ପ୍ରମୂଖ ଖବର
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ମାମଲାରେ ଆକ୍ସନ୍‌, ୫ ଜଣଙ୍କୁ ନିଲମ୍ବନ କଲା ରାଜ୍ୟ ବିଜେପି
  • ||
  • ଜୁଲାଇ ୧୪​‌ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଏମ୍‌ସ ସମାବର୍ତ୍ତନ ଉତ୍ସବରେ ଦେବେ ଯୋଗ
  • ||
  • କେମିକାଲ ଫ୍ୟାକ୍ଟ୍ରିରେ ବିସ୍ଫୋରଣ ଘଟଣା: ମୃତ୍ୟୁ ସଂଖ୍ୟା ୩୮କୁ ବୃଦ୍ଧି, ଆହୁରି ବଢ଼ିପାରେ
  • ||
  • ତେଲେଙ୍ଗାନା ରାସାୟନିକ ଫ୍ୟାକ୍ଟ୍ରିରେ ବିସ୍ଫୋରଣ; ୩୫କୁ ବଢିଲା ମୃତ୍ୟୁସଂଖ୍ୟା
  • ||
  • ବୁଧବାରଠୁ ଇଂଲଣ୍ଡ- ଭାରତ ଦ୍ୱିତୀୟ ଟେଷ୍ଟ: ଆର୍ଚରଙ୍କୁ ମିଳିଲାନି ସ୍ଥାନ, ଅପରିବର୍ତ୍ତିତ ବେନ୍‌ ସେନା
  • ||
  • ପୁରୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଅପରାହ୍ନରେ ସେବାୟତଙ୍କ ସହ ଆଲୋଚନା
  • ||
  • ମଙ୍ଗଳବାର ହେରାପଞ୍ଚମୀ: ନନ୍ଦିଘୋଷ ଭାଙ୍ଗିବେ ମାଆ ଲକ୍ଷ୍ମୀ ସାଆନ୍ତାଣୀ, ରାତି ସାଢ଼େ ୯ଟାରେ ଶରଧାବାଲିକୁ ବିଜେ କରିବେ
  • ||
  • ଆସନ୍ତା ୫ ଦିନ ଯାଏ ବର୍ଷା ସମ୍ଭାବନା, ଉତ୍ତର-ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷିବ: ୧୨ ଜିଲ୍ଲାରେ ଅଧିକ, ୧୫ରେ ସ୍ୱାଭାବିକ
  • ||
  • ପାରାଦୀପ: ତେଲ ଟ୍ୟାଙ୍କର -କାର୍ ମୁହାଁମୁହିଁ ଧକ୍କା, ଘଟଣାସ୍ଥଳରେ କାର୍ ଡ୍ରାଇଭରଙ୍କ ମୃତ୍ୟୁ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା , ସମୂହ ଛୁଟି ନିଷ୍ପତ୍ତିରୁ ଓହରିଲା ଓଏଏସ ସଂଘ
  • ||

ଡେଲାଙ୍ଗ ପରିବା ହାଟରେ ଭୟାବହ ଅଗ୍ନିକାଣ୍ଡ; ଜଳିଗଲା ଲକ୍ଷାଧିକ ଟଙ୍କାର ପରିବା, ଜଣେ ଅଟକ

Published By : Harapriya Sethi | November 3, 2024 10:06 AM

ପିପିଲି,୦୩/୧୧: ଡେଲାଙ୍ଗ ପରିବା ହାଟରେ ଲାଗିଲା ନିଆଁ । ଅଗ୍ନିକାଣ୍ଡରେ ଜଳି ନଷ୍ଟ ହୋଇଗଲା ଲକ୍ଷାଧିକ ଟଙ୍କାର ପନି ପରିବା ସହ ଅନାନ୍ୟ ଜିନିଷ । ଏହି ଘଟଣାରେ ଜଣେ ଅଭିଯୁକ୍ତକୁ ଅଟକ ରଖି ପଚରାଉଚରା କରୁଛି ପୋଲିସ । ପୁରୀ ଜିଲ୍ଲା ଡେଲାଙ୍ଗ ପରିବା ହାଟରେ ଏଭଳି ଘଟଣା ଘଟିଛି ।

ସୂଚନା ମୁତାବକ, ଶନିବାର ବିଳମ୍ୱିତ ରାତିରେ କେହି ଜଣେ ଦୁର୍ବୃତ୍ତ ପରିବା ହାଟରେ ନିଆଁ ଲଗାଇ ଦେଇଥିଲା । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ଅଗ୍ନିଶମ ବାହିନୀ ଏବଂ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ଡେଲାଙ୍ଗ ଅଗ୍ନିଶମ ବାହିନୀର ଏକ ଟିମ୍‌ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା । କିନ୍ତୁ ସେତେବେଳକୁ ସବୁ ଜଳି ପୋଡି ପାଉଁଶ ହୋଇ ଯାଇଥିଲା । ଅଗ୍ନିକାଣ୍ଡ ହୋଇଥିବା ଖବର ପାଇ ଘଟଣାସ୍ଥଳରେ ଡେଲାଙ୍ଗ ପୋଲିସ ପହଞ୍ଚି ଜଣଙ୍କୁ ଅଟକ ରଖି ଘଟଣାର ତଦନ୍ତ ଚଳାଇଛି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.