମରେ ସଫଳତା ମିଳିବ । ନୂଆ କାମ ଆରମ୍ଭ କରିବେ । ବ୍ୟବସାୟରେ ଉନ୍ନତି ହେବ । ନୂଆ ଜିନିଷ କିଣିବେ । ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ଟଙ୍କା ନିବେଶ କରି ଭବିଷ୍ୟତରେ ଲାଭବାନ୍‌ ହେବେ ।

ବିଛା- ଆର୍ଥିକ କ୍ଷେତ୍ରରେ ଲାଭବାନ୍‌ ହେବେ । ଚାକିରିରେ ଶୁଭ ପରିବର୍ତ୍ତନ ହେବ । ଅବିବାହିତ ଯୁବକ ଯୁବତୀଙ୍କ ବିବାହର ଯୋଗ ରହିଛି । ସ୍ୱାସ୍ଥ୍ୟ ଉତ୍ତମ ରହିବ ।

ଧନୁ- ସକରାତ୍ମକ ଫଳ ମିଳିବ । ମାନ-ସମ୍ମାନ ବୃଦ୍ଧି ହେବ । ଅବିବାହିତ ଯୁବକ ଯୁବତୀଙ୍କ ବିବାହ ହେବ । ଦୀର୍ଘ ଦିନରୁ ଅଟକି ଥିବା କାମ ପୂରଣ ହେବ । ହଠାତ୍‌ ଧନ ମିଳିବ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.