PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଟଣା : କେନ୍ଦୁଝର ଜିଲ୍ଲା ପାଟଣା ଥାନା ଗଣ୍ଡବେଡ଼ା ଗାଁରେ ଶ୍ୱଶୁର ଘର ପଛପଟୁ ଜ୍ୱାଇଁର ଝୁଲନ୍ତା ମୃତଦେହ ଉଦ୍ଧାର
  • ||
  • ବସ୍ତା : ବାଲେଶ୍ଵର ଜିଲ୍ଲା ବସ୍ତା-ଅମର୍ଦା ରୋଡ ରେଳ ଷ୍ଟେସନ ମଧ୍ୟବର୍ତ୍ତୀ ବ୍ରାହ୍ମଣଦା ଗ୍ରାମ ନିକଟ ରେଳ ଧାରଣା ପାର୍ଶ୍ଵରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର
  • ||
  • ଆଠମଲ୍ଲିକ : ଅନୁଗୁଳ ଜିଲ୍ଲା ଆଠମଲ୍ଲିକ ବ୍ଲକ ହଣ୍ଡପା ଥାନା ଅନ୍ତର୍ଗତ ରଘୁନାଥପୁର ଗାଁ ପଡ଼ିଆରେ କ୍ରିକେଟ ଖେଳିବା ବେଳେ ପଡ଼ିଲା ଚଡ଼କ, ଜଣେ ମୃତ ଅନ୍ୟ ଜଣେ ଗୁରୁତର
  • ||
  • ଢେଙ୍କାନାଳ : ଢେଙ୍କାନାଳ ସଦର ଥାନା ଭାପୁର ଫାଣ୍ଡି ଗଙ୍ଗାଧର ପ୍ରସାଦ ଗାଁ ପଶ୍ଚିମେଶ୍ୱର ମନ୍ଦିର ନିକଟରେ ପିକଅପ୍ ଭ୍ୟାନ ଓ ଟ୍ରକ୍ ମୁହାଁମୁହିଁ ଧକ୍କା, ଡ୍ରାଇଭର୍ ଗୁରୁତର
  • ||
  • ଭୁବନେଶ୍ଵର : ଦୁଇ ଆଇଏଏସ୍‌ଙ୍କୁ ହକି ବିଶ୍ୱକପ୍‌ ପରିଚାଳନା ଦାୟିତ୍ୱ, ରାଉରକେଲା ପାଇଁ ଭୂପେନ୍ଦ୍ର ସିଂ ପୁନିଆ, ଭୁବନେଶ୍ଵରରେ ରଘୁ ଜି
  • ||
  • ବଲାଙ୍ଗୀର : ଧୁମ୍‌ଧାମ୍‌ରେ ପାଳିତ ହେଲା ବଲାଙ୍ଗୀରର ବଏଲ ଯାତ୍ରା, ସମାଜର ମଙ୍ଗଳ ଉଦ୍ଦେଶ୍ୟରେ ଦେବୀଙ୍କ ଆରାଧନା କଲେ ଶ୍ରଦ୍ଧାଳୁ
  • ||
  • ମୁନିଗୁଡ଼ା : ରାୟଗଡ଼ା ଜିଲ୍ଲା ଅମ୍ବାଦଳା ଥାନା ଅନ୍ତର୍ଗତ କାମାରି ଗାଁ ନିକଟ ଜଙ୍ଗଲରୁ ଝୁଲନ୍ତା ଅବସ୍ଥାରେ ନିଖୋଜ ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର : ଉପକୂଳରେ ନବମୀ ଓ ଦଶମୀରେ ବର୍ଷିବ ବୋଲି ଆକଳନ କରିଛନ୍ତି ପାଣିପାଗ ବିଶେଷଜ୍ଞ
  • ||
  • ଭୁବନେଶ୍ଵର : ଆଜି ପୀଠରେ ଦଶମୀ ; ମଣ୍ଡପରେ ମହାନବମୀ, ଚଣ୍ଡୀପାଠରେ କମ୍ପୁଛି ପୂଜା ମଣ୍ଡପ
  • ||
  • କୋଣାର୍କ : ଲଘୁଚାପ ପ୍ରଭାବରେ ସୋମବାର ରାତିରୁ କୋଣାର୍କରେ ପ୍ରବଳ ବର୍ଷା ହୋଇ ସୂର୍ଯ୍ୟମନ୍ଦିରରେ ଜମିଲା ପାଣି, ପର୍ଯ୍ୟଟକ ନିରାଶ
  • ||

ହିମାଚଳ ପ୍ରଦେଶ: ସୋଲନରେ ହୋଟେଲ ଭୁଶୁଡିବା ଫଳରେ ୧୫ ଯବାନଙ୍କ ମୃତ୍ୟୁ, ୩୫ରୁ ଅଧିକ ଫସିଛନ୍ତି

ହିମାଚଳ ପ୍ରଦେଶ ୧୪/୭: ସୋଲନର କୁମାରହଟ୍ଟିରେ  ଆଜି ଦ୍ୱିପ୍ରହରେ ଏକ ୩ ମହଲା ବିଶିଷ୍ଟ ହୋଟେଲ ଭୁଶୁଡି ପଡିଛି । ଏହି ବିଲ୍ଡିଂରେ ପ୍ରାୟ ୫୦ ଲୋକ ଥିବା ଅନୁମାନ କରାଯାଉଛି । ଏଠାରେ ଭୋଜନ କରିବାକୁ ଆସିଥିବା ପ୍ରାୟ ୩୦ ଜଣ ଯବାନ ମଧ୍ଯ ହୋଟେଲ ସହିତ ମାଟିରେ ପୋତିହୋଇଯାଇଥିଲେ । ସେମାନଙ୍କ ମଧ୍ଯରୁ ୧୫ ଜଣଙ୍କ ମୃତ୍ଯୁ ହୋଇଛି । କୁହାଯାଉଛି ଯେ ପ୍ରାୟ ୧୮ ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇଛି । ପୋଲିସ ଓ ପ୍ରଶାସନ ଘଟଣାସ୍ଥଳରେ ପହଞ୍ଚିଛନ୍ତି । ସୋଲନର ଏସଡିଏମ୍ ରୋହିତ ରାଠୋର ଘଟଣାସ୍ଥଳରେ ପହଞ୍ଚିଛନ୍ତି । ଉଦ୍ଧାର କାର୍ଯ୍ଯ ଜାରିରହିଛି । ବିଲ୍ଡିଂର ଭୁଶୁଡିବାର କାରଣ ଏପର୍ଯ୍ୟନ୍ତ ଜଣାପଡିନାହିଁ । ହିମାଟଳ ପ୍ରଦେଶରେ ଏଭଳି ଘଟଣା ପ୍ରଥମ ଥର ପାଇଁ ଘଟିଛି ।

କୁହାଯାଉଛି ଯେ ହୋଟଲରେ ସେନାର ଯବାନ ମଧ୍ଯ ଭୋଜନ କରିବାପାଇଁ ପହଞ୍ଚିଥିଲେ । ଏହି ସମୟରେ ଅଚାନକ ଭବନଟି ଭୁଶୁଡି ପଡିଥିଲା । ସେନାର ଯବାନଙ୍କ ସହିତ କିଛି ଲୋକ ମଧ୍ଯ ମାଟିତଳେ ଫସି ରହିଥିବା ଆଶଙ୍କା କରାଯାଉଛି ।